ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୮/୮: ଦକ୍ଷିଣ ଓଡିଶାର ପ୍ରସିଦ୍ଧ ଲୋକ ନାଟକ ପାଇଁ ଜୋରସୋର ରେ ଚାଲିଛି ଆଖଡ଼ା । ବର୍ତ୍ତମାନ ଆଧୁନିକ ଯୁଗ ସ୍ପର୍ଶ କରୁଥିବା ବେଳେ ଧୀରେ ଧୀରେ ପୁରାତନ ସଂସ୍କୃତି ପରମ୍ପରା ବିଲୁପ୍ତ ହେବାକୁ ଯାଉଛି ।ଏହି ସମୟରେ ବିଲୁପ୍ତ ପ୍ରାୟ ପ୍ରସିଦ୍ଧ ଲୋକ ନାଟକ ଗୁଡିକ ମଧ୍ୟରେ ରାଧାପ୍ରେମ ଲୀଳା ର ବିଲୋପ ଘଟିବାକୁ ଯାଉଥିବା ବେଳେ କନ୍ଧମାଳ ର ମାଆ ପାଟଖଣ୍ଡା ଲୋକ ନାଟକ ସଂଘ ବାଲିଗୁଡା ତରଫରୁ କଳା […]Continue Reading
ବାଲିଗୁଡ଼ା,୨୮/୮: କନ୍ଧମାଳ ଜିଲ୍ଲା ଜି. ଉଦୟଗିରି ଥାନାର ମହିଳା ସବ୍ ଇନ୍ସପେକ୍ଟର ସ୍ୱାଗତିକା ବେହେରାଙ୍କ ମୃତ୍ୟୁ ମାମଲାରେ ଆଇଆଇସି ରେବତୀ ଶବରଙ୍କ ନାଁରେ ଦିଆଯାଇଛି ଏତଲା। ସ୍ୱାଗତିକାଙ୍କ ପରିବାର ଲୋକେ ଜି ଉଦୟଗିରି ଏସ୍ଡିପିଓଙ୍କୁ ଏହି ଏତଲା ଦେଇଛନ୍ତି।ଗତକାଲି ରାତିରେ ସ୍ୱାଗତିକାଙ୍କ ମା’ ଓ ଭାଇ ଜି. ଉଦୟଗିରି ଏସ୍ଡିପିଓଙ୍କୁ ଭେଟି ଥିଲେ। ଆଇଆଇସି ରେବତୀ ଶବର ସେମାନଙ୍କ ଝିଅକୁ ମାନସିକ ନିର୍ଯାତନା ଦେଇ ଆସୁଥିଲେ ବୋଲି ସେମାନେ ଅଭିଯୋଗ କରିବା ସହିତ Continue Reading
ଘୁ.ଉଦୟଗିରି, ୨୭/: ଏସ୍ଆଇ ସ୍ଵାଗତିକା ବେହେରାଙ୍କ ଆତ୍ମହତ୍ୟା ଘଟଣା ପାଇଁ ମା’ ଉଷାରାଣୀ ବେହେରା ଓ ଭାଇ ମନରଂଜନ ବେହେରା ସ୍ଥାନୀୟ ଆଦର୍ଶ ଥାନା ମହିଳା ପୁଲିସ ଆଇଆଇସିଙ୍କୁ ଦାୟୀ କରିଛନ୍ତି। ଉଭୟ ମା’ ଓ ପୁଅ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରିଛନ୍ତି। ଆଇଆଇସି ରେବତୀ ଶବରଙ୍କ ମାନସିକ ନିର୍ଯ୍ୟାତନା ଅସହ୍ୟ ହେବାରୁ ମୋ ଭଉଣୀ ଆତ୍ମହତ୍ୟା କରିଛି ବୋଲି ଅଭିଯୋଗ କରିଛନ୍ତି ମନରଞ୍ଜନ ବେହେରା।ସ୍ୱାଗତିକାଙ୍କ ମା ଉଷାରାଣୀ ବେହେରା ନିଜ ଝିଅକୁ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୮: ସମ୍ପର୍କୀୟଙ୍କ ମୃତ କାର୍ଯ୍ୟରେ ଯୋଗଦେବାକୁ ଯିବା ବେଳେ ଅଘଟଣ ଘଟିଛି । ସମସ୍ତେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି ।ଘଟଣା ପ୍ରକାରେ ବୁଧବାର ସକାଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ୍ ବୁଡାଗୁଡ଼ା ଅଞ୍ଚଳରୁ କିଛି ଲୋକ ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ଅଞ୍ଚଳକୁ ନିଜ ସମ୍ପର୍କୀୟଙ୍କ ମୃତ କାର୍ଯ୍ୟ (ମାଡ଼ା) ରେ ଯୋଗଦେବାକୁ ଏକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୯/୮: ଗୁରୁବାର ପବିତ୍ର ଜନ୍ମାଷ୍ଟମୀ ପାଳନ କରାଯାଇଛି । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ୍ ଜାଲେଶପଟ୍ଟା ଆଶ୍ରମରେ ମହା ଆଡ଼ମ୍ବରରେ ପାଳନ ହୋଇଛି ଏହି ଉତ୍ସବ। ଏଥିସହିତ ଏହି ତିଥିରେ ପାଳନ ହୋଇଛି ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ୧୪ତମ ଶ୍ରାଦ୍ଧ ବାର୍ଷୀକି ।