Home Posts tagged baliguda (Page 38)
Odisha News
ବାଲିଗୁଡ଼ା,୨୬/୧୧: କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ନିଲୁଙ୍ଗିଆ ନିକଟ ବୁଲାଣି ରାସ୍ତାରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ସ୍କୁଟି ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୨ଜଣ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଆହତ ହୋଇଛନ୍ତି।ମୃତକମାନେ ହେଲେ ଲିଙ୍ଗାଗଡ କନ୍ୟାଶ୍ରମ ସ୍କୁଲର ଶିକ୍ଷୟତ୍ରୀ ପ୍ରଦିପ୍ତା ସାହୁ(୩୪)ବର୍ଷ ଓ ସେହି ସ୍କୁଲର କିରାଣି ବିମଳା ପ୍ରଧାନ (୪୭) ବର୍ଷ। ଆହତ ବାଇକ୍ ଆରୋହୀଙ୍କୁ ଡାକ୍ତରଖାନାରେ ଭର୍ତ୍ତି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୪/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଆଦିବାସୀ ଉନ୍ନୟନ ବିଭାଗ ପକ୍ଷରୁ ବୁଡୃକିଆ ପଞ୍ଚାୟତ ଓ କୁଟିକିଆ ପଞ୍ଚାୟତକୁ ଯାତାୟତ କରିବା ପାଇଁ ଚିରସ୍ରୋତା ଖଡଗ ନଦୀ ପଡେ ସେହି ନଦୀ ଉପରେ ଆଦିବାସୀ ଉନ୍ନୟନ ବିଭାଗ ବାଲିଗୁଡା ପକ୍ଷରୁ ଏକ ଝୁଲ୍ଲାବ୍ରିଜ୍ ୨୦୧୧ ମସିହାରେ ନିର୍ମାଣ କରାଯାଇ ଉଭୟ ପଞ୍ଚାୟତର ବିଭିନ୍ନ ଗ୍ରାମ ଓ ବାଲିଗୁଡାକୁ ଯାତାୟାତ କରିବା ପାଇଁ ସୁବିଧା କରାଯାଇଥିଲା।ଦିର୍ଘ ଦିନ ହେବ ତାର ରକ୍ଷଣା Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୨/୧୧ : ଦୁଇ କାଉନସିଲର ଙ୍କୁ ଏନ୍ଏସି ପକ୍ଷରୁ ଅଣଦେଖା ଅଭିଯୋଗ । ନ୍ୟାୟ ଦାବିରେ ୭ଦଫା ଦାବି ନେଇ ଏନ୍ଏସି କାର‌୍ୟ୍ୟାଳୟ ବାରଣ୍ଡାରେ ଧାରଣାରେ ବସିଛନ୍ତି ଦୁଇ କାଉଁସିଲର । ଏଭଳି ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସିରେ। ସୂଚନା ପ୍ରକାରେ ପ୍ରତ୍ୟେକ ମାସରେ ପରିଷଦ ବୈଠକ ଅନୁଷ୍ଠିତ ହେବା କଥା କିନ୍ତୁ ପୂର୍ବ ବୈଠକର ୧୦୮ ଦିନପରେ ଅର୍ଥାତ୍ ଗତ ୧୮.୧୧.୨୦୨୨ ରିଖରେ ସକାଳ ୮ଟା ୪୫ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୧ :କନ୍ଧମାଳ ଜିଲ୍ଲା ବାଲିଗୁଡାର ମୁଠାହେଡ଼ ସାଧୁ ପାତ୍ର ଙ୍କ ଅକାଳ ବିୟୋଗ ଯୋଗୁଁ ସମଗ୍ର ଗାଁ ରେ ଶୋକାକୁଳ ପରିବେଶ ହୋଇଛି । ମଙ୍ଗଳବାର ଭୋର ପାଞ୍ଚଟାରେ ତାଙ୍କର ହୃଦଘାତ ରେ ମୃତ୍ୟୁ ଘଟିଛି । ସୋମବାର ସନ୍ଧ୍ୟାରେ ଛାତିରେ ଯନ୍ତ୍ରଣା ହେବାରୁ ଚିକିତ୍ସା ପାଇଁ ଫୁଲବାଣୀ ସ୍ଥିତ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତୀ କରିଥିଲେ ।ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ଖବର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୫/୧୧: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ରେ ଗଠନ ହେଲା ଦୁର୍ନୀତି ଭ୍ରଷ୍ଟାଚାର ବିରୋଧୀ ମଞ୍ଚ କ୍ଷ ବାଲିଗୁଡାର ସର୍ବ ପୁରାତନ ସାହି ନୂଆସାହି ଗ୍ରାମ୍ୟ କମିଟି ର ପ୍ରତ୍ୟକ୍ଷ ତତ୍ୱାବଧାନ ରେ ତିନୋଟି ୱାର୍ଡ ର ମୁଖିଆ ଏବଂ ଯୁବଗୋଷ୍ଠି ଙ୍କୁ ନେଇ ମଞ୍ଚ ଗଠନ ହୋଇଛି ଏବଂ ଏହା \”ମା ଦୁର୍ଗା ଆଞ୍ଚଳିକ ଦୁର୍ନୀତି ବିରୋଧୀ ଯୁବମଞ୍ଚ” ନାମରେ ନାମିତ କରାଯାଇଛି ।