Home Posts tagged assembly sesssion start from today
Odisha News
ଭୁବନେଶ୍ବର, ୧୮/୬: ବିଧାନସଭାରେ ନବ ନିର୍ବାଚିତ ବିଧାୟକ ନେଇଛନ୍ତି ଶପଥ। ପ୍ରଥମେ ବିଧାୟକ ଭାବେ ଶପଥ ନେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଦୁଇ ଉପ ମୁଖ୍ୟମନ୍ତ୍ରୀ କେ.ଭି ସିଂହଦେଓ ଓ ପ୍ରଭାତୀ ପରିଡ଼ା ମଧ୍ୟ ବିଧାନସଭାରେ ବିଧାୟକ ଭାବେ ଶପଥଗ୍ରହଣ କରିଛନ୍ତି। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ସମସ୍ତଙ୍କୁ ଶପଥପାଠ କରାଇଛନ୍ତି।ସନ୍ଧ୍ୟା ୫ଟା ଯାଏ ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ । ଆଜି ଓ କାଲି ଦୁଇ ଦିନ ବିଧାୟକଙ୍କୁ ଶପଥ ପାଠ କରାଯିବ। Continue Reading
Seo wordpress plugin by www.seowizard.org.