Home Posts tagged arun sarangi appointed as opsc chairman
Odisha News
ଭୁବନେଶ୍ୱର,୨୭/୯ : ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର‌୍ୟ୍ୟନ୍ତ ଏହି ପଦରେ ଅବସ୍ଥାପିତ ରହିବେ।ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ୍ ଏକାଡେମୀ ନିର୍ଦ୍ଦେଶକ Continue Reading
Seo wordpress plugin by www.seowizard.org.