
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୩ : ବିଶିଷ୍ଟ ସ୍ୱାଧିନତା ସଂଗ୍ରାମୀ,ବନବାସୀ ସେବା ସମିତିର ପ୍ରାଣ ପ୍ରତିଷ୍ଠାତା ସ୍ୱର୍ଗତ ବିଶ୍ୱନାଥ ପଟ୍ଟନାୟକଙ୍କ (ଆଜ୍ଞା)ଙ୍କ୧୪ତମ ଶ୍ରାଦ୍ଧ ବାର୍ଷିକ ପାଳନ ହୋଇଯାଇଛି । ଅନୁଷ୍ଠାନର ସଭାଗୃହ ଠାରେ ଏକ ସବା ଅନୁଷ୍ଠିତ ହୋଇଥିଲା ।ଏଥିରେ ମୁଖ୍ୟ ଅତିଥୀ ଭାବେ ସରୋଜବାଳା ଆଚାର୍ଯ୍ୟ ,ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଯୋଗଦେଇଥିବା ବେଳେ ମୁଖ୍ୟ ବକ୍ତା ଭାବେ ଅଧ୍ୟାପକ ଡଃ ବିଭୁତି ଭୁଷଣ ଆଚାର୍ଯ୍ୟ,ସମ୍ମାନିତ Continue Reading