Home Posts tagged avoid whats app calls from 92 number
Odisha News
ଭୁବନେଶ୍ୱର,୧୬/୫: +୯୨ ନମ୍ବରରୁ କଲ୍ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା ଜାରି କରାଯାଇଛି।ପାକିସ୍ତାନ ନମ୍ବର ହ୍ବାଟ୍ସଆପ କଲ ଆସିଲେ ସାବଧାନ ରହିବାକୁ ପରାମର୍ଶ ଦେଇଛି ପୋଲିସ। +୯୨ ନମ୍ବରରୁ କଲ୍ ଆସିଲେ ନ ଉଠାଇବାକୁ ଲୋକଙ୍କୁ ଅପିଲ କରାଯାଇଛି। ସାଇବର ଅପରାଧୀ ମାନେ ବିଭିନ୍ନ ମିଥ୍ୟା ଅଭିଯୋଗ କରି ଟଙ୍କା ଲୁଟୁଛନ୍ତି।Continue Reading
Seo wordpress plugin by www.seowizard.org.