ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଦ୍ଵାଦଶ ଶ୍ରେଣୀ ଛାତ୍ର ଛାତ୍ରୀମାନେ ନୂଆ ଓ ନବୀନ ଓଡ଼ିଶା ସାଂସ୍କୃତିକ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଉପଖଣ୍ଡ ସୂଚନା ଓ ଲୋକସଂପର୍କ ଅଧିକାରୀ ପ୍ରହ୍ଲାଦ ଖୋସ୍ଲା ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରି ଥିବା ବେଳେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ସମନ୍ଵୟ ଅଧିକାରୀ Continue Reading
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡ଼ା,୧୪/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡ ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡାଙ୍କ ଅଧ୍ୟକ୍ଷତାରେ ବନାଗ୍ନି ନିରାକରଣ ପ୍ରାରମ୍ଭିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଆଗକୁ ଗ୍ରୀଷ୍ମ ଋତୁ ଆସୁଥିବା ବେଳେ ପ୍ରତିବର୍ଷ ଭଳି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବନଖଣ୍ଡରେ ବିଭିନ୍ନ କାରଣରୁ ଜଙ୍ଗଲରେ ନିଆଁ ଲାଗିଥାଏ ।ସେଥି ମଧ୍ୟରୁ ମୁଖ୍ୟତଃ ବାଲିଗୁଡ଼ା ବନଖଣ୍ଡର ବିଭିନ୍ନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧୨: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଡି /୧୨୭ ବାଟାଲିୟନ ଦ୍ୱାରା ବେଲଘର ଥାନା ଅନ୍ତର୍ଗତ ଭଣ୍ଡରଙ୍ଗୀ ପଞ୍ଚାୟତରେ ଏକ ଜନସମ୍ପର୍କ ଶିବିର ଆୟୋଜିତ ହୋଇଯାଇଛି ।ଭଣ୍ଡରଙ୍ଗୀ ନିକଟସ୍ଥ ଗୋଛାଗୁରା, ନବଗାଁ, ଶିରକି, ସାରଳା ଘାଟି ଓ ମାରଦିଘାଟି ଗାଁର ୪୦୦ ରୁ ଅଧିକ ଗରିବ ପରିବାର ଲୋକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ଥାନା ମାଦାଙ୍ଗୀ ଗାଁ ନିକଟରେ ଦୀର୍ଘ ଦିନ ହେଲା ରହିଆସୁଥିବା ଏକ ଜାଗା କୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁ ମୁହିଁ ଗଣ୍ଡଗୋଳ ହୋଇଥିବା ଜଣାପଡିଛି । ଏ ନେଇ କୋଟଗଡ ଥାନାରେ ଦୁଇଟି ପୃଥକ ପୃଥକ ମାମଲା ରୁଜୁ ହୋଇଛି ।ଘଟଣାରୁ ପ୍ରକାଶ ଯେ କୋଟଗଡ ତହସିଲ ଅନ୍ତର୍ଗତ ମାଦାଙ୍ଗୀ ଗାଁ ନିକଟ ଏକ ଖାଲି ସ୍ଥାନ ରେ ଦୀର୍ଘ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୯/୧୨: ଭାରତ ସରକାର, ଗୃହ ମନ୍ତ୍ରଣାଳୟ ଦ୍ୱାରା ପରିଚାଳିତ ମାନବିକ ନାଗରିକ ଆର୍ଥିକ ସହାୟତା ଯୋଜନା ଅଧୀନରେ କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସିଆରପିଏଫ ଜି/୧୨୭ ବାଟାଲିୟନ ଦ୍ୱାରା ଏକ ଜନସମ୍ପର୍କ ଶିବିର ବେଲଘର ପଞ୍ଚାୟତରେ ଆୟୋଜିତ ହୋଇଯାଇଛି ।