ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୬: ସାରା ଓଡିଶା ରେ ତିନି ଦିନିଆ ରଜ ପର୍ବ ଧୁମ ଧାମରେ ପାଳିତ ହେଉଥିବା ବେଳେ କନ୍ଧମାଳ ଜ଼ିଲ୍ଲା ର ବାଲିଗୁଡା ବ୍ଲକ ର ଉପାନ୍ତ ଗାଁ ଗୁଡିକ ରେ ମଧ୍ୟ ରଜ ପର୍ବ ମାହା ଆଡମ୍ବର ପାଳିତ ହୋଇଯାଇଛି ।ବିଭିନ୍ନ ଗାଁ ଗହଳିରେ ଧୂମଧାମରେ ଘରେ ଓ ବାହାରେ ଦୋଳି ବାନ୍ଧି କୁଆଁରି ଝିଅମାନେ ପାଳନ କରୁଛନ୍ତି ରଜ ପର୍ବ।ନୂଆ ଲୁଗା ଓ ପୋଷାକ ପିନ୍ଧି ବିଭିନ୍ନ ପ୍ରକାରର ପିଠା […]Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୬: ଆନ୍ତଃରାଜ୍ୟ ଗଞ୍ଜେଇ ଚାଲାଣ ବେଳେ ମାଡ଼ି ବସିଲା ଦାରିଙ୍ଗବାଡ଼ି ପୋଲିସ । ଏକ ଟ୍ରକରୁ ୨୦୩ କିଲୋ ୪ଶହ ଗ୍ରାମ ଗଞ୍ଜେଇ ଜବତ କରିବା ସହିତ ୨ଜଣଙ୍କୁ ଗିରଫ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୮ଲକ୍ଷ ଟଙ୍କା ହେବ ବୋଲି ଥାନା ଅଧିକାରୀ କୌଶିକ ମାଝୀ ସୂଚନା ଦେଇଛନ୍ତି ।ଗିରଫ ଅଭିଯୁକ୍ତ ୨ଜଣକ ଜଣକ ଉତ୍ତରପ୍ରଦେଶ କୌଶମ୍ଭି ଜିଲ୍ଲା ଠୁଗଲା ଅଞ୍ଚଳର ସାରୁଖ ଖାନ ଓ ଫତେପୁର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା: ମଙ୍ଗଳବାର ଜୁନ୍ ୧୪,ବିଶ୍ୱ ରକ୍ତଦାତା ଦିବସ । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟ ରକ୍ତଭଣ୍ଡାର ଓ ଶିକ୍ଷାନିକେତନ ମିଳିତ ଅନୁଷ୍ଠାନ ପକ୍ଷରୁ ଏକ ରକ୍ତଦାନ ସଚେତନତା ଶୋଭାଯାତ୍ରା ଓ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ସକାଳୁ ଶିକ୍ଷାନିକେତନର ପ୍ରତିଷ୍ଠାତା ରାଜକିଶୋର ପାଢ଼ୀଙ୍କ ସମେତ ଶିକ୍ଷାନୁଷ୍ଠାନର ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ବାଲିଗୁଡ଼ା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୪/୬: ୧୯୮୮ ବ୍ୟାଚ ଦ୍ୱାଦଶ ଶ୍ରେଣୀ ପୁରାତନ ଛାତ୍ରୀଛାତ୍ରୀ ମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ବାଲିଗୁଡା ସହରର ପ୍ରତିଷ୍ଠିତ ହୋଟେଲ ବିଭବ ପରିସରରେ ତିନିଦିନ ଧରି ସଭା ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମ ଆୟୋଜନ ହୋଇଥିଲା ।ପ୍ରଥମେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା ପାଟଖଣ୍ଡା ମନ୍ଦିର ପରିଦର୍ଶନ କରିବା ସହ ନିଜ ନିଜ ଘର ଏବଂ ବନ୍ଧୁ ପରିଜନଙ୍କୁ ଦେଖାକରିଥିଲେ ।ପରେ ପରେ ନିଜେ ନିଜେ ଅଧ୍ୟୟନ କରିଥିବା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୨/୬ : ବାଲେଶ୍ୱର ଜ଼ିଲ୍ଲା ପ୍ରଶାସନ ତରଫରୁ ଆୟୋଜିତ ପଲ୍ଲୀଶ୍ରୀ ମେଳାରେ ବାଲିଗୁଡା ର ଅଗ୍ରଣୀ ସଂସ୍କୃତିକ ଅନୁଷ୍ଠାନ କନ୍ଧମାଳ କଳା ବିକାଶ କେନ୍ଦ୍ରର କୃତିତ୍ବ ।ଚଳିତ ମାସ ଦଶ ତାରିଖ ସାଂସ୍କୃତିକ ସନ୍ଧ୍ୟାରେ କୋଡିଏ ଜଣିଆ ସଂସ୍କୃତିକ ଦଳ ଅଂଶ ଗ୍ରହଣ କରି କନ୍ଧମାଳ ର ପାରମ୍ପରିକ ଲୋକନୃତ୍ୟ ଡାକୁଲ ନୃତ୍ୟ ପରିବେଷଣ କରି ମଞ୍ଚ ଦୁଲୁକାଇ ଥିଲେ ।