Home Posts tagged anugula recorded 44.7degree
Odisha News
ଭୁବନେଶ୍ବର, ୨୭/୪: ଓଡ଼ିଶାବାସୀ ପ୍ରବଳ ଖରାରେ ସିଝୁଛନ୍ତି। ସକାଳ ୮ଟାରୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ସୂର୍ଯ୍ୟଙ୍କ ପ୍ରଖର କିରଣ ଓ ତତଲା ଝାଞ୍ଜିରେ ଛଟପଟ ହେଉଛନ୍ତି। ଆଜି ଅନୁଗୁଳ ରାଜ୍ୟର ଉତ୍ତପ୍ତ ସହର ହୋଇଛି।ଅନୁଗୁଳରେ ତାପମାତ୍ରା ୪୪.୭ ଡ଼ିଗ୍ରି ରେକର୍ଡ ହୋଇଛି। ଭୁବନେଶ୍ୱରରେ ୪୪.୬ ଡ଼ିଗ୍ରି ଏବଂ ବାରିପଦାରେ ୪୪.୨ ଡ଼ିଗ୍ରି ତାପମାତ୍ରା ରେକର୍ଡ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ଯେ, ଆଜି ରାଜ୍ୟର ୩୩ଟି ସହରରେ Continue Reading
Seo wordpress plugin by www.seowizard.org.