Home Posts tagged BAIGUDA
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୫/୬: କନ୍ଧମାଳ ଲୋକସଭା ଅନ୍ତର୍ଗତ ବାଲିଗୁଡାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ ଗଣତି ସମାପ୍ତ ହୋଇଛି । ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୧୬୭୧ ଟି ଭୋଟ ବ୍ୟବଧାନ ରେ ବିଜୟୀ ହୋଇ ଦ୍ୱିତୀୟ ଥର ପାଇଁ ନିଜ ବିଧାୟକ ପଦ ବଜାୟ ରଖିଛନ୍ତି।ବିଜେଡ଼ି ପ୍ରାର୍ଥୀ ଚକ୍ରମଣି କହଁର ୪୩ ହଜାର ୫୮୬ଖଣ୍ତ ଭୋଟ ପାଇ ବିଜୟୀ ଲାଭ କରିଥିବା ବେଳେ ତାଙ୍କ ନିକଟତମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୪/୫: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ୧୦କିଲୋ ରୂପା ଝାମ୍ପି ନେଇ ଥିବା ଖବର ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି ।ଅଞ୍ଚଳର ପାଟଖଣ୍ଡା ସାହିର ପୁରୁଖା ରୂପା ବ୍ୟବସାୟୀ ସନ୍ୟାସୀ ନାୟକଙ୍କ କହିବା ଅନୁଯାୟୀ ପ୍ରତିଦିନ ଭଳି ଶୁକ୍ରବାର ଦିନ ମଧ୍ୟ ୧୦ ଘଣ୍ଟ ସମୟରେ ନିଜ ସାଇକେଲ ରେ ସେ ଘରୁ ବାହାରି ବେପାର କରିବା […]Continue Reading
Seo wordpress plugin by www.seowizard.org.