
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ମୋ ସ୍କୁଲ ଅଭିଯାନ ଆନୁକୂଲ୍ୟରେ ପୁରାତନ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହେବା ସହ ମାନପତ୍ର ପ୍ରଦାନ କରାଯାଇଥିଲା ।କାର୍ଯ୍ୟକ୍ରମ ପ୍ରାରମ୍ଭରେ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଂଯୁକ୍ତା ପୂଜାରୀ ଅତିଥି ଭାବେ ଯୋଗ ଦେଇ ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷ୍ପ Continue Reading