
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡା,୭/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ବୁଧବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ଦାରିଙ୍ଗବାଡ଼ିର ରାଇକିଆଠାରୁ ବାଡାବାଙ୍ଗା ମଧ୍ୟରେ ବଡ଼ବଡ଼ ଗଛ ଭାଙ୍ଗିବା ସହ ଗଛ ପଡ଼ି ଅନେକ ବିଦ୍ୟୁତାର ଛିଣ୍ଡିଥିବା ଦେଖିବାକୁ ମିଳିଛି।ସେହିପରି ଉକ୍ତ ବ୍ଲକ ସମେତ ପଡ଼ୋଶୀ ରାଇକିଆ ବ୍ଲକ ଅଞ୍ଚଳର ବିଭିନ୍ନ ଗ୍ରାମରେ କୁଆପଥର ଏବଂ ପ୍ରଚଣ୍ଡ ବିଜୁଳି ସହ Continue Reading