ସଞ୍ଜୟ କୁମାର ପାଣିଗ୍ରାହୀଙ୍କରିପୋର୍ଟବାଲିଗୁଡା,୨୭/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକରେ କାର୍ଯ୍ୟ କରୁଥିବା ଜୀବିକା ସୁରକ୍ଷା ମଞ୍ଚ ପକ୍ଷରୁ ବ୍ଲକର ମହିଳାଙ୍କୁ ନେଇ ଦୁଇଟି ସ୍ଥାନରେ ସ୍ଵତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇ ଥିଲା। ଉକ୍ତ କାର୍ଯ୍ୟକ୍ରମ ବ୍ଲକର ସାରଙ୍ଗଗଡ଼ ପଞ୍ଚାୟତର ଦାସିଗୁଡା ଓ ସାଇନ୍ ପଡା ପଞ୍ଚାୟତର ପାଦେରିପଡା ଠାରେ ଜୀବିକା ସୁରକ୍ଷା ମଞ୍ଚ ଆୟୋଜନ କରିଥିଲା।ଏହି ଅବସରରେ ସଂଗଠନର କର୍ମକର୍ତ୍ତା ମହିଳା Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୭/୬: ଏଏନ୍ଏମ୍ ଙ୍କୁ ବିପିଏମଙ୍କ ଦୁର୍ବ୍ୟବହାର ଅଭିଯୋଗ । ଏନେଇ କନ୍ଧମାଳ ଜିଲ୍ଲା କୋଟଗଡ଼ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ସମ୍ପୃକ୍ତ ଏଏନ୍ଏମ୍ ।ଅଭିଯୋଗ ପ୍ରକାରେ କୋଟଗଡ଼ ଥାନା କେସ୍ ନଂ ୮୬/୨୦୨୪ ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ୍ ।ଘଟଣା ପ୍ରକାରେ ବର୍ତ୍ତମାନ ବାଲିଗୁଡ଼ା ଅଞ୍ଚଳରେ କାର୍ଯ୍ୟରତ ଏଏନ୍ଏମ୍ ପୁଷ୍ପାଞ୍ଜଳି ଦିଗାଳ ଗତ ୨୪ ତାରିଖରେ ବ୍ୟକ୍ତିଗତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିରରେ ଶନିବାର ଦିନ ସ୍ନାନ ପୂର୍ଣ୍ଣିମା ତିଥିରେ ମହାପ୍ରଭୁ ଜଗନ୍ନାଥ, ବଳଭଦ୍ର ,ସୁଭଦ୍ରା ଓ ସୁଦର୍ଶନଙ୍କ ସ୍ନାନ ବିଧି ଅନୁଷ୍ଠିତ ହୋଇଯାଇଛି ।ପ୍ରଥମେ ଠାକୁର ମାନଙ୍କୁ ପହଣ୍ଡି କରି ସ୍ନାନ ମଣ୍ଡପକୁ ଅଣାଯିବା ପରେ ପୁରୋହିତ ପଣ୍ଡିତ ପୂର୍ଣ୍ଣଚନ୍ଦ୍ର ଶତପଥି ପୂଜା ନୀତି ଆରମ୍ଭ କରିଥିଲେ। ଏହାପରେ ମନ୍ଦିର ପୂଜକ ମହେଶ୍ୱର ପଣ୍ଡାଙ୍କ ସମେତ ସମସ୍ତ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୦/୬: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବହୁ ଚର୍ଚ୍ଚିତ ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ପୁଣି ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ବାଲିଗୁଡ଼ା ପୋଲିସ୍ ।ଘଟଣାରେ ସମ୍ପୃକ୍ତ ପାଞ୍ଚ ଜଣଙ୍କ ମଧ୍ୟରୁ ଏବେ ବି ଅନ୍ୟ ତିନିଜଣ ଅଭିଯୁକ୍ତ ଫେରାର ଥିବା ଜଣାପଡ଼ିଛି । ଉକ୍ତ ହତ୍ୟା ଘଟଣାରେ ଅଭିଯୁକ୍ତ ବାଲିଗୁଡ଼ାର ଶ୍ୟାମସୁନ୍ଦର ପାତ୍ର ଓ ବିଶ୍ୱନାଥ ପାତ୍ରଙ୍କୁ ଗିରଫ କରିଥିବା ବାଲିଗୁଡା ଥାନା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୬/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡରେ ଆଜକୁ କିଛିଦିନ ହେଲା ବିଦ୍ୟୁତ ଲୁଚକାଳି ଖେଳ ଉପଭୋକ୍ତାଙ୍କୁ ହନ୍ତସନ୍ତରେ ପକାଇଲାଣି କ୍ଷସାମାନ୍ୟ ପବନ ବର୍ଷା ହେଲେ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ଚାଲିଯାଉଛି । ଏପଟେ ପ୍ରବଳ ଖରା ଓ ଗରମ ସାଙ୍ଗକୁ ମନ ଇଚ୍ଛା ବିଦ୍ୟୁତକାଟ ଉପଭୋକ୍ତାଙ୍କ ସମସ୍ୟାକୁ ଦ୍ଵିଗୁଣିତ କରିପକାଉଛି ।