Home Posts tagged acid attack
Odisha News
ଆଠଗଡ,୧୩/୭: ମର୍ଣ୍ଣିଂ ୱାକ୍ କରୁଥିବା ମହିଳାଙ୍କ ଉପରକୁ ହୋଇଛି ଏସିଡ ମାଡ଼ । ଏସିଡ ମାଡ଼ ଯୋଗୁ ମହିଳାଙ୍କ ଶରୀରର ୫୦% ପୋଡ଼ି ଯାଇଥିବା ବେଳେ ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।ଏପରି ଅଭାବନୀୟ କାଣ୍ଡ ଆଜି ଭୋରରୁ କଟକ ଜିଲ୍ଲା ତିଗିରିଆ ଥାନା ନୂଆପାଟଣାରେ ଘଟିଛି। ଗୁରୁତର ମହିଳାଜଣକ ହେଲେ ୩୬ ବର୍ଷୀୟା ରୀନା ସାହୁ । ଏସିଡ ଆକ୍ରମଣ କରିଥିବା ଦୁର୍ବୃତ୍ତ ତାଙ୍କ ଘରେ ଲୁଟପାଟ କରିଥିବା ଅଭିଯୋଗ ଆଣିଛନ୍ତି […]Continue Reading
Seo wordpress plugin by www.seowizard.org.