ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୩: ସାରା ରାଜ୍ୟରେ ଡ୍ରାଇଭର ମାନେ ଷ୍ଟିୟରିଂ ଛାଡ ଆନ୍ଦୋଳନ ଡ଼ାକରା ଦେଇଥିବା ବେଳେ ଏହାର ପ୍ରଭାବ କନ୍ଧମାଳ ଜିଲ୍ଲାରେ ମଧ୍ୟ ଦେଖିବାକୁ ମିଳିଛି।ଏ ନେଇ ବାଲିଗୁଡ଼ା ଠାରେ ଡ଼୍ରାଇଭର ମାନେ ଏକତ୍ରିତ ହୋଇ ଗାନ୍ଧୀ ଛକ ଠାରେ ଧାରଣା ଦେଇଛନ୍ତି। ଏଠାରୁ ଜିଲ୍ଲା ଓ ଜିଲ୍ଲା ବାହରକୁ ଯଥା କଟକ, ଭୁବନେଶ୍ୱର, ବ୍ରହ୍ମପୁର, ବୌଦ , ରାୟଗଡ଼ା,କଳାହାଣ୍ଡି ଭଳି ବିଭିନ୍ନ ଅଞ୍ଚଳ କୁ ବେସରକାରୀ ବସ ଚଳାଚଳ ନ କରି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୪/୩:ବେଆଇନ୍ ଗଞ୍ଜେଇ ଚୋରା ଚାଲାଣ ବେଳେ ପୋଲିସ ପକ୍ଷରୁ ଚଢ଼ାଉ । ଗଞ୍ଜେଇ ଭର୍ତ୍ତି ପିକ୍ ଅପ୍ ଭ୍ୟାନକୁ ଜବତ କରିଥିବା ବେଳେ ଘଟଣାରେ ସମ୍ପୃକ୍ତ ଜଣେ ନାବାଳକକୁ ଗିରଫ କରିଛି ପୋଲିସ୍ ।ଅନ୍ୟପଟେ ଘଟଣାସ୍ଥଳରୁ ଅନ୍ୟ ତିନି ଜଣ ମାଫିଆ ଫେରାର୍ ହୋଇଯାଇଥିବା ଜଣାପଡ଼ିଛି । ଘଟଣା ପ୍ରକାରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅଧିକାରୀ ବାବାଶଙ୍କର ସରାଫଙ୍କ ନେତୃତ୍ୱରେ ପୋଲିସ୍ ଟିମ୍ ପେଟ୍ରୋଲିଂ କରୁଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୩/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ରେଞ୍ଜ ଅଧିନସ୍ତ କରଡା ସଂରକ୍ଷିତ ଜଙ୍ଗଲ ର ମଙ୍ଗଳପୁର ନିକଟରେ ଶିକାର ପାଇଁ ତିନିଜଣ ଯାଉଥିବା ସମୟରେ ବନବିଭାଗ କର୍ମଚାରୀ ମାନେ ଖବର ପାଇ ଛକି ରହିଥିବା ବେଳେ ରବିବାର ସକାଳୁ ମୁଖ୍ୟ ଶିକାରୀ ମଙ୍ଗଳପୁର ଗ୍ରାମର ସଂଜୟ ପ୍ରଧାନ କୁ କାବୁ କରିବା ରେ ସକ୍ଷମ ହୋଇଥିବା ବେଳେ ଦୁଇ ସାଥୀ ଖସି ପଳାଇ ଥିଲେ।ଗିରଫ ଶିକାରୀ ଠାରୁ ଦେଶି ବନ୍ଧୁକ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩: ମୃତଦେହ ନେଇ ଯାଉଥିବା ଏକ ଆମ୍ବୁଲାନ୍ସ (ଓଡି ୦୨ଆର-୩୬୭୭) ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୩ ଜଣ ଗୁରୁତର ହୋଇଛନ୍ତି। ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଡୋକାଡାଉ ବୁଲାଣିରେ ଦୁର୍ଘଟଣା ଘଟିଛି।ଗୁରୁତରମାନଙ୍କ ମଧ୍ୟରେ ରାତ୍ନୀ ଭୋଇ, ବୀର ଭୋଇ,ସୁଦାମ ଭୋଇଙ୍କୁ ପୋଲିସ ଉଦ୍ଧାର କରି ବାଲିଗୁଡ଼ା ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛି।ପ୍ରକାଶ ଯେ, ବ୍ରହ୍ମପୁରରୁ ଜଣେ ଯୁବତୀଙ୍କ ମୃତଦେହ ନେଇ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ସବ ଜେଲ ନିକଟରେ ପୂର୍ବରୁ ରହିଥିବା ଏକ ସିମେଣ୍ଟ ବୋଝେଇ ଟ୍ରକ ପଛ ପଟୁ ତୁମୁଡିବନ୍ଧ ଆଡୁ ଆସୁଥିବା ଏକ ଆଇସକ୍ରିମ ବୋଝେଇ ଗାଡି ଭାରସାମ୍ୟ ହରାଇ ଧକ୍କା ଦେବାରୁ ଆଇସକ୍ରିମ ଗାଡିର ସମ୍ମୁଖ ଭାଗ କ୍ଷତି ଘଟି ଥିବା ବେଳେ ଅନ୍ୟ କାହାର କିଛି କ୍ଷୟକ୍ଷତି ହୋଇନାହିଁ ।