ଚଳିତ ମାସ ୧୧ ତାରିଖରେ ଅଞ୍ଚଳରେ ହୋଇଥିବା କାଳବୈଶାଖୀ ପ୍ରବାହରେ ପ୍ରବଳ ପବନ ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୩/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତ ଅଲାରୀଠାରେ ଥିବା ଏକ ପିଚୁ ପ୍ଲାଣ୍ଟରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡ଼ିଛି।ଉକ୍ତ ପ୍ଲାଣ୍ଟର ମୁଖ୍ୟାଂଶ ବ୍ୟାଗରେ କାର୍ଯ୍ୟରତ ମିସ୍ତ୍ରୀ ଓ ଶ୍ରମିକମାନେ ଧୂଆଁ ବାହାରୁଥିବା ଦେଖିଥିଲେ ଏବଂ ନିଆଁକୁ ଆୟତ୍ତ କରିବା ପାଇଁ ପ୍ରଥମେ କ୍ରସରରୁ ବାହାରୁଥିବା ଡଷ୍ଟ ପକାଇ ଲିଭାଇବାକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୬ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଦୀର୍ଘ ଦିନ ପରେ କାଳ ବୈଶାଖୀର ତାଣ୍ଡବ । ପ୍ରବଳ ଘଡ଼ଘଡ଼ି ବିଜୁଳି ସାଙ୍ଗକୁ ପବନ ସହ ପ୍ରବଳ କୁଆ ପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି ।ସହରର ବିଭିନ୍ନ ସ୍ଥାନରେ ଗଛ ଭାଙ୍ଗି ରାସ୍ତା ଅବରୋଧ ହୋଇଥିବା ବେଳେ ବାଲିଗୁଡ଼ା ବସ୍ ଷ୍ଟାଣ୍ଡ ନିକଟସ୍ଥ ଦଣ୍ଡପାଣି ଲର୍ଜ ର ସମ୍ମୁଖ ଭାଗ ଗୁରୁତର ଭାଵେ କ୍ଷତିଗ୍ରସ୍ତ ହୋଇଥିବା ଜଣାପଡ଼ିଛି ।ଲଜ ତଳେ ଥିବା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୬:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ଅଞ୍ଚଳରେ ୩ ଦିନ ପରେ ଏକ ପରିତ୍ୟକ୍ତ କୂଅରୁ ଗାଇକୁ ଉଦ୍ଧାର କରାଯାଇଛି ।ପ୍ରକାଶ ଯେ, ଗତ ୩ ଦିନ ତଳେ ଏକ ଗାଈ ଚରୁଥିବା ବେଳେ ପରିତ୍ୟକ୍ତ ଅବସ୍ଥାରେ ଥିବା କୂଅରେ ପଡିଯାଇଥିଲା। ଏହାକୁ କିଛି ବ୍ୟକ୍ତି ଦେଖି ନିରବ ରହିଯାଇଥିଲେ ମଧ୍ୟ ଧୀରେ ଧୀରେ ଖବର ଶୁଣା ଶୁଣି ହୋଇ ସ୍ଥାନୀୟ ଅଞ୍ଚଳରେ ବ୍ୟାପି Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା । ଦିନ ଦ୍ବିପହର ରେ ଲୁଟ ହୋଇଥିବା ରୂପା ଅଳଙ୍କାର ଜବତ ହେବା ସହ ଜଣେ ମାଷ୍ଟର ମାଇଣ୍ଡ ଲୁଟେରାକୁ ବାଲିଗୁଡା ପୋଲିସ ଗିରଫ କରିଛି ।ଏ ନେଇ ବାଲିଗୁଡା ଥାନରେ ବାଲିଗୁଡା ଏସଡ଼ିପିଓ ରାହୁଲ ଗୋଏଲ ଏହି ଲୁଟର ବିସ୍ତୃତ ସୂଚନା ଦେଇଛନ୍ତି । ଲୁଟେରା ମାଷ୍ଟର ମାଇଣ୍ଡ ଜଣକ ଗଞ୍ଜାମ ଜିଲ୍ଲାର ଆସ୍କା ଥାନା ଥାନା ଅଞ୍ଚଳର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୬: କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡାରେ ୨ଟି ସ୍ଥାନରେ ଭୋଟ ଗଣତି କରାଯିବ ବୋଲି ଉପଖଣ୍ଡ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।କନ୍ଧମାଳ ଲୋକସଭା କ୍ଷେତ୍ରର ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଏବଂ ଜି. ଉଦୟଗିରି ବିଧାନସଭା ନିର୍ବାଚନ ମଣ୍ଡଳୀର ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ପରିସରରେ ୪ ତାରିଖ ସକାଳ ୮ ଟାରୁ ଭୋଟ ଗଣତି ଆରମ୍ଭ ହେବ ବୋଲି ସୂଚନା Continue Reading