ଅନୁଷ୍ଠାନର ସମ୍ପାଦକ ତଥା ବରିଷ୍ଠ କଳାକାର ପ୍ରମୋଦ କୁମାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୬: କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ସୁଡ୍ରା ଗ୍ରାମ ପଞ୍ଚାୟତ ଠାରେ ଜୀବନଜ୍ୟୋତି କଳା ପରିଷଦ ତରଫରୁ ପାରମ୍ପାରିକ ଆଦିବାସୀ କଳା ବିକାଶ ଉପରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଥିଲା ।ଜୀବନ ଜ୍ୟୋତି କଳା ପରିଷଦ ର ସଭାପତି ରଜନୀ କାନ୍ତ ଦିଗାଳ ଙ୍କ ଅଧ୍ୟକ୍ଷତାରେ ଏବଂ ବାଲିଗୁଡା ଉପଖଣ୍ଡ କଳାକାର ସଂଘ ର ନିମନ୍ତ୍ରିତ ଅତିଥି ଙ୍କ ଗହଣ ରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା ।ପାରମ୍ପରିକ କଳା […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୬:କନ୍ଧମାଳ ଜ଼ିଲ୍ଲା ବାଲିଗୁଡା ବ୍ଲକ କଳା ସଂସ୍କୃତି ସଂଘର ପଂଚାୟତ ସ୍ତରୀୟ ବୈଠକ ବୁଡୁରୁକିଆ ପଂଚାୟତ ର ଡାମିକିଆ ଗାଁ ରେ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ସରକାର ଙ୍କ କଳାକାର ଭତ୍ତା ଓ ଭାଗବତ ଟୁଙ୍ଗୀ ର ପୁନଃଉଦ୍ଧାର କୁ କ୍ରିୟାଶିଳ କରିବା ସହ କଳାକାର ଙ୍କୁ ସଂଗଠିତ କରିବା ଉଦେଶ୍ୟ ରେ ଏବଂ ସମସ୍ତ କଳାକାର ଙ୍କୁ ଇ-ରେଜିଷ୍ଟ୍ରେସନ କରିବା ନେଇ ଗ୍ରାମ ପଂଚାୟତ ସ୍ତରୀୟ ବୈଠକ ଅନୁଷ୍ଠିତ ହୋଇ ଯାଇଛି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀ ଙ୍କ ରିପୋର୍ଟବାଲିଗୁଡା,୨/୬: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ଥାନା ୫୯ ନଂ. ଜାତୀୟ ରାଜପଥ ସୁଲୁମାହା ଘାଟି ନିକଟରେ ଏକ ଗଛରେ ବାଇକ୍ ପିଟି ହେବାରୁ ୨ ଜଣଙ୍କ ଜୀବନ ଯାଇଥିବା ବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତକ ଦ୍ୱୟ ଉକ୍ତ ଥାନା ସାଲେଜୁ ଗ୍ରାମର ସୁଶାନ୍ତ ପ୍ରଧାନଙ୍କ ପୁଅ ସାଲୁ (୧୮) ଏବଂ ଅଜିତ ପ୍ରଧାନଙ୍କ ପୁଅ ଅମିପ (୨୧) ବୋଲି ତଦନ୍ତକାରୀ ଅଧିକାରୀ ଜିତେନ୍ଦ୍ର ବେହରା ପ୍ରକାଶ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୫: ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଜଳ ଛାୟା ବିଭାଗର ପ୍ରକଳ୍ପ ସହାୟକ ନଗେନ୍ଦ୍ରନାଥ ସ୍ବାଇଁ । ଲାଞ୍ଚ ନେଉଥିବା ବେଳେ ତାଙ୍କୁ ମାଡି ବସିଛି ଭିଜିଲାନ୍ସ ।୪ଟି ପୋଖରୀ ଖୋଳା କାମ ବାବଦରେ ବିଲ କରିବା ପାଇଁ ୫୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଲାଞ୍ଚ ନେଲା ବେଳେ କୁର୍ତ୍ତମଗଡ଼ ଠାରେ ଭିଜିଲାନ୍ସ ଅଧିକାରୀ ତାଙ୍କୁ ଧରିଛନ୍ତି । ତାଙ୍କ ନିକଟରୁ Continue Reading
ସଞ୍ଜୟ କୁମାର ପ୍ରାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨୪/୫:ପୋକରା ଚାଉଳ ପରେ ଏବେ ପୁଣି ପ୍ଲାଷ୍ଟିକ ଚାଉଳ । ତାହା ପୁଣି ମଧ୍ୟାହ୍ନ ଭୋଜନରେ । ଏ ହେଉଛି ମଧ୍ୟାହ୍ନ ଭୋଜନ ପାଇଁ ପିଲାଙ୍କୁ ଦିଆଯାଉଥିବା ଚାଉଳ । ଯେଉଁଥିରେ ପ୍ଲାଷ୍ଟିକ ଚାଉଳ ଥିବା ଅଭିଯୋଗ ହୋଇଛି ।ଏଭଳି ଅପମିଶ୍ରିତ ଚାଉଳ ଖାଇଲେ କଣ ପିଲାଙ୍କୁ ପୌଷ୍ଟିକ ତତ୍ତ୍ୱ ମିଳିବ ? ଏଭଳି ଅପମିଶ୍ରିତ ଚାଉଳରେ ମଧ୍ୟାହ୍ନ ଭୋଜନ ଦିଆଯାଉଛି କନ୍ଧମାଳରେ ।କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ Continue Reading