ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ,୨୧/୪: କନ୍ଧମାଳ ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳ ଆଶିଷ ଈଶ୍ୱର ପାଟିଲ୍ ସଦଦ୍ଭାବନା ସଭାଗୃହରେ ଆଗାମୀ ଏକକାଳୀନ ସାଧାରଣ ନିର୍ବାଚନ-୨୦୨୪ ପାଇଁ ଜିଲାର ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି।ଚଳିତ ବର୍ଷର ସାଧାରଣ ନିର୍ବାଚନର ସୁପରିଚାଳନା ପାଇଁ ଆବଶ୍ୟକ ଗାଡ଼ି ଉପରେ ଆଲୋଚନା କରାଯାଇଥିଲା। ଜିଲା ଭିତରୁ ଏବଂ ଜିଲା ବାହାରୁ କେତେ ସଂଖ୍ୟକ ଗାଡ଼ି ଅଣାଯିବ ଏବଂ ସେଥିପାଇଁ ଆବଶ୍ୟକ ଇନ୍ଧନ ଶୁକ୍ଲ, Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଚଳିତ ମାସ ୦୧ ତାରିଖ ଠାରୁ ଆରମ୍ଭ ହୋଇଥିବା ୧୩ ଦିନିଆ ମାସନ୍ତ ମେରୁ ଦଣ୍ଡଯାତ୍ରା ଶନିବାର ଅପରାହ୍ନରେ ଉଦଯାପିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ାର ମେରୁ ଯାତ୍ରା ସ୍ଥାନୀୟ ମା\’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ହୋଇଥିବା ବେଳେ ବାଟାଗୁଡା, ବାରଖମା, ମୋହନଗିରୀ, କତେରୀଭଟ୍ଟା, ରେବିଙ୍ଗିଆ, ଡାକା, ବାଲିଗାଡା, ଦାଉଙ୍ଗିଆ, Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଥିବା ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଛାତ୍ର ଛାତ୍ରୀ ମାନଙ୍କୁ ଶୁଦ୍ଧ ପାଣି ଯୋଗାଇବା ନେଇ ଏକ ଆକ୍ଵା ଗାର୍ଡ଼ ପ୍ରଦାନ କରିଛନ୍ତି ରାଷ୍ଟ୍ରୀୟ ସ୍ଵୟଂ ସେବକ ସଂଘ ,ଭୁବନେଶ୍ବର ସ୍ଥିତ ଶ୍ରୀରାମ ପ୍ରଭାତ ଶାଖାର ସ୍ଵୟଂ ସେବକ ତଥା ଇଣ୍ଡିଆନ ବ୍ୟାଙ୍କର ଅବସରପ୍ରାପ୍ତ ସହକାରୀ ଜେନେରାଲ ମ୍ୟାନେଜର ଶିବରାମ ଆଚାରୀ ଓ ତାଙ୍କ ଧର୍ମ ପତ୍ନୀ ଉଷାରାଣୀ ଆଚାରୀ ।ଶୁକ୍ରବାର Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଟାଉନ ସ୍ଥିତ ଗୁଳିମରାପଦା ସାହି ବାସିନ୍ଦାଙ୍କ ସହଯୋଗରେ ପ୍ରଥମ ବାର୍ଷିକ ତ୍ରି ଶମ୍ଭୁ ଦଣ୍ଡର ମହାମିଳନ ସମାରୋହ ବିପୁଳ ଉତ୍ସାହ ଉଦ୍ଦୀପନାର ସହ ଆୟୋଜିତ ହୋଇଯାଇଛି ।ତ୍ରି ଶମ୍ଭୁ ଦଣ୍ଡଯାତ୍ରାର ଏହି ମହାମିଳନକୁ ଦେଖିବା ଲାଗି ବାଲିଗୁଡା ସମେତ ଆଖପାଖ ଅଞ୍ଚଳରୁ ବହୁ ସଂଖ୍ୟାରେ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିଲା । ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ସକାଳେ ସାହିର ମହାମାୟୀ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୪: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକର ସିମନବାଡିରେ ସୋମବାର ପଞ୍ଚୁଦଣ୍ଡ ମିଳନ ହେବା ସହ ମଙ୍ଗଳବାର କାର୍ଯ୍ୟକ୍ରମ ଶେଷ ହୋଇଛି। ପ୍ରକାଶ ଯେ, ସକାଳ ୮ଟାରେ ବିଭିନ୍ନ ଅଞ୍ଚଳର ଦଣ୍ଡ ଦଳ ଆସି ସିମନବାଡ଼ିରେ ପହଞ୍ଚି ଥିଲେ। ପୂର୍ବ ନିଦ୍ଧାରିତ ଅନୁସାରେ ଗ୍ରାମବାସୀ ତାଙ୍କୁ ବାଟ ବରଣ କରି ଦୁର୍ଗା ମଣ୍ଡପକୁ ସ୍ବାଗତ କରି ନେଇଥିଲେ।