Home Posts tagged anugul
Odisha News
ବନ୍ତଳା,୭/୫: ଅନୁଗୁଳ ବ୍ଳକ ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଆଜି ପୁଣି ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ବନ୍ତଳା ଥାନା ତଳଗଡ଼ ଗ୍ରାମର ବିଜୁଳି ସାହୁ(୫୭)ବୋଲି ଜଣାପଡିଛି।ସୂଚନା ମୁତାବକ ବନ୍ତଳା ବନାଞ୍ଚଳର ତଳଗଡ଼ ଗ୍ରାମର ବିଜୁଳି ସାହୁ ଆଜି ସକାଳ ପ୍ରାୟ ୫ଟା ବେଳକୁ ଗାଁ ନିକଟରେ ଥିବା ଆମ୍ବ ବାଡିକୁ ଆମ୍ବ ଗୋଟାଇବାକୁ ଯାଇଥିଲେ। ତେବେ ପୂର୍ବରୁ ସେଠାରେ ଥିବା ଏକ ଦନ୍ତା ହାତୀ ବିଜୁଳିଙ୍କୁ ଆକ୍ରମଣ କରିଥିଲା। ହାତୀଟି ତାଙ୍କୁ ଶୁଣ୍ଢରେ Continue Reading
Seo wordpress plugin by www.seowizard.org.