Home Posts tagged aso exam
Odisha News
ଭୁବନେଶ୍ବର, ୨୦/୮: ଅଗଷ୍ଟ ୨୧ରେ ହେବାକୁ ଥିବା ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ ହେବ ବୋଲି ଜଣାଯାଇଛି।ତେବେ ଜିଲ୍ଲାପାଳମାନଙ୍କ ସହ ଆଲୋଚନା ପରେ ଏଏସଓ ପରୀକ୍ଷା ଆସନ୍ତା ୨୭ ତାରିଖରେ କରିବାକୁ ନିଷ୍ପତ୍ତି ନିଆଯାଇଛି। ପୂର୍ବବତ ପରୀକ୍ଷା ୩ଟି ସିଟିଂରେ ହେବ। ସକାଳ ୯ରୁ ଅପରାହ୍ନ ୪.୩୦ ଯାଏଁ ପରୀକ୍ଷା ଅନୁଷ୍ଠିତ ହେବ। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଓପିଏସସି ଅଧ୍ୟକ୍ଷ।ସୂଚନାଯୋଗ୍ୟ, ପୂର୍ବରୁ ଅଗଷ୍ଟ ୨୧ରେ ଏଏସଓ ପରୀକ୍ଷା ହେବା ନେଇ ସ୍ଥିର Continue Reading
Odisha News
ଭୁବନେଶ୍ୱର, ୧୮/୮: ରାଜ୍ୟରେ ଲାଗି ରହିଥିବା ବନ୍ୟା ବିତ୍ପାତ ପାଇଁ ଆସନ୍ତା ୨୧ ତାରିଖରେ ହେବାକୁ ଥିବା ଇଝଙ ଲିଖିତ ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି। ତେବେ ଏହି ପରୀକ୍ଷା ନିମନ୍ତେ ନୂଆ ତାରିଖ ଘୋଷଣା କରାଯାଇ ନାହିଁ। ପରୀକ୍ଷା ଘୁଞ୍ଚିବା ନେଇ ଙଚଝଉ ପକ୍ଷରୁ ସୂଚନା ଦିଆଯାଇଛି ।ଅଗଷ୍ଟ ୨୧ ତାରିଖ ରବିବାର ଆସିଷ୍ଟାଣ୍ଟ ସେକ୍ସନ୍ ଅଫିସର (ଇଝଙ) ପରୀକ୍ଷା ନିମନ୍ତେ ଦିନ ଧାର୍ଯ୍ୟ କରାଯାଇଥିଲା । ମାତ୍ର ଓପିଏସସି ବିଜ୍ଞପ୍ତିରେ ଅନୁସାରେ, ରାଜ୍ୟରେ ପ୍ରବଳ Continue Reading
Seo wordpress plugin by www.seowizard.org.