ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୯/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ ପାବୁରିଆ ପଞ୍ଚାୟତର ମାଲେରିମାହା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ।ଗୋଟିଏ ପରିବାରର ଦୁଇଜଣ ଆତ୍ମହତ୍ୟା କରିଛନ୍ତି, ଯାହା ଫଳରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସୂଚନା ଅନୁସାରେ କନ୍ଧମାଳ ଜିଲ୍ଲା ସାରଙ୍ଗଡ ଥାନା, ଟିକାବାଲି ବ୍ଲକ ପାବୁରିଆ ପଞ୍ଚାୟତର ମାଲେରିମାହା ଗ୍ରାମରେ ଥିବା ମଣ୍ଡାପେନୁ ମୁଣ୍ଡିଆରେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୯: ସେପ୍ଟେମ୍ବର ୧୭ ତାରିଖ କୁ ଓଡିଶା ମୋଟର ଚାଳକ ସଂଘ ଚାଳକ ଦିବସ ଭାବେ ସାରା ରାଜ୍ୟର ବିଭିନ୍ନ ଶାଖାରେ ପାଳନ କରୁଛି କ୍ଷ ଏହି ପରିପ୍ରେକ୍ଷୀରେ ଆଜି ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ଓଡ଼ିଶା ମୋଟର ଚାଳକ ସଂଘ ତୁମୁଡିବନ୍ଧ ଶାଖା ଦ୍ଵାରା ଶନିବାର ଦିନ ଚାଳକ ଦିବସ ପାଳନ ହୋଇଯାଇଛି ।ସଭାପତି ପ୍ରଶାନ୍ତ ପଟ୍ଟନାୟକ ଙ୍କ ନେତୃତ୍ୱରେ ତୁମୁଡିବନ୍ଧ ଅଞ୍ଚଳର ସମସ୍ତ ଚାଳକ ଏକାଠି ହୋଇ ବିଶ୍ୱକର୍ମା ପୂଜା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୮/୯ : ପ୍ରେମ କରିବା ମହଙ୍ଗା ପଡିଲା ସମ୍ମାନ ପାଇଁ ହତ୍ୟା କଲେ ପ୍ରେମିକକୁ । ଏଭଳି ଚାଞ୍ଚଲ୍ୟ କର ଘଟଣା ସାମନାକୁ ଆସିଛି । ଏହି ମାମଲାରେ ବାଲିଗୁଡା ପୋଲିସ ତେର ଜଣକୁ ଅଟକରଖି ପଚରା ଉଚରା କରୁଥିଲା ।ସେଥି ମଧ୍ୟରୁ ବୁଧବାର ଦିନ ୭ ଜଣକୁ କୋର୍ଟ ଚାଲାଣ କରାଯାଇଛି କ୍ଷ ଏବଂ ଅନ୍ୟ ୬ ଜଣକୁ ପଚରା ଉଚରା ପାଇଁ ରଖାଯାଇଥିବା ଥାନା ଅଧିକାରୀ କହିଛନ୍ତି । କନ୍ଧମାଳ […]Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡ଼ା,6/9: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ଲଣ୍ଡାଗାଁ ପଞ୍ଚାୟତର ଫାଟକିମାଲ ଅନ୍ତର୍ଗତ ତଳିପଡ଼ା ଗ୍ରାମ ରେ ଏକ ଅଭାବନୀୟ ଘଟଣା ଘଟିଛି। ଘଟଣା ରୁ ପ୍ରକାଶ ଯେ ତଳିପଡ଼ା ଗ୍ରାମର ଜଣେ ଯୁବତୀ କୁ ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଅନ୍ତର୍ଗତ ଘଣ୍ଟାପଡ଼ା ଗ୍ରାମର ଶୁକଦେବ ରଣା ନାମକ ଯୁବକ ଭଲ ପାଇ ଆସୁଥିଲା। ଏହାକୁ ଝିଅଙ୍କ ପରିବାର ଲୋକ ବିରୋଧ କରୁଥିଲେ। ଗତ ୨୬ ତାରିଖ ଦିନ ଉକ୍ତ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୩୧/୮: ଆଜି ହେଉଛି ସ୍ୱାୟତ୍ତ ଶାସନ ଦିବସ, ଏ ନେଇ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଏନ୍ଏସି ପକ୍ଷରୁ ଧୁମଧାମରେ ପାଳନ କରାଯାଇଛି ସ୍ୱାୟତ୍ତ ଶାସନ ଦିବସ।ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଉପଜିଲ୍ଲାପାଳ ଦୁଃଖବନ୍ଧୁ ନାୟକ,ଏସଡିପିଓ ଜି.ରାଘବେନ୍ଦ୍ର ରେଡ୍ଡୀ,ବିଡ଼ିଓ ଶଶାଙ୍କ ପାତ୍ର, ବ୍ଲକ୍ ସାଂସଦ ପ୍ରତିନିଧି ଟୁନା ଦାସ,ଜିଲ୍ଲା ପରିଷଦ Continue Reading
