
ନୂଆଦିଲ୍ଲୀ, ୨୯/୬: ୟୁଜିସି ନେଟ୍ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ । ଅଗଷ୍ଟ ୨୧ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ଏହି ପରୀକ୍ଷା ହେବ । ଏଥିସହ ଜଏଣ୍ଟ ସିଏସଆଇଆର ୟୁଜିସି-ନେଟ୍ ତାରିଖ ମଧ୍ୟ ଘୋଷଣା ହୋଇଛି । ଜୁଲାଇ ୨୫ରୁ ୨୭ ତାରିଖ ମଧ୍ୟରେ ପରୀକ୍ଷା କରାଯିବ ।ପରୀକ୍ଷାରେ ସ୍ୱଚ୍ଛତା ପାଇଁ କମ୍ପ୍ୟୁଟର ବେସଡ୍ ଟେଷ୍ଟ ଫର୍ମାଟରେ ଉଭୟ ପରୀକ୍ଷା ନିଆଯିବ । ଏନେଇ ଜାତୀୟ ପରୀକ୍ଷା ଏଜେନ୍ସି ବା ଏନଟିଏ ପକ୍ଷରୁ […]Continue Reading