Home Posts tagged Archana Nag
Odisha News
ଭୁବନେଶ୍ୱର,୧୫/୧୨: ବ୍ଲାକମେଲିଂ, ହନିଟ୍ରାପ୍ ମାମଲାରେ ଛନ୍ଦି ହୋଇ ୧୪ ମାସ ପରେ ଜେଲ୍ରେ ରହି ବାହାରିଥିବା ଅର୍ଚ୍ଚନା ନାଗଙ୍କୁ ନେଇ ପୁଣି ଥରେ ଆରମ୍ଭ ହୋଇଛି ଚର୍ଚ୍ଚା। ଅର୍ଚ୍ଚନା ନାଗଙ୍କୁ ମିଳିଛି ହତ୍ୟା ଧମକ । ତେବେ ଏହି ଧମକରେ ମୁଁ ଡରିବା ପିଲା ନୁହେଁ ବୋଲି ରୋକଠୋକ କହିଛନ୍ତି ଅର୍ଚ୍ଚନା।ଆଇନ୍ ଛାତ୍ରୀ ଅର୍ଚ୍ଚନା ନାଗ ପରୀକ୍ଷା ଦେବାକୁ ଆଜି ସକାଳେ ସ୍ୱାମୀଙ୍କ ସହ ଲ\’ କଲେଜ ଆସିଥିଲେ। ମାତ୍ର କଲେଜରେ ପହଞ୍ଚିବା ପରେ ଦୁଇ ଯୁବକ […]Continue Reading
Odisha News
ଭୁବନେଶ୍ୱର,୨/୮: ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ଜାମିନ ମିଳିଛି। ଖଣ୍ଡଗିରି ଥାନା ମାମଲାରେ ତାଙ୍କୁ ସର୍ତ୍ତମୂଳକ ଜାମିନ ଦେଇଛନ୍ତି ହାଇକୋର୍ଟ। ଆବେଦନକାରୀ ଶ୍ରଦ୍ଧାଞ୍ଜଳିଙ୍କ ସହ ଯୋଗାଯୋଗ କରିବା ମନା।ସର୍ତ୍ତ ମୁତାବକ ଅର୍ଚ୍ଚନାଙ୍କ ନାଁରେ ଦାୟର ମୋଟ ୩ଟି ମାମଲାରୁ ଏହାକୁ ମିଶାଇ ୨ଟିରେ ଜାମିନ ମିଳିଛି। ଗୋଟିଏ ମାମଲା ବିଚାରଧୀନ ଥିବାରୁ ଏବେବି ଜେଲ୍ରୁ ମୁକୁଳି ପାରିବେନି ଅର୍ଚ୍ଚନା।ପୂର୍ବରୁ ନୟାପଲ୍ଲୀ ଥାନା ମାମଲାରେ Continue Reading
Odisha News
ଭୁବନେଶ୍ୱର,୧୧/୪: ହନିଟ୍ରାପ୍ ତଥା ବ୍ଲାକମେଲ ମାମଲାରେ ଅର୍ଚ୍ଚନା ନାଗଙ୍କୁ ହାଇକୋର୍ଟରୁ ମିଳିଲା ଜାମିନ। ଆଜି ଅର୍ଚ୍ଚନାଙ୍କୁ ସର୍ତ୍ତମୂଳକ ଜାମିନ ମଂଜୁର କରିଛନ୍ତି ହାଇକୋର୍ଟ।ଫିଲ୍ମ ପ୍ରଯୋଜକ ଅକ୍ଷୟ ପରିଜାଙ୍କ ପକ୍ଷରୁ ହୋଇଥିବା ଏତଲା ଆଧାରରେ ନୟାପଲ୍ଲୀ ଥାନାରେ ହୋଇଥିବା ମାମଲାରେ ତାଙ୍କୁ ଜାମିନ ଦେଇଛନ୍ତି ହାଇକୋର୍ଟ। ତେବେ ତଦନ୍ତରେ ସହଯୋଗ କରିବା, ବାହାରକୁ ନଯିବାକୁ, ସାକ୍ଷୀଙ୍କୁ ପ୍ରଭାବତି ନ କରିବା ପାଇଁ କୋର୍ଟ ଅର୍ଚ୍ଚନାଙ୍କୁ ନିର୍ଦ୍ଦେଶ Continue Reading
Odisha News
