Home Posts tagged baliguda (Page 16)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨:କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ବିଦ୍ୟାଦାତ୍ରୀ ଶ୍ରୀ ଶ୍ରୀ ଶ୍ରୀ ମା\’ସରସ୍ବତୀ ଦେବୀ ଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର‌୍ୟ୍ୟକ୍ରମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗିବାଡ଼ି ଥାନା ଅଧୀନ ଦାସିଙ୍ଗବାଡ଼ିରେ ଏସ୍ଟିଏଫ୍ ପକ୍ଷରୁ ଚଢ଼ଉ କରାଯାଇ ଗୋଟିଏ ଚିତାବାଘ ଛାଲ ସହିତ ଗୋଟିଏ ଦେଶୀବନ୍ଧୁକ ଜବତ କରାଯାଇଛି। ଘଟଣାରେ ଦାରିଙ୍ଗବାଡି ଥାନା ଅଧୀନ ଗୋହିବାଡ଼ିର ଘନେଶ୍ବର ପ୍ରଧାନ (୩୫) ଙ୍କୁ ଗିରଫ କରାଯାଇଛି। ଘନେଶ୍ବର ନିକଟରେ ବାଘଛାଲ ଓ ବନ୍ଧୁକ ଥିବା ନେଇ ଏସ୍ଟିଏଫ୍ ଟିମ୍ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ଉ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏସଡିଜେଏମ କୋର୍ଟ ଏକ ୧୯ ବର୍ଷୀୟା ଯୁବତୀକୁ ଦୁଷ୍କର୍ମ ହୋଇଥିବା ମାମଲାର ବିଚାର କରି ଦୁଷ୍କର୍ମକାରୀ ଯୁବକ ବୁନୁ ଦିଗାଲ କୁ ବିଭିନ୍ନ ଦଫାରେ ୪ବର୍ଷ ୧୦ ମାସ ସଶ୍ରମ କାରାଦଣ୍ଡା ଦେଶ ସହିତ ୩ ହଜାର ୫୦୦ ଟଙ୍କା ଜରିମାନା ଶୁଣାଣି କରି କୋର୍ଟ ନିଜ ରାୟରେ ଉଲ୍ଲେଖ କରିଛନ୍ତି। ଘଟଣାରୁ ପ୍ରକାଶ, ଗତ ୨୦୨୩ ମସିହା ସେପ୍ଟେମ୍ବର ମାସ ୨୯ ତାରିଖ ଦିନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଖେମୁଣ୍ଡୀଗଡ ରେ କନ୍ଧକୁମ୍ଭାର ସମାଜ ସାଧାରଣ ଅଧିବେଶନ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଚାରିଗଡ ର ମୂଖ୍ୟ କାର୍ଯ୍ୟକର୍ତ୍ତା ସମେତ ବହୁ କନ୍ଧ କୁମ୍ଭାର ଭାଇ ଭଉଣୀ ମାନେ ଯୋଗ ଦେଇଥିଲେ ।ସର୍ବ ପ୍ରଥମେ କନ୍ଧ କୁମ୍ଭାର ସମାଜ ର କୁଳ ଦେବୀ ଗଙ୍ଗା ମାତା ଓ ମା ‘ ପାଟ୍ଟଖଣ୍ଡା ଙ୍କୁ ପୂଜାର୍ଚ୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ କରାଯାଇଥିଲା । କନ୍ଧ କୁମ୍ଭାର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ାର ବହୁ ପୁରାତନ ପ୍ରତ୍ୟକ୍ଷ ଦେବୀ ମାଁ ବରାଳ ଦେବୀଙ୍କ ମନ୍ଦିର ପ୍ରତିଷ୍ଠା ନିମନ୍ତେ ସୋମବାର ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି ।ଦୀର୍ଘ ଦିନରୁ ମନ୍ଦିର ନିର୍ମାଣ ହୋଇଛି ସତ କିନ୍ତୁ ଏଯାବତ୍ ମନ୍ଦିର ପ୍ରତିଷ୍ଠା ହୋଇପାରିନଥିଲା । ଏଣୁ ବାଲିଗୁଡ଼ା ସାଂସଦ ପ୍ରତିନିଧି ତଥା ନିର୍ବାଚନ ମଣ୍ଡଳୀର ସଂଯୋଜକ ଟୁନା ଦାସ ମାଁ ଙ୍କ ମନ୍ଦିର ପ୍ରତିଷ୍ଠା କରିବା ପାଇଁ ଆଗ୍ରହ ପ୍ରକାଶ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୫/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ ଅନ୍ତର୍ଗତ ସୁଡ୍ରା ସରକାରୀ ଉଚ୍ଚ ବିଦ୍ୟାଳୟ ର ଷଷ୍ଠ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଶିକ୍ଷୟତ୍ରୀ ସ୍ମିତାରାଣୀ ସାହୁ ସଭା ପରିଚାଳନା କରିଥିବା ବେଳେ ଏଥିରେ ମୁଖ୍ୟ ଅତିଥି ଭାବେ ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା, ସମ୍ମାନିତ ଅତିଥି ଭାବେ ବାଲିଗୁଡା ଅତିରିକ୍ତ ମଙ୍ଗଳ ଅଧିକାରୀ ବିଭୀଷଣ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ସାଇ ହୋଟେଲ ମ୍ୟାନେଜମେଣ୍ଟ ଇନିଷ୍ଟି ଚ୍ୟୁଟରେ ରବିବାର ମଧୁସୂଦନ ଦାସଙ୍କ ଶ୍ରାଦ୍ଧବାର୍ଷିକୀ ପାଳିତ ହୋଇଯାଇଛି।ଉକ୍ତ ସଭାରେ ବାଲିଗୁଡ଼ା ଶାଳବଣ ସାହିତ୍ୟ ସଂସଦ ସଭାପତି ଡ଼.ମଧୁସୂଦନ ମହାପାତ୍ର ସଭାପତିତ୍ବ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଉତ୍କଳ ସମ୍ମିଳନୀ କନ୍ଧମାଳ ଶାଖାର ସଭାପତି କୌଶିକ ସାହୁ, ମୁଖ୍ୟବକ୍ତା ଭାବେ ସ୍ଥାନୀୟ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ Continue Reading
Odisha News
ବାଲିଗୁଡ଼ା, ୪/୨: କନ୍ଧମାଳ ଜିଲ୍ଲାରେ ପୁଣି ପୁଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଆଜି ସକାଳେ ବାଲିଗୁଡ଼ା ଥାନା ଅନ୍ତର୍ଗତ ବାରଖମା ନିକଟସ୍ଥ କାମ୍ବେରିକିଆ ଜଙ୍ଗଲରେ ସୁରକ୍ଷା କର୍ମୀ ଓ ମାଓବାଦୀ ମୁହାଁମୁହିଁ ହେବା ପରେ ଜଣେ ମାଓବାଦୀ ନିହତ ହୋଇଥିବାର ଖବର ମିଳିଛି। ଏଠାରେ ମାଓ ଶିବିର ଧ୍ବଂସ ହୋଇଛି।ପୁଲିସ-ମାଓବାଦୀ ମଧ୍ୟରେ ଘମାଘୋଟ ଗୁଳି ବିନିମୟ ହୋଇଥିଲା। ମାଓବାଦୀଙ୍କ ପକ୍ଷରୁ ପ୍ରଥମେ ଗୁଳିଚାଳନା ହୋଇଥିବା ବେଳେ ଏଥିରେ ଜଣେ Continue Reading
Odisha News
ବାଲିଗୁଡ଼ା, ୩/୨:ପ୍ରଥମ ବିଶ୍ଵ ଓଡ଼ିଆ ଭାଷା ସମ୍ମିଳନୀ ଆୟୋଜନ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି କାର୍ଯ୍ୟାଳୟ ପରିସରରେ ସମୂହ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ଗାନ କରାଯାଇଛି ।ଏହି ଅବସରରେ ବିଧାୟକ ଚକ୍ରମଣି କହଁର, ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଲ୍ଲିକ, ସାଂସଦ ପ୍ରତିନିଧି ଟୁନା ଦାସ, ଉପଜିଲ୍ଲାପାଳ ଡ଼.ରୀନା ପ୍ରଧାନ,ଏନ୍ଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ ଓ ଉପାଧ୍ୟକ୍ଷ ଶାନ୍ତିଲତା ନାୟକଙ୍କ ସମେତ ସମସ୍ତ ଓ୍ବାର୍ଡ କାଉନସିଲର ଏବଂ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨/୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟ ରେ ଭିଡ଼ିଓ କନଫରେନ୍ସ ଜରିଆରେ ଡାଇଲିସିସ ସେଣ୍ଟର ର ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।ଏହି ଲୋକାର୍ପଣ କାର‌୍ୟ୍ୟକ୍ରମରେ ବାଲିଗୁଡା ବିଧାୟକ ଚକ୍ରମଣୀ କହଁର,ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ,ବାଲିଗୁଡା ଏନ.ଏ.ସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ, ବାଲିଗୁଡା ଉପଖଣ୍ଡ ଚିକିତ୍ସାଳୟର ଅଧ୍ୟକ୍ଷ ଶ୍ରବଣ ସାହୁକାର ଙ୍କ Continue Reading