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ।ଟାଉନର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ମିଡ଼ିଆକିଆ ସ୍ଥିତ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ପରିସରରେ ଜାତୀୟ କ୍ରୀଡା ଦିବସ ତଥା ବିଶିଷ୍ଟ ହକି ତାରକା ଧ୍ୟାନଚାନ୍ଦଙ୍କର ଜୟନ୍ତୀ ଉତ୍ସବ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ବିଜୟଲକ୍ଷ୍ମୀ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସୁବାସ ଚନ୍ଦ୍ର ମଲିକ ଏହି ଉତ୍ସବରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା ବେଳେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୯/୮: ହିନ୍ଦୁ ସୁରକ୍ଷା ମଞ୍ଚର ଆହ୍ବାନରେ ହିନ୍ଦୁ ସମାଜକୁ ଏକତ୍ରୀତ କରି ହିନ୍ଦୁ ସମାଜକୁ ଜାଗ୍ରତ କରିବା ଉଦ୍ଦେଶ୍ୟରେ ସାରଙ୍ଗଗଡଠାରେ ଏକ ବୈଠକ ପୁଣି ଅନୁଷ୍ଠିତ ହୋଇ ଯାଇଛି । ଗତ ୯ ତାରିଖରେ କନ୍ଧମାଳ ଜିଲ୍ଲାପାଳଙ୍କ ଅଫିସ ସାମ୍ନାରେ ହିନ୍ଦୁ ସମାଜର ଧର୍ମଗୁରୁ ପୂଜ୍ୟ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଜୀଙ୍କ କୁଶପୁତ୍ତଳିକା ଦାହ କରିବା ଦ୍ବାରା ସମ୍ପୂର୍ଣ୍ଣ ହିନ୍ଦୁ ସମାଜ, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୮/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି. ଉଦୟଗିରି ଥାନାରେ କାର୍ଯ୍ୟରତ ମହିଳା ଏସଆଇ ସ୍ୱାଗତିକା ବେହେରାଙ୍କ ଆତ୍ମହତ୍ୟାକୁ ପାଖାପାଖି ୩୨ଘଣ୍ଟା ରୁ ଉର୍ଦ୍ଧ ସମୟ ବିତି ଯାଇଥିଲେ ମଧ୍ୟ ପରିବାର ଲୋକେ ଶବ ବ୍ୟବଚ୍ଛେଦ ନକରାଇ ଥାନା ଫାଟକ ସମ୍ମୁଖରେ ଧାରଣାରେ ବସିଛନ୍ତି।ତାଙ୍କ କହିବା କଥା ହେଉଛି, ଆମ ଭଉଣୀକୁ ଥାନା ଅଧିକାରୀ ରେବତୀ ଶବର କ୍ୱାର୍ଟର ଛାଡ଼ିବାକୁ କହିବା ସହ ବିଭିନ୍ନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୮: ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଲୋକ ନାଟକ ପାଇଁ ଜୋରସୋର ରେ ଚାଲିଛି ଆଖଡ଼ା । ବର୍ତ୍ତମାନ ଆଧୁନିକ ଯୁଗ ସ୍ପର୍ଶ କରୁଥିବା ବେଳେ ଧୀରେ ଧୀରେ ପୁରାତନ ସଂସ୍କୃତି ପରମ୍ପରା ବିଲୁପ୍ତ ହେବାକୁ ଯାଉଛି ।ଏହି ସମୟରେ ବିଲୁପ୍ତ ପ୍ରାୟ ପ୍ରସିଦ୍ଧ ଲୋକ ନାଟକ ଗୁଡିକ ମଧ୍ୟରେ ରାଧାପ୍ରେମ ଲୀଳା ର ବିଲୋପ ଘଟିବାକୁ ଯାଉଥିବା ବେଳେ କନ୍ଧମାଳ ର ମାଆ ପାଟଖଣ୍ଡା ଲୋକ ନାଟକ ସଂଘ ବାଲିଗୁଡା ତରଫରୁ କଳା […]Continue Reading