
‘ଆମ ଓଡ଼ିଶା ନବୀନ ଓଡ଼ିଶା’ ଯୋଜନାରେ ସରପଞ୍ଚ ଓ ନିର୍ବାଚିତ ପ୍ରତିନିଧିଙ୍କୁ ସାମିଲ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କଟକ,୭/୨: ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମର ପ୍ରକଳ୍ପ ଚୟନରେ ପ୍ରଶାସନର ଏକଛତ୍ରବାଦୀ ଭୂମିକାକୁ ଲାଗିଛି ହାଇକୋର୍ଟଙ୍କ ଝଟକା।ସରପଞ୍ଚ ଓ ନିର୍ବାଚିତ ଜନପ୍ରତିନିଧିଙ୍କ ସହଭାଗିତାରେ ପ୍ରକଳ୍ପ ଚୟନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ମାତ୍ର ପ୍ରକଳ୍ପ କାର୍ଯ୍ୟକାରିତା ପ୍ରସଙ୍ଗରେ ହସ୍ତକ୍ଷେପ କରିବାକୁ କୋର୍ଟ ମନା କରିଛନ୍ତି।‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମରେ ଜନପ୍ରତିନିଧିଙ୍କୁ ଉପେକ୍ଷା କରାଯାଉଥିବା ନେଇ ବହୁ ଜନପ୍ରତିନିଧି Continue Reading