Home Posts tagged baliguda (Page 26)
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୯:କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁପଟ୍ଟନାୟକ ମିନି ଷ୍ଟାଡିୟମ ପରିସରରେ ବାଲିଗୁଡା ବ୍ଲକ ସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡାବିତ ଚୟନ କାର୍ଯ୍ୟକ୍ରମ ୧୧ ଓ ୧୨ ତାରିଖ ଦୁଇଦିନ ଧରି ଅନୁଷ୍ଠିତ ହେବା ପରେ ଉଦଯାପିତ ହୋଇଯାଇଛି ।ଏହି ପ୍ରତିଯୋଗିତାରେ ୧୪ ରୁ ୧୭ ବର୍ଷ ବର୍ଗ ର ଛାତ୍ର ଛାତ୍ରୀ ମାନେ ଅଂଶଗ୍ରହଣ କରି ନିଜ ନିଜର ଖେଳ ପ୍ରଦର୍ଶନ କରିଥିଲେ।ଏଥିରେ ପ୍ରଥମ ଦିବସ ରେ ମୁଖ୍ୟ ଅତିଥି ଭାବେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୯: ଚଳିତ ମାସ ୧୯ ତାରିଖ ଦିନ ଗଣେଷ ପୂଜା ହେଉଥିବାରୁ ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡାର ସମସ୍ତଙ୍କ ଠାରୁ ନିରପେକ୍ଷ ଭାବେ ବେଶ ପରିଚିତ”ଫ୍ରେଣ୍ଡସ ଗ୍ରୁପ” ତରଫରୁ ମା ‘ପାଟଖଣ୍ଡାଙ୍କ ମନ୍ଦିର ନିକଟରେ ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ଗ୍ରୁପ ତରଫରୁ ଏକ ନିଆରା ଢଙ୍ଗରେ ଷଷ୍ଠ ବାର୍ଷିକ ଗଣେଷ ପୂଜା ଉତ୍ସବ ମହାସମାରୋହରେ ପାଳନ କରିବା ପାଇଁ ଯଥା ରୀତିନୀତି ଅନୁସାରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ବନବାସୀ ସେବା ସମିତିର ମହିଳା ହକି ଟିମ ରାଜ୍ୟସ୍ତରକୁ ମନୋନୀତ ହୋଇଥିବା ଜଣାପଡିଛି ।ଏହି ପରିପ୍ରେକ୍ଷୀରେ ଅନୁଷ୍ଠାନର କ୍ରୀଡା ଶିକ୍ଷକ ହେମନ୍ତ କୁମାର ପାତ୍ର ଓ ମହିଳା କ୍ରୀଡା ପ୍ରଶିକ୍ଷକ ସନ୍ଧ୍ୟାରାଣୀ ଶବର ଙ୍କ ନେତୃତ୍ୱରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ ରେ ଆୟୋଜିତ ହେବାକୁ ଥିବା ରାଜ୍ୟ ସ୍ତରୀୟ ହକି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୭/୯: ପୋଲରୁ ନଦୀ ଗର୍ଭରେ ପଡ଼ି ବ୍ୟକ୍ତି ନିଖୋଜ । ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଲଣ୍ଡାଗାଁ ପଞ୍ଚାୟତର ମୁଠାବାଲି ଅଞ୍ଚଳରେ ।ନିଖୋଜ ବ୍ୟକ୍ତି କର୍ଣ୍ଣିବେଡ଼ା ଗ୍ରାମର ଚୈତନ୍ୟ ନାୟକ (ହଜୁ)ବୟସ ୪୮ ହୋଇଥିବା ସୂଚନା । ଘଟଣା ପ୍ରକାରେ ଚୈତନ୍ୟ ଜନ୍ମାଷ୍ଟମୀ ଅବସରରେ ନିଜ ଶ୍ବଶୁର ଘର ମୁଠାବାଲି ଗ୍ରାମକୁ ବୁଲିବାକୁ ଆସିଥିଲେ ।ଗୁରୁବାର ଦିନ ସକାଳେ ନିଜ ଗ୍ରାମକୁ ଫେରିବା ସମୟରେ ନିଶାସକ୍ତ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ପାଟ୍ଟଖଣ୍ଡା ପବ୍ଲିକ ସ୍କୁଲ ପରିସରରେ ଭାରତର ଦ୍ୱିତୀୟ ରାଷ୍ଟ୍ରପତି, ରାଷ୍ଟ୍ରନୀତିଜ୍ଞ ତଥା ଶିକ୍ଷାବିତ ସର୍ବପଲ୍ଲୀ ଡ଼.ରାଧା କ୍ରିଷ୍ଣାନଙ୍କ ୧୩୫ ତମ ଜୟନ୍ତୀ ଅବସରରେ ଗୁରୁଦିବସ ମହା ସମାରୋହରେ ପାଳିତ ହୋଇଯାଇଛି ।