ବେଲଘର ନିକଟସ୍ଥ ସରଦପୁର, ମେଣ୍ଡାବାରୁ, ବେଲାସାରଦା, କରଜାଣ୍ଡି, ଜାଜୋଙ୍ଗୀ ଏବଂ ଝିରିପାଣି ଗାଁର ୫୦୦ ରୁ ଅଧିକ ଗରିବ ପରିବାର ଲୋକ ମାନଙ୍କୁ ମାଗଣା ଔଷଧ ଓ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୧୨: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଖାଦ୍ୟର ମାନ ଯାଞ୍ଚ ସହ ପର୍ଯ୍ୟ ଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ପାତ୍ର, ତହସିଲଦାର ଶରତ ଶବର ଓ ବିଡ଼ିଓ ଗଦାଧର ପାତ୍ର ମିଳିତ ଚଢଉ କରିଥିଲେ ।ଏହି ଚଢ଼ଉରେ ଜମି ପଟ୍ଟା, ଏନଓସି ସାର୍ଟିଫିକେଟ, ଖାଦ୍ୟ ସୁରକ୍ଷା ସାର୍ଟିଫିକେଟ, ଅଗ୍ନି ସୁରକ୍ଷା ସାର୍ଟିଫିକେଟ, ହୋଟେଲ ରେଜିଷ୍ଟ୍ର ଯାଞ୍ଚ ସହ ଅନ୍ୟାନ୍ୟ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ବନ୍ଧସାହି ରେ ଗତ ୨୦୧୪ ମସିହାରେ ଏକ ଯୌତୁକ ନିର୍ଯ୍ୟାତନା ଅଭିଯୋଗରେ ବୋହୁ କୁ ପୋଡି ମାରି ଦେଇଥିବା ଅଭିଯୋଗରେ ସପରିବାର ଗିରଫ ହୋଇ ଜେଲ ଯାଇଥିଲେ । ଉକ୍ତ ଘଟଣାରେ ସପରିବାର ନିର୍ଦୋଷରେ ଖଲାସ ହୋଇଥିବା ଜଣାପଡିଛି ।ଘଟଣାରୁ ପ୍ରକାଶ ଯେ, ଗତ ୨୦୧୪ ମସିହା ଅକଟୋବର ମାସ ୨୫ ତାରିଖ ଦିନ ବନ୍ଧସାହି ସ୍ଥିତ ଅରୁଣ ମହାରଣାଙ୍କ ସ୍ତ୍ରୀ ଉର୍ମିଳା ମହାରଣା ପୋଡି ହୋଇ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଏନଏସି ଅଧ୍ୟକ୍ଷା ପଦ ପାଇଁ ବୁଧବାର ଉପ ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ଗୁରୁବାର ଉପନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଶାସକ ବିଜେଡି ଦଳର ବାଜିମାତ ହୋଇଥିବା ଜଣାପଡିଛି।ବିବରଣୀରୁ ପ୍ରକାଶ ଯେ ୩ ପ୍ରମୁଖ ଦଳର ପ୍ରାର୍ଥୀନୀ ମଧ୍ୟରେବିଜେଡି ଦଳରୁ ଦେବସ୍ମିତା ଶତପଥି ମୋଟ ୩୧୧୧ ଭୋଟ ପାଇଥିବା ବେଳେ, ବିରୋଧୀ ବିଜେପି ପକ୍ଷରୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୯/୧୧: କନ୍ଧମାଳ ଜିଲାରେ ଅନେକ ସମୟରେ ଅତି ଭଲ ପନିପରିବା ଚାଷ ହୋଇଥାଏ। ଜିଲାର ଦାରିଙ୍ଗବାଡିରେ ବନ୍ଧା ଓ ଫୁଲ କୋବି ସହ ବିନ୍, ଟମାଟୋ, କଞ୍ଚାଲଙ୍କା, ଦେଶୀଆଳୁ ଆଦି ବହୁଳ ପରିମାଣରେ ଚାଷ କରାଯାଇଥାଏ। ହେଲେ ଅନେକ ସମୟରେ ଏହି ଚାଷ କରିବାକୁ ଇଚ୍ଛା ରଖିଥିବା ଚାଷୀ ପାଣିର ଅଭାବ ହେଲେ ଚାଷ କରିବା ବାଧାପ୍ରାପ୍ତ ହୁଏ।ପାଣିର ଅଭାବ ସତ୍ତ୍ୱେ ଅନେକ ଚାଷୀ ପାଣି ଯୋଗାଡ଼ କରି ପନିପରିବା ଚାଷ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଗୁଳିମରା ସାହିର ମହାମାୟୀ କବାଡି କ୍ଳବ୍ ଓ ଗ୍ରାମ୍ୟ କମିଟି ର ମିଳିତ ସହଯୋଗ ରେ ଆୟୋଜିତ ଜିଲ୍ଲା ସ୍ତରୀୟ କବାଡି ପ୍ରତିଯୋଗୀତା ଉଦଯାପିତ ହୋଇ ଯାଇଛି।ମହାମାୟୀ କବାଡି କ୍ଳବ୍ ର ମୂଖ୍ୟ ସୁବାଷ ଚନ୍ଦ୍ର ପାତ୍ର, ଦଣ୍ଡପାଣି ବେହେରା, ଭୀମସେନ ବିନ୍ଧାଣି ଙ୍କ ନେତୃତ୍ବ ରେ ଆୟୋଜିତ ଏହି କବାଡି ପ୍ରତିଯୋଗୀତା ରେ ସମୁଦାୟ ୨୪ ଟି ଦଳ ଅଂଶ ଗ୍ରହଣ କରିଥିଲେ।୨୪ ଟି ଦଳ […]Continue Reading