ବେଶ କିଛି ବର୍ଷହେବ ବାଲିଗୁଡା ରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୧୧: କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ସହର ରେ ଅନୁଷ୍ଠିତ ହେବ ପ୍ରଥମ ଥର ପାଇଁ ରାଜ୍ୟ ସ୍ତରୀୟ ଲୋକ ମହୋତ୍ସବ, ଚଳିତ ବର୍ଷ ଡିସେମ୍ବର ତା,୧୭,୧୮,୧୯ ରିଖ ତିନି ଦିନ ଧରି ହେବାକୁ ଥିବା ବିଶିଷ୍ଟ ଲୋକନୃତ୍ୟ ଗୁରୁ ଟଲ ଦଳବେହେରା ସ୍ମାରକୀ । ବୀଣାକାର ଦଣ୍ଡନାଟ ଏବଂ ଗୀତିନାଟ୍ୟ ପ୍ରତିଯୋଗିତା ମହାମାରୀ କୋରନା କଟକଣା ସକାଶେ ବାତିଲ କରାଯାଇଥିଲା । ଚଳିତ ବର୍ଷ ଉକ୍ତ କାର୍ଯ୍ୟକ୍ରମ ତିନିଦିନ ବ୍ୟାପି ଆୟୋଜନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୦/୧୧: ଓଡ଼ିଶାର କାଶ୍ମୀର ରୂପେ ପରିଚିତ କନ୍ଧମାଳ ଜିଲ୍ଲାର ଦାରିଙ୍ଗବାଡ଼ି ଠାରେ ନୂଆପଡ଼ା ଜିଲ୍ଲା ସାମ୍ବାଦିକ ସଂଘର ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠିତ ସଭାରେ ରୁଦ୍ରରାଜ ବାଗ ଅତିଥିଙ୍କୁ ସ୍ୱାଗତ କରିଥିବା ବେଳେ, ସଂଘ ସଭାପତି ଲୋକନାଥ ମହାପାତ୍ର ସଭାପତିତ୍ୱ କରିଥିଲେ।ମୁଖ୍ୟ ଅତିଥି ଭାବରେ ବୈଠକର ପର୍ଯ୍ୟବେକ୍ଷକ ତଥା କନ୍ଧମାଳ ଜ଼ିଲ୍ଲା ଉତ୍କଳ ସାମ୍ବାଦିକ ସଂଘର ସଭାପତି ସନ୍ତୋଷ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୧୧: ମାଓପ୍ରବଣ ଅଞ୍ଚଳରେ ସିଆରପିଏଫ୍ ପକ୍ଷରୁ କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ୍ ଅନ୍ତର୍ଗତ ବାରଖମା ଅଞ୍ଚଳରେ ସରକାରଙ୍କ ଦ୍ୱାରା ପରିଚାଳିତ ଆର୍ଥିକ ସହାୟତା ଯୋଜନା, ଗୃହ ମନ୍ତ୍ରଣାଳୟର ତତ୍ତ୍ୱାବଧାନରେ ସିଆରପିଏଫ୍ ୧୨୭ ବାଟାଲିୟନ ପକ୍ଷରୁ ଏକ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଜି.୧୨୭ ସିଆରପିଏଫ ବାଟାଲିୟନ ଆଣ୍ଟି ନକ୍ସଲ ଡ୍ୟୁଟି ପାଇଁ ବାଲିଗୁଡା ଥାନା ଅନ୍ତର୍ଗତ ବାରଖାମାରେ ନିୟୋଜିତ ଅଛି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୫/୧୧: ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ହିତାଧିକାରୀ ଙ୍କୁ ସାମିଲ କରିବା ପାଇଁ କନ୍ଧମାଳ ଜ଼ିଲ୍ଲା ପ୍ରଶାସନ ପକ୍ଷରୁ ଶନିବାର ଦିନ ବାଲିଗୁଡା ବ୍ଲକ କାର୍ଯ୍ୟାଳୟର ସଭାଗୃହ ମଧ୍ୟରେ କଳାକାର ଚୟନ ପ୍ରକ୍ରିୟା କନ୍ଧମାଳ ଜ଼ିଲ୍ଲା ସଂସ୍କୃତି ଅଧିକାରୀ ଅକ୍ଷୟ ସେଠୀ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଚୟନ ପ୍ରକ୍ରିୟା ସୁରୁଖୁରୁରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବାଲିଗୁଡା ବ୍ଲକର ଚଉଦ ଗୋଟି ଗ୍ରାମ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପ କୋଷାଗାର କାର୍ଯ୍ୟାଳୟ ଠାରେ ବିନା ଶୁଳ୍କରେ ପେନସନ ଉପଭୋକ୍ତାଙ୍କ ବାର୍ଷିକ ଜୀବନ ପ୍ରମାଣପତ୍ର ଦାଖଲ ପାଇଁ ମୋ ସେବା କେନ୍ଦ୍ର ରେ ସହାୟତା କେନ୍ଦ୍ରରେ କାର୍ଯ୍ୟ ଆରମ୍ଭ ହୋଇଛି ।ଏଥିରେ ସ୍ଥାନୀୟ ଉପ କୋଷାଗାର ଅଧିକାରୀ ସୁଧାକର କହଁର ମୋ ସେବା କେନ୍ଦ୍ରର ଜିଲ୍ଲା ପରିଚାଳକ ଜିତେନ୍ଦ୍ର କୁମାର ସାହୁ ଅଫିସ ରେ କାର୍ଯ୍ୟରତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ ।ବାଲିଗୁଡା Continue Reading