
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୯/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ସୁବର୍ଣ୍ଣଗିରି ପଞ୍ଚାୟତରେ ଆଜକୁ ଆଠ ମାସ ହେଲା କାମ କରୁନି ବିଏସଏନଏଲ ନେଟୱର୍କ। ଯାହା ଫଳରେ ଗ୍ରାମବାସୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ବାରମ୍ବାର ଦାବି ସତ୍ବେ ସମସ୍ୟାର ସମାଧାନ କରାଯାଉ ନାହିଁ। ଉତ୍ୟକ୍ତ ଗ୍ରାମବାସୀ ବିଏସଏନଏଲ ଅଧିକାରୀଙ୍କୁ ଘେରାଉ କରି ତୁରନ୍ତ ସମସ୍ୟା ସମାଧାନ ପାଇଁ ଦାବି କରିଛନ୍ତି। Continue Reading