ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପାର୍ଶ୍ଵ ଦେବାଦେବୀଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବ ୫ ଦିନ ଚାଲିବା ପରେ ବୁଧବାର ହଜାର ହଜାର ଶ୍ରଦ୍ଧାଳୁ ଓ ସାଧୁ ସନ୍ଥଙ୍କ ଉପସ୍ଥିତ ରେ ହରେକୃଷ୍ଣ ହରେ ରାମ ଓ ମନ୍ତ୍ର ଧ୍ୱନି ରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଉଠିଥିଲା ।ସକାଳୁ ସୂର୍ଯ୍ୟ ପୂଜା ,ସାଲା ପୂଜା ,ଦେବତା ମାନଙ୍କ ନଗର ଭ୍ରମଣ ,ଘୃତ ଯଜ୍ଞ […]Continue Reading
କନ୍ଧମାଳ ଜିଲ୍ଲାର କଳା ଓ କ୍ରୀଡ଼ା ପ୍ରଶିକ୍ଷକଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ଜିଲ୍ଲା ପ୍ରଶାସନକୁ ଦାବୀ ପତ୍ର ପ୍ରଦାନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୧୯/୧୧ : ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ କ୍ରୀଡ଼ା ଓ କଳା ଶିକ୍ଷାକୁ ବାଧ୍ୟତାମୂଳକ ଶିକ୍ଷା ବ୍ୟବସ୍ଥାରେ ପ୍ରଚଳନ କରିବା ନିମନ୍ତେ ଗତ ୨୦୧୩ ମସିହାରେ ସମସ୍ତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନିଯୁକ୍ତି ପାଇଥିବା ସମସ୍ତ ଅସ୍ଥାୟୀ କଳା ଓ କ୍ରୀଡ଼ା ପ୍ରଶିକ୍ଷକ ମାନଙ୍କୁ ସ୍ଥାୟୀ ନିଯୁକ୍ତି ଦେବାକୁ ଦାବି ହୋଇଛି।ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ଥାୟୀ ନିଯୁକ୍ତି ଦାବିକରି ଓଡ଼ିଶା କଳା ଓ କ୍ରୀଡ଼ା ଶିକ୍ଷକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାର୍ଶ୍ଵ ଦେବାଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିନ ରେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କରିଥିଲେ ।ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ରେ ତାଙ୍କୁ ସ୍ଵାଗତ କରିବା ପରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ନଦିଆ ସଙ୍କୀର୍ତନ ରେ ହରେ କୃଷ୍ଣ ହରେ ରାମ ନାମ ଧରି Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ Continue Reading
ଆମ୍ବ ଟାକୁଆ ଜାଉର ପୁନରାବୃତ୍ତି : ଚାରି ମାସ ହେବ ମିଳିନି ଚାଉଳ: ଖୁର୍ସା, କରଡ଼ି ଓ ମକାରେ ବିତୁଛି ଆଦିବାସୀଙ୍କ ଜୀବନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୧ : ଚାଉଳ ମିଳିବା ରେ ବିଳମ୍ବ ଯୋଗୁଁଁ ପେଟର ଭୋକକୁ ମେଣ୍ଟାଇବା ପାଇଁ ଖୁର୍ସା, କରଡ଼ି, ଜଙ୍ଗଲି କନ୍ଦା ଓ ମକା ଭଳି ଜଙ୍ଗଲ ଜାତ ଦ୍ରବ୍ୟରେ ପୂରୁଛି ପେଟ। ଏଭଳି ଏକ ଘଟଣା ପୁଣି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଳକ ଭଣ୍ଡାରଙ୍ଗୀ ପଞ୍ଚାୟତର ଦୁର୍ଗମ ମାସ୍କାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ, ମାସ୍କାଗୁଡ଼ା ଗ୍ରାମରେ ୧୮ ଆଦିବାସୀ ପରିବାର Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୦ : କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ର ଭଗାମୁଣ୍ଡା ସ୍ଥିତ ମହାମାୟୀ ପୀଠରେ ବିଶ୍ୱ ଶାନ୍ତି ନାମ ଯଜ୍ଞ, ଘୃତଯଜ୍ଞ ଓ ଅନ୍ନଯଜ୍ଞ କାର୍ଯ୍ୟକ୍ରମ ରବିବାର ଉଦଯାପିତ ହୋଇଯାଇଛି । ପ୍ରଥମ ଦିନ ବିଲ୍ଲ ବରଣ, ଅଧିବାସୀ ସହ କଳସ ଯାତ୍ରା ମହା ଆଡମ୍ବର ରେ ହୋଇ ଥିଲା ।ମହାମାୟୀ ମନ୍ଦିର ପରିଚାଳନା କମିଟିର ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଅଷ୍ଟ ପ୍ରହର ନାମଯଜ୍ଞ, ଅନ୍ନ ଯଜ୍ଞ, ଓ ଜ୍ଞାନଯଜ୍ଞ ଅବସରରେ ସକାଳୁ […]Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଖମନଖୋଲ ପଞ୍ଚାୟତରେ ଥିବା ସ୍ବାସ୍ଥ୍ୟକେନ୍ଦ୍ରକୁ ଆମ୍ବୁଲାନ୍ସ ଯୋଗାଇଦେବାକୁ ଦାବି କରିଛନ୍ତି ଅଂଚଳବାସୀ ।ବାଲିଗୁଡା ବ୍ଳକ ତଥା କନ୍ଧମାଳ ଜିଲାର ସୀମାନ୍ତ ପଞ୍ଚାୟତ ହେଉଛି ଖମନଖୋଲ ଓ ଲଣ୍ଡାଗାଁ। ଖମନଖୋଲ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ୩ଟି ପଞ୍ଚାୟତ ବାସୀ ସହ ସୀମାନ୍ତ ଜିଲାର ଗ୍ରାମବାସୀ ନିର୍ଭର କରିଥାନ୍ତି।କିନ୍ତୁ ଏହି ଚିକିତ୍ସାଳୟରୁ ବାଲିଗୁଡା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧୧ : ନିଜ ପାଇଁ ନିଜେ ଅଣ୍ଟା ଭିଡ଼ିଲେ ଗ୍ରାମବାସୀ। ଶହଶହ ମହିଳା ଓ ପୁରୁଷ ଏକତ୍ରିତ ହୋଇ ଶ୍ରମ ଓ ଅର୍ଥଦାନ କରି ରାସ୍ତା ମରାମତି କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ି ପଞ୍ଚାୟତର ଡକରବାଡ଼ି ଗ୍ରାମରେ।ପ୍ରକାଶ ଯେ, ସିମନବାଡ଼ି ପଞ୍ଚାୟତଠାରୁ ମାତ୍ର ୩ କିଲୋମିଟର ଦୂରତାରେ ରହିଛି। ଏହି ଗ୍ରାମ ସେଠାରେ ଶତାଧିକ ପରିବାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୧୧ : ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର ‘ରାଜ୍ୟସ୍ତରୀୟ ଭାଷା ସଂପାନ’ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରାରମ୍ଭରେ ବୈଦିକ ମନ୍ତ୍ରୋଚ୍ଚାରଣ ମଧ୍ୟରେ ଆମନ୍ତ୍ରିତ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଭାଷା ସଂପାନର ଶୁଭାରମ୍ଭ କରିଥିଲେ ।ମହାବିଦ୍ୟାଳୟ ଅଧ୍ୟକ୍ଷ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୧୧: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ମାଣ୍ଡିପଙ୍କା ରେ ଆମ୍ବ ଟାକୁଆ ଖାଇ ୨ ମୃତ ଓ ୬ ଗୁରୁତରଙ୍କୁ ପ୍ରଶାସନ ପକ୍ଷରୁ ସହାୟତା ରାଶି ପ୍ରଦାନ କରାଯାଇଛି।କନ୍ଧମାଳ ଜିଲାପାଳ ଅମ୍ରିତ ଋତୁରାଜଙ୍କ ନିର୍ଦ୍ଦେଶ କ୍ରମେ ଦାରିଙ୍ଗବାଡି ତହସିଲଦାର ଶରତ ଶବର ମାଣ୍ଡିପଙ୍କାରେ ପହଞ୍ଚି ମୃତକଙ୍କ ପରିବାର ଲୋକଙ୍କୁ ୨୦ ହଜାର ଲେଖାଏ ସହାୟତା ରାଶି ପ୍ରଦାନ କରିଥିବା ବେଳେ ଗୁରୁତର Continue Reading