ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୫ :ଆଜି ଦାଖଲ ହୋଇଥିବା ନାମାଙ୍କନ ପତ୍ରର ଯାଂଚ ଥିଲା । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ବାଲିଗୁଡା ନିର୍ବାଚନ ମଣ୍ଡଳୀର ପାର୍ଥୀ ପତ୍ର ଯାଂଚ ହୋଇଥଲା, ଯାଂଚରେ ସମସ୍ତଙ୍କ ପାର୍ଥୀଙ୍କର ଦାଖଲ କରିଥିବା ସମସ୍ତ କାଗଜ ପତ୍ର ଠିକ ରହିଛି ।ବାଲିଗୁଡା ନିର୍ବାଚନ ମଣ୍ଡଳୀର ସମୁଦାୟ ବିଧାୟକ ପାର୍ଥୀ ପାଂଚ ଜଣ କଂଗ୍ରେସରୁ ଉପେନ୍ଦ୍ର ପ୍ରଦାନ,ବିଜେଡିରୁ ଚକ୍ରମଣୀ କହଁର,ବିଜେପିରୁ କଳ୍ପନା କହଁର,ସ୍ୱାଧିନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫;ବାଲିଗୁଡା ଓ ଜି ଉଦୟଗିରୀ ବିଧାବସଭା ଆସନ ନିମନ୍ତେ ଆଜି ଶେଷ ଦିନ ନାମାଙ୍କନ ପତ୍ରର ଦାଖଲ ର ଥିଲା । ଶେଷ ଦିନରେ ବାଲିଗୁଡାରୁ ତିନି ଜଣ ପାର୍ଥୀ ଓ ଜି ଉଦୟଗିରୀ ଆସନ ନିମନ୍ତେ ଦୁଇ ଜଣ ପାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ବାଲିଗୁଡାରୁ ବିଜେପି ଦଳର ପାର୍ଥୀନୀ କଳ୍ପନା କହଁର ଆଜି ହନୁମାନ ମନ୍ଦିର ପରିସରରୁ ଏକବିରାଟ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା କରିଥିଲେ ଏବଂ ଉପଜିଲ୍ଲାପାଳ […]Continue Reading
ବାଲିଗୁଡାରେ କାର୍ତ୍ତିକ ପାଣ୍ଡିଆନଙ୍କ ଜୋରଦାର ନିର୍ବାଚନ ପ୍ରଚାର: ଓଡିଶାରେ ଗୋଟିଏ ଇଞ୍ଜିନ, ସେ ହେଉଛି ନବୀନ ଇଞ୍ଜିନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୫ : ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଆଜି ବାଲିଗୁଡା ଠାରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଜୋରଦାର ପ୍ରଚାର କରି ସେମାନଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଅନୁରୋଧ କରିଛନ୍ତି। କନ୍ଧମାଳ ସାଂସଦ ପ୍ରାର୍ଥୀ ଡକ୍ଟର ଅଚ୍ୟୁତ ସାମନ୍ତ ଏବଂ ବାଲିଗୁଡା ବିଧାନସଭା ପ୍ରାର୍ଥୀ ଶ୍ରୀ ଚକ୍ରମଣି କହଁରଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ବିଜୟୀ କରିବାକୁ କହିଛନ୍ତି।ବିରୋଧୀ ଦଳଙ୍କୁ ସିଧା ସଳଖ ଆକ୍ରମଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା ,୧/୫: ଦ୍ଵିତୀୟ ପର୍ଯ୍ୟାୟ ର ପଞ୍ଚମ ଦିନରେ ତିନି ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଥିଲେ । ପ୍ରବଳ ରୌଦ୍ରତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଶୋଭାଯାତ୍ରା ଓ ପଟୁଆର କରି କନ୍ଧମାଳ ଜିଲ୍ଲା ଜି ଉଦୟଗିରୀ ବିଧାନସଭା ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ପ୍ରଫୁଲ ଚନ୍ଦ୍ର ପ୍ରଧାନ, ଆମ ଆଦମୀ ପାର୍ଟି ପକ୍ଷରୁ ଯୌବନ ମଲ୍ଲିକ ଓ ବହୁଜନ ମୁକ୍ତି ପାର୍ଟି ପକ୍ଷରୁ ପ୍ରଦୀପ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୪: ପ୍ରବଳ ରୌଦ୍ର ତାପ ସତ୍ବେ ହଜାର ହଜାର ସମର୍ଥକଙ୍କ ଗହଣ ରେ ଏକ ବିରାଟ ଶୋଭାଯାତ୍ରା ଓ ପଟୁଆର ରେ ଆସି କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥୀ ଚକ୍ରମଣି କହଁର ନାମାଙ୍କନ ପତ୍ର ଦାଖଲ କରିଛନ୍ତି ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ବିଜୁ ଜନତା ଦଳ ନିକଟସ୍ଥ ଅସ୍ଥାୟୀ କାର୍ଯ୍ୟାଳୟ ଠାରୁ ପାରମ୍ପରିକ ନୃତ୍ୟ ,ବାଦ୍ୟ ଯନ୍ତ୍ର ତାଳେ ତାଳେ ବାଲିଗୁଡା ,କ.