ଖବର ପାଇ ବାଲିଗୁଡା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଅବ୍ୟାହତ ଥିବା ବିଷୟ ଥାନା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀ ରିପୋର୍ଟବାଲିଗୁଡ଼ା, ୯/୩: ଭଙ୍ଗା ଦଦରା ଘରେ ଚାଲିଛି ଶିକ୍ଷା ଦାନ । ବିପଦ ସଂକୁଳ ଅବସ୍ଥାରେ ଗଢ଼ାଚାଲିଛି କୋମଳମତି ପିଲାଙ୍କ ଭବିଷ୍ୟତ ।ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ ଓରା ପଞ୍ଚାୟତର ଆଡାରି ପ୍ରାଥମିକ ବିଦ୍ୟାଳୟରେ । ଶିକ୍ଷାକୁ ଗୁରୁତ୍ୱ ଦେଇ ମାଗଣାରେ ରହିବା,ଖାଇବା ସହ ମାଗଣାରେ ବହି,ଖାତା, ପୋଷାକ ଓ ଯୋତା ଆଦି ଯୋଗାଇ ଦେଉଛନ୍ତି ।ଏଥି ସହିତ ଛାତ୍ରଛାତ୍ରୀଙ୍କୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୩: ଆଜି ରଙ୍ଗର ପର୍ବ ହୋଲି । ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସନ୍ତି । ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ ।ଗାଁଠୁ ସହର ସବୁଠି ଚାଲିଥିଲା ରଙ୍ଗର ଖେଳ । ପରସ୍ପର ମଧ୍ୟରେ ସ୍ନେହ ଓ ଆଦର ଦର୍ଶାଇବାର ଏହି ରଙ୍ଗ ଖେଳ ଏକ ମାଧ୍ୟମ । ଗୀତ ନାଚର ଆସର ବି ଜମିଥିଲା । ଗାଁକୁ ଗାଁ ବୁଲି ପିଲାଠୁ ବୟସ୍କ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୫/୩: ଆଜି ବିଜେଡ଼ି ପାଳୁଛି ୧୦୭ତମ ବିଜୁ ଜୟନ୍ତୀ । ଏହି ଅବସରରେ ରାଜ୍ୟବ୍ୟାପୀ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ସଭାପତି ଟୁନା ଦାସଙ୍କ ନେତୃତ୍ୱରେ ବିଜୁ ଯୁବ ଛାତ୍ର ଜନତା ଦଳର ଶତାଧିକ ଯୁବକ ସ୍ଥାନୀୟ ବିଜେଡ଼ି କାର୍ଯ୍ୟାଳୟ ସମ୍ମୁଖରୁ ସାଇକେଲ ଶୋଭାଯାତ୍ରାରେ ବାହାରି ସ୍ଲୋଗାନ ମାନ ଦେଇ ସମଗ୍ର ସହର ପରିକ୍ରମା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୩/୩:ଭୁବନେଶ୍ଵର ସ୍ଥିତ ଆଦିବାସୀ ପଡିଆ ୟୁନିଟ୍-୧ରେ ଆଦିବାସୀ ଭାଷା ଓ ସଂସ୍କୃତି ଏକାଡେମୀ, ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଓଡ଼ିଶା ସରକାରଙ୍କ ଦ୍ଵାରା ଆୟୋଜିତ ଆଦିବାସୀ ମେଳା-୨୦୨୩ ଶେଷ ସନ୍ଧ୍ୟାରେ ଜନଜାତି ସାହିତ୍ୟ କୃତି ପାଇଁ କନ୍ଧମାଳର କୁଇକବି ପ୍ରଦୀପ କହଁର ଙ୍କୁ ‘ଆଦିବାସୀ ପ୍ରତିଭା ସମ୍ମାନ-୨୦୨୩’ ରାଜ୍ୟ ପୁରସ୍କାର ପ୍ରଦାନ କରାଯାଇଛି ।ଏହି ପୁରସ୍କାର ପାଇବାରେ ପ୍ରଦୀପ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୮/୨:ଏକ ୬ଜଣିଆ ଡକାୟତି ଗ୍ୟାଙ୍ଗର ପର୍ଦ୍ଦାଫାଶ କଲା ବାଲିଗୁଡ଼ା ପୋଲିସ୍ । ଏନେଇ ବାଲିଗୁଡ଼ା ଏସଡିପିଓ ରୋହିତ ବର୍ମା ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ସୂଚନା ଦେଇଛନ୍ତି । ନଗଦ ଏକଲକ୍ଷ ଟଙ୍କା, ଗୋଟିଏ ଦେଶୀ ପିସ୍ତଲ୍, ଗୋଟିଏ ଛୁରୀ, ଦୁଇଟି ମୋବାଇଲ୍ ସମେତ ଗୋଟିଏ ଚୋରି ମୋଟର ସାଇକେଲ ଅଭିଯୁକ୍ତଙ୍କ ନିକଟରୁ ଜବତ କରିଛି ପୋଲିସ୍ ।ପୁର୍ବରୁ ଗ୍ୟାଙ୍ଗର ମାଷ୍ଟର ମାଇଣ୍ଡ୍ ଅଜୟ ଦିଗାଳକୁ ପୋଲିସ୍ ଗିରଫ Continue Reading