ଦଣ୍ଡ ଦଳ ଦୁର୍ଗାମଣ୍ଡପକୁ ବିରାଟ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୪: କନ୍ଧମାଳ ଜିଲାର ୩ ଟି ବିଧାନସଭା ଆସନରୁ ଫୁଲବାଣୀ ଓ ଘୁ. ଉଦୟଗିରି ଆସନ ପାଇଁ ବିଜେଡି ପ୍ରାର୍ଥୀ ତାଲିକା ପ୍ରକାଶ କରି ସାରିଛି। ହେଲେ ବାଲିଗୁଡା ଆସନକୁ ବିଜେଡି ଏପର୍ଯ୍ୟନ୍ତ ଝୁଲାଇ ରଖିଛି। ଏହାକୁ ନେଇ ଆଶାୟୀମାନେ ଦ୍ୱନ୍ଦ୍ୱରେ ଅଛନ୍ତି।ଜିଲାର ଫୁଲବାଣୀ ଆସନରେ ନୂତନ ମହିଳା ପ୍ରାର୍ଥୀ ଜୟଶ୍ରୀ କହଁରଙ୍କୁ ଦେଇଥିବା ବେଳେ ଘୁ.ଉଦୟଗିରି ଆସନରେ ପୁରୁଣା ପ୍ରାର୍ଥୀ ସାଲୁଗା ପ୍ରଧାନଙ୍କୁ ଦୋହରାଇଛି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୪: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଚଳିତ ମାସ ୦୧ ତାରିଖ ଠାରୁ ୧୩ ତାରିଖ ପର୍ଯ୍ୟନ୍ତ ମା\’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି ।ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ ।ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ସମସ୍ତ ଶିକ୍ଷାନୁଷ୍ଠାନ, ସ୍ୱେଚ୍ଛାସେବୀ ଅନୁଷ୍ଠାନ ଓ ସାଂସ୍କୃତିକ ଅନୁଷ୍ଠାନ ପରିସରରେ ୮୯ ତମ ଉତ୍କଳ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଏ ନେଇ ବାଲିଗୁଡା ବ୍ଲକ ଗୁମାକିଆ ସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟର ପ୍ରଧାନଶିକ୍ଷକ କୈଳାଶ ଚନ୍ଦ୍ର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ପ୍ରଥମେ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା:୩୧/୩: ସାଧାରଣ ନିର୍ବାଚନକୁ ଶାନ୍ତି ଶୃଙ୍ଖଳା ସହ ପରିଚାଳନା କରିବା ପାଇଁ କନ୍ଧମାଳ ଏସପିଙ୍କ ନିର୍ଦେଶ କ୍ରମେ ବାଲିଗୁଡା ପୁଲିସ ପକ୍ଷରୁ ପାଟ୍ରୋଲିଂ କୁ କଡାକଡି କରିବା ସହ ଅବକାରୀ ଚଢାଉ କୁ ମଧ୍ୟ ଜୋରଦାର କରାଯାଇଛି ।ଏହି ଆଧାରରେ ବାଲିଗୁଡା ଥାନା ଅଧିକାରୀ ସୁଶାନ୍ତ ସାହୁଙ୍କ ସହ ଏକ ଟିମ ପାଟ୍ରୋଲିଂ କରୁଥିବା ସମୟ ରେ ଖବର ପାଇ ବାଲିଗୁଡା ଥାନା ଅନ୍ତର୍ଗତ ମୁସୁକୁଲି ଜଙ୍ଗଲ ରାସ୍ତା ପାର୍ଶ୍ଵ ରେ ଚାଲାଣ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୦୧ ତାରିଖ ଠାରୁ୧୩ ତାରିଖ ପର୍ଯ୍ୟନ୍ତ ମା\’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ତମ ବାର୍ଷିକ ତେର ଦଣ୍ଡ ମିଳନ ସମାରୋହ ଏପ୍ରିଲ ୭ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ ।ଏ ନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ Continue Reading