ଆନନ୍ଦପୁର,୧୯/୭: ଜଣେ କର୍ମଚାରୀଙ୍କ ଠାରୁ ଲାଞ୍ଚ ନେଉଥିବା ବେଳେ କେନ୍ଦୁଝର ଜିଲା ସାଇଁକୁଳ ମେଡିକାଲ ଅଫିସର ଡା ରଂଜିତ କୁମାର ରାଉତ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ଅଧିକାରୀ ଡା ରଂଜିତଙ୍କଠାରୁ ୨୦ ହଜାର ଲାଞ୍ଚ ଟଙ୍କା ଜବତ କରିଛନ୍ତି।ଏନେଇ ଭିଜିଲାନ୍ସ ପକ୍ଷରୁ ଏକ ମାମଲା ରୁଜୁ କରି ଡାକ୍ତରଙ୍କୁ ଗିରଫ କରି ଅଧିକ ତଦନ୍ତ ଚଲାଇଛି। ଏପରିକି ଭିଜିଲାନ୍ସ ଟିମ୍ ଡାକ୍ତରଙ୍କ ଅଫିରରେ ମଧ୍ୟ ତଦନ୍ତ ଜାରି ରଖିଥିବା ଜଣାପଡିଛି।Continue Reading
ଆନନ୍ଦପୁର, ୫/୫ : ଆନନ୍ଦପୁରରେ ଏକ ସପିଙ୍ଗ୍ ମଲ୍ରେ ଲାଗିଲା ନିଆଁ। ହୁତୁହୁତୁ ହୋଇ ଜଳିଗଲା ସବୁ ସାମଗ୍ରି। ନିଆଁ ଲିଭାରେ ୪ଟି ଅଗ୍ନିଶମ ଗାଡ଼ି ନିୟୋଜିତ ହୋଇଥିଲା। ସର୍ଟସର୍କିଟ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଇଛି। ସପିଙ୍ଗ୍ ମଲ୍ରେ ଥିବା ସମସ୍ତ କର୍ମଚାରିଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି।ସୂଚନା ଆନୁସାରେ ଆନନ୍ଦପୁରରେ ଥିବା ରିଲିଆନ୍ସ ଟ୍ରେଣ୍ଡରେ ଆଜି ସନ୍ଧ୍ୟାରେ କୌଣସି କାରଣରୁ ନିଆଁ ଲାଗି ଯାଇଛି। ସପିଙ୍ଗ୍ ମଲରେ ଥିବା ଲକ୍ଷାଧିକ ଟଙ୍କାର Continue Reading
ଆନନ୍ଦପୁର, ୬/୩: ବହୁଚର୍ଚ୍ଚିତ କେନ୍ଦୁଝର ଜିଲ୍ଲା ଘସିପୁରା ନିର୍ବାଚନ ମଣ୍ଡଳୀ ଅଧୀନ ଧକୋଠା ଗାଁର ରାମଚନ୍ଦ୍ର ବେହେରା ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଆନନ୍ଦପୁର ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ୫୩ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ହତ୍ୟାକାଣ୍ଡରେ ସଂପୃକ୍ତ ୫ ଜଣ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ସେମାନେ ହେଲେ ସଞ୍ଜୟ ପୃଷ୍ଟି ଓରଫ ଚିନୁ, ନିର ପୃଷ୍ଟି ଓରଫ ଅଜିତ ପୃଷ୍ଟି, ଅରୁଣ ପୃଷ୍ଟି, ଅଲେଖ ପୃଷ୍ଟି ଓ ଦୋଳ ବୋଇତେଇ। […]Continue Reading
ଆନନ୍ଦପୁର,୨୨/୪ : କେନ୍ଦୁଝର ଜିଲ୍ଲା ଆନନ୍ଦପୁର ରେଞ୍ଜ ଅନ୍ତର୍ଗତ ହସନପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ସେହି ଗ୍ରାମର ବଟକୃଷ୍ଣ ପ୍ରଧାନ (୬୫)।ସୂଚନା ଅନୁଯାୟୀ ଆଜି ସକାଳ ୭ଟା ସମୟରେ ବଟକୃଷ୍ଣ ପ୍ରଧାନ ବିଲକୁ ଯାଇଥିବା ବେଳେ ହାତୀ ତାଙ୍କୁ ଆକ୍ରମଣ କରିଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା।Continue Reading
ଆନନ୍ଦପୁର,୪/୨: ମହୁମାଛି ଆକ୍ରମଣରେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ ଆହତ ହୋଇଛନ୍ତି। ତାଙ୍କୁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ପ୍ରାଥମିକ ଚିକିତ୍ସାପରେ ବିଧାୟକ ସୁସ୍ଥ ଥିବା ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟର ସୁପରିଣ୍ଟେଣ୍ଡେଣ୍ଟ ଧନେଶ୍ୱର ସେଠୀ କହିଛନ୍ତି।ଆଜି ସକାଳେ ବିଧାୟକ ଶ୍ରୀ ସେଠୀ ମର୍ଣ୍ଣିଂ ୱାକ୍ରେ ଯାଇଥିଲେ। ଏହି ସମୟରେ ବ୍ଲକ ଅଫିସ ନିକଟରେ ତାଙ୍କୁ ମହୁମାଛିମାନେ ଆକ୍ରମଣ କରିଥିଲେ। ବିଧାୟକ ସେ ସ୍ଥାନରୁ ଦୌଡ଼ି Continue Reading