ଏନେଇ ସମଗ୍ର କନ୍ଧମାଳ ଜିଲ୍ଲାରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ମହାମାରୀ କରୋନା କଟକଣା ଯୋଗୁଁ ଗତ ଦୁଇବର୍ଷ ହେଲା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮:କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ସମ୍ମିଳନୀ କକ୍ଷରେ ଜି୍ଲ୍ଲାପାଳ ଆଶିଶ ଇଶ୍ୱର ପାଟିଲ ଅଭିଯୋଗ ଶୁଣାଣୀ କରିଛନ୍ତି ।ଏଥିରେ କନ୍ଧମାଳ ଏସପି ବିନିତ ଅଗ୍ରଓାଲ,ଏସଡିପିଓ ଜିଆର ରାଘେବେନ୍ଦ୍ର, ଉପ ଜିଲ୍ଲପାଳ ଦୁଃଖବନ୍ଧୁ ନାୟକ, ପିଏ ଆଇଟିଡିଏ ବାଲିଗୁଡା ମଧୁସୁଦନ ବେହେରା,ପିଡି ଡିଆରଡିଏ ବିଶ୍ୱରଂଜନ ନାୟକ, ଅତିରିକ୍ତ ଜିଲ୍ଲାପାଳ ଅଜିତ ପଟ୍ଟନାୟକ ପ୍ରମୁଖ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୧୫/୮: ସାରା ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ବର୍ଷା । ଏଥିରୁ ବାଦ୍ ପଡ଼ିନି କନ୍ଧମାଳ ଜିଲ୍ଲା । ଲଗାଣ ବର୍ଷାରେ ଜିଲ୍ଲା ସଦର ମହକୁମା ସମେତ ଅଧିକାଂଶ ଅଞ୍ଚଳ ପ୍ରଭାବିତ ହୋଇଥିବା ଜଣାପଡ଼ିଛି ।ଲଗାଣ ବର୍ଷାରେ ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟରେ ଥିବା ଆଦର୍ଶ ପୋଖରୀରେ ବର୍ଷା ଜଳ ଭର୍ତ୍ତି ହୋଇ ସହର ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥ ଉପରେ ରବିବାର ରାତି ସାଢେ ନଅ ଟା ସମୟରେ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକ୍ ମୁରୁଡ଼ି କୁପୁଡ଼ା ଠାରେ ଦାରିଙ୍ଗିବାଡି – ରାଇକିଆ କୁ ସଂଯୋଗ କରୁଥିବା ଅସ୍ଥାୟୀ ପୋଲ ରବିବାର ଅପରାହ୍ନ ରେ ଧୋଇଯିବା ଫଳରେ ଯାନବାହାନ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି ।ଗତ ୨୦୧୮ ତିତିଲି ବାତ୍ୟା ରେ ଏଠାରେ ଥିବା ସ୍ଥାୟୀ ପୋଲ ଟି ଧୋଇ ଯାଇଥିଲା। ସେବେଠାରୁ ଅସ୍ଥାୟୀ ଭାବେ ରାସ୍ତା ପାଖରେ ମାଟି ପକା ଯାଇ ଡ୍ରାଇଭରସନ୍ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୩/୮ : ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ମୁଣ୍ଡାସାହି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଦ୍ବାରା ୭୫ଟି ଦୀପଦାନ ସହ ଜାତୀୟ ସଙ୍ଗୀତ ଗାନ କରାଯାଇଛି ।ଏହି କାର୍ଯ୍ୟକ୍ରମରେ ବାଲିଗୁଡ଼ା ଉପଖଣ୍ଡ ସ୍ତରୀୟ ଉତ୍ସବ ପାଳନ କମିଟିର ଯୁଗ୍ମ ସମ୍ପାଦକ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୨/୮: ସ୍ବାଧିନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଦେଶ ପାଳୁଛି “ଆଜାଦୀ କା ଅମୃତ୍ ମହୋତ୍ସବ” । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଭାରତୀୟ ଷ୍ଟେଟ୍ ବ୍ୟାଙ୍କ୍ ଶାଖା ପକ୍ଷରୁ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ବାଲିଗୁଡ଼ା ମୁଖ୍ୟ ଶାଖା ପରିଚାଳକ ନିଳକଣ୍ଠ ବେହେରାଙ୍କ ଅଧ୍ୟକ୍ଷତାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିବା ବେଳେ Continue Reading