ନୂଆଗାଁ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨୭/୪: ସାଧାରଣ ନିର୍ବାଚନ ପାଇଁ ଅନେକ ସ୍ଥାନରେ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କରିବା ସହ ନିଜ ଦଳ ସପକ୍ଷରେ ଭୋଟରଙ୍କୁ ମନାଉଛନ୍ତି ।କନ୍ଧମାଳ ଜିଲାରେ କଂଗ୍ରେସ ସ୍ଥିତି ମଜବୁତ କରିବାକୁ ଚେଷ୍ଟା କରୁଥିବା ବେଳେ ଦଳ ଭିତରେ ରହି ଦଳ ବିରୋଧି କାର୍ଯ୍ୟ କରିବା ବିଷୟ ପଦାକୁ ଆସିଛି । ପଦବୀ ରହି ଦଳ ବିରୋଧି କାର୍ଯ୍ୟ କରୁଥିବାରୁ ଜିଲା କଂଗ୍ରେସ ସଭାପତି ଚନ୍ଦ୍ରଶେଖର ପରିଡା କାର୍ଯ୍ୟାନୁଷ୍ଠାନ ଆରମ୍ଭ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୪-; ବାଲିଗୁଡା ଉପଖଣ୍ଡ ପ୍ରଶାସନ ଦ୍ୱାରା ମହ୍ଲାର କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି । ସକାଳୁ ଉଲ୍ଲାସ କାର୍ଯ୍ୟକ୍ରମ ଉପଜିଲ୍ଲାପାଳ କାର୍ଯ୍ୟାଲୟ ପରିସରରେ ଅନୁଷ୍ଠିତ ହୋଇଥିଲା,ଏଥିରେ ବରିଷ୍ଠ ନାଗରିକ ମାନଙ୍କ ପ୍ରତିଯୋଗିତା କରି ଭୋଟ ସଚେତନତା କରାଯାଇଛି ।ସଂନ୍ଧ୍ୟା ସମୟରେ ବସଷ୍ଟାଣ୍ଡ ନିକଟରୁ ଏକ ସଚେତନତା ଶୋଭାଯାତ୍ରା ହୋଇଥିଲା ଏଥିରେ ହାତରେ ପ୍ଲାକାର୍ଡ ଧରି ସଚେତନତା କରାଇଥିଲେ । ସଂନ୍ଧ୍ୟା Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୪: : କନ୍ଧମାଳ ଜିଲ୍ଲା ବାଲିଗୁଡା ବିଧାନସଭା ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ସରଗରମ ହୋଇ ଉଠିଲାଣି ।ଅନ୍ୟ ନିର୍ବାଚନ ମଣ୍ଡଳୀ ଅପେକ୍ଷା ଏହି ନିର୍ବାଚନ ମଣ୍ଡଳୀ ରେ ରାଜନୀତି ଗଣିତ କିଛି ଅଲଗା ରହିଥାଏ । ଚଳିତ ନିର୍ବାଚନରେ ବିଜେଡି ,ବିଜେପି ଓ କଂଗ୍ରେସ ତିନି ପ୍ରମୁଖ ଦଳ ନିଜନିଜ ପ୍ରାର୍ଥୀ ଘୋଷଣା କରି ସାରିଛନ୍ତି ।କିନ୍ତୁ ନାମାଙ୍କନ ଶେଷ ପର୍ଯ୍ୟନ୍ତ ଏଠାରେ ଟିକଟ କାହାର ରହିବ କାହାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା । ବାଲିଗୁଡା ଥାନା ଗଦ୍ରିଙ୍ଗିଆ ଘାଟି ନିକଟସ୍ଥ ଇର୍ପିଗୁଡା ଜଙ୍ଗଲରୁ ୪ କୋଟି ଟଙ୍କାରୁ ଉର୍ଦ୍ଧ୍ବ ମୂଲ୍ୟର ବେଆଇନ୍ ଗଞ୍ଜେଇ ଜବତ କରିଛି ବାଲିଗୁଡ଼ା ପୋଲିସ।ଘଟଣା ସ୍ଥଳରୁ ୪୦ କ୍ବିଣ୍ଟାଲ୍ ୬୫୦ ଗ୍ରାମ୍ ଗଞ୍ଜେଇ ସହ ୫ଟି ଦେଶୀ ବନ୍ଧୁକ ଜବତ ହୋଇଥିବା ବେଳେ କାହାକୁ ଗିରଫ କରିବାରେ ସକ୍ଷମ ହୋଇନଥିବା ଜଣାପଡ଼ିଛି ।ପ୍ରକାରେ ସାଧାରଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୧/୪: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ଜାଗାବାଡ଼ିକୁ ନେଇ ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ସଙ୍ଘର୍ଷ । ଗୋଟିଏ ଗୋଷ୍ଠୀ ଅନ୍ୟ ଗୋଷ୍ଠୀକୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି ।ଗୋଷ୍ଠୀ ସଙ୍ଘର୍ଷରେ ୬ ଜଣ ଗୁରୁତର ଆହାତ ହୋଇଥିବା ବେଳେ ସମସ୍ତଙ୍କୁ ପ୍ରଥମେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ ସମ୍ପର୍କୀୟ ଲୋକେ ।ପ୍ରାଥମିକ ଚିକିତ୍ସା ପରେ ଦୁଇଜଣ ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର Continue Reading