ଆନନ୍ଦପୁର,୧୧/୧୨: କେନ୍ଦୁଝର ଜିଲ୍ଲା ଦୈତାରୀ ଥାନା ଅନ୍ତର୍ଗତ ରାସୋଳ ଝୁମୁକିପାଟିଆ ସାହିରେ ଏକ ଦମ୍ପତିଙ୍କୁ କୌଣସି ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରାଯାଇଛି। ମୃତକ ଦ୍ୱୟ ହେଉଛନ୍ତି, ବାହାଡ଼ା ମୁର୍ମୁ ଓ ତାଙ୍କ ସ୍ତ୍ରୀ ଧାନୀ ମୁର୍ମୁ।ଶନିବାର ରାତିରେ ସ୍ୱାମୀ-ସ୍ତ୍ରୀ ଘର ବାହାର ବରଣ୍ଡାରେ ଶୋଇଥିଲେ। ସେଠାରେ କବାଟ ଲାଗି ନାହିଁ। ସେମାନଙ୍କ ଝିଅ ସିନିଗି ମୁର୍ମୁ ଘର ଭିତରେ ଶୋଇଥିଲେ। ରାତି ପ୍ରାୟ ୧୨ଟା ବେଳେ କିଛି ଶବ୍ଦ ହେବାରୁ ସିନିଗି କବାଟ ଖୋଲି Continue Reading
53-year-old male is the first patient in India who was diagnosed with Rosai-Dorfman Disease; a rare immune disorder There are only 8 cases of Rosai-Dorfman Heart Disease reported so far across the globe Kolkata / Bhubaneswar , Dec 1: Fortis Hospital Anandpur has successfully treated India’s first reported case of Rosai-Dorfman Heart Disease. Dr. K. […]Continue Reading
ଆନନ୍ଦପୁର, ୨/୯: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଅଞ୍ଚଳରେ ଏକ ସଶସ୍ତ୍ର ଲୁଟ୍ ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି। ଘସିପୁରା ଥାନା ବାରିଗାଁଠାରେ ଗତକାଲି ବିଳମ୍ବିତ ରାତିରେ ଘର କବାଟ ଭାଙ୍ଗି ସଶସ୍ତ୍ର ଲୁଟ୍ ହୋଇଛି।ଲୁଟେରାମାନେ ଘର କବାଟ ଭାଙ୍ଗି ଲୁଟିନେଇଇଛନ୍ତି ଲକ୍ଷାଧିକ ଟଙ୍କା ସହ ସୁନା ଅଳଙ୍କାର ଓ ମୋବାଇଲ୍ ଫୋନ୍। ଲୁଟେରାଙ୍କ ଆକ୍ରମଣରେ ଏକ ପରିବାରର ୩ ଜଣ ଗୁରୁତର ହୋଇଛନ୍ତି। ଗୁରୁତରମାନଙ୍କୁ ଉଦ୍ଧାର କରି ପଡ଼ୋଶୀ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି Continue Reading
ଆନନ୍ଦପୁର/ଭଦ୍ରକ,୨୨/୭: ରାଜ୍ୟର ଦୁଇଟି ଭିନ୍ନ ଭିନ୍ନ ସ୍ଥାନରେ ବଜ୍ରାଘାତରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଘଟଣା ଦୁଇଟି ଘଟିଛି କେନ୍ଦୁଝର ଓ ଭଦ୍ରକ ଜିଲ୍ଲାରେ।କେନ୍ଦୁଝର ଜିଲ୍ଲା ହାଟଡ଼ିହି ବ୍ଲକ୍ ଅନ୍ତର୍ଗତ ବାହାରିପୁର ଗାଁରେ ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ଯୋଗୁ ଦୁଇ ଜଣଙ୍କର ମୃତ୍ୟୁ ଗଟିଛି। ମୃତକ ଦ୍ୱୟ ହେଉଛନ୍ତି- ନୃସିଂହ ଜେନା ଓ କାହ୍ନୁ ଜେନା। ଦୁଇ ଜଣଙ୍କ ମୃତ୍ୟୁକୁ ନେଇ ଗାଁରେ ଶୋକାକୁଳ ପରିବେଶ […]Continue Reading
ଆନନ୍ଦପୁର ୧୪/୬: ଚାଷ ଜମିରୁ ମା-ପୁଅଙ୍କ ମୃତଦେହ ଉଦ୍ଧାର । କେନ୍ଦୁଝର ଜିଲ୍ଲା ଉପଖଣ୍ଡ ନନ୍ଦିପଦା ଥାନା ଜାବିନପୁର ଗାଁରୁ ଠାବ ହୋଇଛି ମୃତଦେହ ।ମୃତ ପୁଅଙ୍କ ନାମ ସନ୍ତା ଦାସ ଓ ମା ଜେମା ଦାସ ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ଖବର ଅନୁଯାୟୀ, ନନ୍ଦିପଦା ଥାନା ଜାବିନପୁର ଗାଁରେ ଏକ ବିଲରେ ମା-ପୁଅଙ୍କ ମୃତଦେହ ପଡିଥିବାର ଦେଖିଥିଲେ ସ୍ଥାନୀୟଲୋକେ ।ଏହାପରେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । […]Continue Reading