ଉକ୍ତ ଉତ୍ସବରେ ବିଦ୍ୟାଳୟର ଅଧ୍ୟକ୍ଷ କୃଷ୍ଣ ଚନ୍ଦ୍ର ମହାପାତ୍ର ରାଧା କ୍ରିଷ୍ଣାନଙ୍କ ଫୋଟୋ ଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା ,୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଠାରେ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଶନିବାର ୨ ତାରିଖ ଦିନ ୧୧ଟା ସମୟ ରେ ସ୍ଥାନୀୟ ସଭାଗୃହ ଠାରେ ଏକ ବିରାଟ ଜନ ଜାଗରଣ ସଭା ସହ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହେବ।କେନ୍ଦ୍ର ରେ ବିଜେପି ନେତୃତ୍ଵାଧୀନ ସରକାର ଓ ରାଜ୍ୟ ରେ ବିଜେଡି ସରକାରଙ୍କ ଭ୍ରଷ୍ଟାଚାର ଓ ଏକଛତ୍ର ବାଦ ବିରୋଧ ରେ ଏକତ୍ରିତ ହେବା ଜନ ଜାଗରଣ କରିବା କଂଗ୍ରେସ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ବିଜ୍ଞାପିତ ଅଂଚଳ ପରିଷଦ ତରଫରୁ ସ୍ୱାୟତ୍ତ ଶାସନ ଦିବସ ମହା ଆଡମ୍ବର ସହକାରେ ପାଳିତ ହୋଇ ଯାଇଛି ।ଉତ୍ସବରେ କନ୍ଧମାଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ତଥା ସ୍ଥାନୀୟ ବିଧାୟକ ଚକ୍ରମଣି କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ବାଲିଗୁଡା ଉପ ଜିଲ୍ଲାପାଳ ତଥା ବିଜ୍ଞାପିତ ଅଂଚଳ ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀମତୀ ମଧୁମିତା, ସାଂସଦ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୯/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ବାଟାଗୁଡ଼ା ସରକାରୀ ଆଶ୍ରମ ବିଦ୍ୟାଳୟର ଷଷ୍ଠ ଶ୍ରେଣୀ ଛାତ୍ର ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା । ନ୍ୟାୟ ଦାବିରେ ସ୍କୁଲ୍ ସମ୍ମୁଖ ୫୯ ନଂ ଜାତୀୟ ରାଜପଥ ଅବରୋଧ କଲେ ଉତ୍ୟକ୍ତ ଲୋକେ । ପ୍ରଧାନ ଶିକ୍ଷୟିତ୍ରୀଙ୍କ ଦାୟୀତ୍ବ ହୀନତା ଯୋଗୁଁ ଏଭଳି ଘଟଣା ଘଟିଲା ।ଏଣୁ ମୃତ ଛାତ୍ରଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦାବି ସହ ପ୍ରଧାନ ଶିକ୍ଷୟିତ୍ରୀ, ହଷ୍ଟେଲ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକର କୁଡୁତୁଲି ଛକ ଠାରେ ଥିବା ଏକ ଗ୍ରାହକ ସେବା କେନ୍ଦ୍ରରୁ ଗତ ରାତିରେ ଲକ୍ଷାଧିକ ନଗଦ ଟଙ୍କା ସହିତ ମୋବାଇଲ ଚୋରି ହୋଇ ଥିବା ଜଣାପଡିଛି।କୁଡୁତୁଲି ଜମାପଦରର ପର୍ଶୁରାମ ମଲ୍ଲିକ ଉକ୍ତ ଛକରେ ପବିତ୍ର ଇଣ୍ଟରନେଟ ନାମରେ ଏକ ଦୋକାନ ଖୋଲି ବ୍ୟବସାୟ କରୁଛନ୍ତି । ସବୁ ଦିନ ପରି ଗତ ରାତ୍ରରେ ମଧ୍ୟ ଚାବି ପକାଇ ଯାଇଥିଲେ ।କିନ୍ତୁ ସକାଳୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୬/୮: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ରେ ଥିବା ୧୨୭ ବାଟାଲିୟନ ସିଆରପିଏଫ କ୍ୟାମ୍ପ ରେ ଜଣେ ଯବାନ ଶୁକ୍ରବାର ରାତ୍ର ରେ ଲେଟିନ ମଧ୍ୟ ରେ ବେକରେ ଗାମୁଛା ବାନ୍ଧି ଆତ୍ମହତ୍ୟା କରିଥିବା ଜଣା ପଡିଛି ।ଯବାନ ଜଣକ କେରଳ ରାଜ୍ୟ, କାଟକକାଡା ଥାନା ଅଞ୍ଚଳର ରମେଶ ସିଏଲ ବୋଲି ଜଣାପଡିଛି । ଏ ନେଇ କ୍ୟାମ୍ପ ପକ୍ଷରୁ ବାଲିଗୁଡା ଥାନା ରେ ଏତଲା ଦାୟର କରିଛନ୍ତି ।ଏତଲା କୁ ଭିର୍ତ୍ତି କରି […]Continue Reading