Home Posts tagged alaka mohanty
Odisha News
ଭୁବନେଶ୍ୱର,୩/୬: ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟ । ପ୍ରାୟ ୬୫ ହଜାରରୁ ଊର୍ଦ୍ଧ୍ୱ ଭୋଟରେ ଜିତିଲେ ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି । ବିଜେପି ପ୍ରାର୍ଥୀ ରାଧାରାଣୀ ପଣ୍ଡା ତୃତୀୟ ସ୍ଥାନରେ ରହିଛନ୍ତି । ତେବେ ବିଜୟ ନେଇ ନିର୍ବାଚନ କମିଶନ ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀଙ୍କ ଭରସା, କର୍ମୀଙ୍କ ଉତ୍ସାହ ଯୋଗୁ ବ୍ରଜରାଜନଗରବାସୀଙ୍କୁ ବିପୁଳ ଭୋଟ Continue Reading
Seo wordpress plugin by www.seowizard.org.