ଭୁବନେଶ୍ୱର,୬/୧: ଭୁବନେଶ୍ୱର କମିଶନରେଟ୍ ପୁଲିସ୍କୁ କେସ୍ ଡାଏରୀ ମାଗିଲେ ଓଡିଶା ହାଇକୋର୍ଟ। ହନିଟ୍ରାପ୍ କୁଇନ୍ ଅର୍ଚ୍ଚନା ନାଗର ଜାମିନ ଆବେଦନ ପ୍ରସଙ୍ଗରେ କେସ୍ ଡାଏରୀ ଦାଖଲ ପାଇଁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।ଏହି କେସ୍ ଡାଏରୀକୁ ଅନୁଧ୍ୟାନ କରିବା ପରେ ଯାହା କିଛି ନିଷ୍ପତ୍ତି ହାଇକୋର୍ଟ ନେଇପାରନ୍ତି। ନୟାପଲ୍ଲୀ ଥାନାରେ ରୁଜୁ ହୋଇଥିବା ମାମଲାରେ ଜାମିନ ପାଇଁ ହାଇକୋର୍ଟରେ ଦ୍ୱାରସ୍ଥ ହୋଇଛି ଅର୍ଚ୍ଚନା। ସେଥିପାଇଁ କେସ୍ ଡାଏରୀ ଦାଖଲ Continue Reading
Odisha News
ଭୁବନେଶ୍ୱର,୬/୧୧: ବିସ୍ଫୋରକ ବୟାନ ଦେଲେ ଲେଡି ବ୍ଲାକମେଲର ଅଭିଯୁକ୍ତ ଅର୍ଚ୍ଚନା ନାଗ। କ୍ୟାପିଟାଲ ହସ୍ପିଟାଲରେ ଗଣମାଧ୍ୟମ ଆଗରେ ଅର୍ଚ୍ଚନା ବିସ୍ଫୋରକ ବୟାନ ଦେଇଛନ୍ତି ।ଅର୍ଚ୍ଚନା କହିଛନ୍ତି, ମୁଁ ଯେତେବେଳେ କହିବି, ସାରା ରାଜ୍ୟ ପରିବର୍ତ୍ତନ ହୋଇଯିବ କହିଲେ। ମୋତେ ସଫିସିଏଣ୍ଟ ସମୟ ଦରକାର, ୩୦ ମିନିଟ୍ ଦରକାର। ମୋତେ ଫସାଇ ଦେଇଛନ୍ତି, ତଥ୍ୟ ପ୍ରମାଣ ସହ ସବୁ ଦେବି। ମୁଁ କାହାକୁ ଛାଡ଼ିବିନି ବୋଲି ଅର୍ଚ୍ଚନା ନାଗ ଚେତାବନୀ ଦେବା ସହ ସମସ୍ତେ ପଣସ ଖାଇ Continue Reading
Odisha News
ଭୁବନେଶ୍ବର,୨୩/୧୧: ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କ ସହଯୋଗୀ ଶ୍ରଦ୍ଧାଞ୍ଜଳି ବେହେରାଙ୍କୁ ସୋମବାର ଇଡି ସମନ ଜାରି କରିଥିଲା। ବୁଧବାର ଦିନ ଜେରା ପାଇଁ ଇଡି ଅଫିସ୍ରେ ପହଞ୍ଚିଛନ୍ତି ଶ୍ରଦ୍ଧାଞ୍ଜଳି ବେହେରା। ଶ୍ରଦ୍ଧାଞ୍ଜଳିଙ୍କ ପରେ ପରେ ଇଡି ଅଫିସ୍ରେ ପ୍ରଯୋଜକ ଅକ୍ଷୟ ପରିଜା ବି ପହଞ୍ଚିଛନ୍ତି। ମଙ୍ଗଳବାର ଦିନ ୯ଘଣ୍ଟା ଜେରା ପରେ ଇଡିରୁ ବାହାରିଥିଲେ ଅକ୍ଷୟ। ଇଡି ଅକ୍ଷୟ ଓ ଶ୍ରଦ୍ଧାଞ୍ଜଳିଙ୍କୁ ମୁହାଁମୁହିଁ ଜେରା କରିବ ବୋଲି ସୂଚନା Continue Reading
Seo wordpress plugin by www.seowizard.org.