ସସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଗହିଙ୍ଗିଆ ଖେଳ ପଡିଆ ଠାରେ ତିନି ଦିନିଆ ଆଠ ଓଭର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଚାରିଟି ଦଳ ଅଂଶଗ୍ରହଣ କରିଥିଲେ। ପ୍ରତ୍ୟେକ ଦଳରୁ ଆଠ ଜଣ ଲେଖାଏଁ ନିଷ୍ପତ୍ତି ହୋଇଥିଲା।ଫାଇନାଲ ମ୍ୟାଚ ରେ ଏଇଟ କୋମାଣ୍ଡୋ ଓ କେପ୍ କୋବ୍ରା ମଧ୍ୟରେ ଅନୁଷ୍ଠିତ ହୋଇଥିଲା।ପ୍ରଥମେ ଟସ୍ ଜିତି କେପ୍ କୋବ୍ରା ଆଠ ଓଭର ରେ ୫୨ ରନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୩: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପଞ୍ଚାୟତ ସମିତିର ଅଧ୍ୟକ୍ଷ ପଦ ହାତେଇବାକୁ ପ୍ରୟାସ ଜୋରଦାର ଆରମ୍ଭ ହୋଇଛି ।ବିଜେଡି ପକ୍ଷରୁ ଶ୍ରାନିକେତା ସମିତିସଭ୍ୟ ତଥା ସ୍ଥାନୀୟ ବିଧାୟକ ସାଲୁଗା ପ୍ରଧାନଙ୍କ ସାନଭାଇ ସୁଶାନ୍ତ କୁମାର ପ୍ରଧାନଙ୍କୁ ପ୍ରାର୍ଥୀ କରାଯାଉଥିବା ଜଣାପଡିଛି। ମୋଟ ୨୫ ପଞ୍ଚାୟତ ମଧ୍ୟରୁ ୧୩ ସମିତି ସଦସ୍ୟ ଯାହାକୁ ଭୋଟ ଦେବେ ସେ ବ୍ଳକ ଅଧ୍ୟକ୍ଷ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୨/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ିରେ ଅଘଟଣ । ସର୍ଟ ସର୍କିଟ ଯୋଗୁଁ ଜଳିଗଲା ମୋବାଇଲ ଦୋକାନ । ପାଞ୍ଚ ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ଵ ମୂଲ୍ୟର ସାମଗ୍ରୀ ଜଳିପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡିଛି ।ସୂଚନା ପ୍ରକାରେ ଦାରିଙ୍ଗବାଡି ଥାନା ତିନିଛକ ନିକଟରେ ମଙ୍ଗଳବାର ବିଳମ୍ବିତ ରାତିରେ ଚନ୍ଦନ ମୋବାଇଲ ଦୋକାନରେ ଅଗ୍ନିକାଣ୍ଡ ଘଟି ଦୋକାନରେ ଥିବା ସମସ୍ତ ସାମଗ୍ରୀ ଜଳିପୋଡି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ପଣସପଡି ନିବାସୀର ବ୍ୟଙ୍ଗ କବି ସୀମାଞ୍ଚଳ ମହାରଣାଙ୍କ ଦ୍ଵାଦଶାହ ଶ୍ରାଦ୍ଧ ଦିବସ ସ୍ଥାନୀୟ ଶାଳବଣ ସାହିତ୍ୟ ସଂସଦ ଆନୁକୁଲ୍ୟରେ ତାଙ୍କ ବାସଭବନରେ ଅନୁଷ୍ଠିତ ହୋଇଯାଇଛି।ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ବନବାସୀ ସେବା ସମିତିର ସହ ସମ୍ପାଦକ ରବୀନ୍ଦ୍ର କୁମାର ପଣ୍ଡା, ମୁଖ୍ୟ ବକ୍ତା ଭାବେ କୁରେଇ ର ମୁଖ୍ୟ ସମ୍ପାଦକ ତଥା ଓଡ଼ିଆ ବିଭାଗ ଅଧ୍ୟାପକ ଡଃ.ବିଭୂତିଭୂଷଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧/୩: କନ୍ଧମାଳ ଜିଲ୍ଲାରେ ଲାଗି ରହିଥିବା ବିଜୁଳି ସମସ୍ୟାର ସମାଧାନ ପାଇଁ ୭ ବର୍ଷ ତଳେ ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ. ନୂଆଗାଁ ବ୍ଲକ ର ସିର୍ତ୍ତିଗୁଡ଼ାଠାରେ ୧୦୨ କୋଟି ଟଙ୍କାର ଏକ ବୃହତ୍ ପ୍ରକଳ୍ପର ଶିଳାନ୍ୟାସ ହୋଇଥିଲା। ୭ ବର୍ଷ ବିତିଯାଇଥିଲେ ମଧ୍ୟ ଏହି ଗ୍ରିଡ୍ ଷ୍ଟେସନ ନିର୍ମାଣ ଅଧାରେ ଅଟକି ରହିଛି । କଳାହାଣ୍ଡି ଜିଲ୍ଲାର କେସିଙ୍ଗାରୁ ବିଦ୍ୟୁତ୍ ଆଣି କନ୍ଧମାଳ ଜିଲ୍ଲାର ୯ଟି ବ୍ଲକକୁ ଯୋଗାଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧/୩ : ରାଜ୍ୟର ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାକୁ ଆଜିଯାଏ ଶତ ପ୍ରତିଶତ ମୋବାଇଲ୍ ନେଟ୍ୱର୍କ ଅପହଞ୍ଚ। ନେଟୱର୍କ ଅଭାବରୁ କିଏ ଗଛ ଉପରେ ତ ଆଉ କିଏ ପାହାଡ଼ ମୁଣ୍ଡିଆ ଉପରେ ବସି ପାଠ ପଢ଼ୁଛନ୍ତି। ଏଭଳି ପରିସ୍ଥିତିରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଘୁ.ଉଦୟଗିରି ବ୍ଲକ୍ ରଟିଙ୍ଗିଆ ପଞ୍ଚାୟତ ଅଧୀନ ମଗରଗୁଡ଼ା ଗ୍ରାମରେ ମୋବାଇଲ୍ ନେଟୱର୍କ ପାଇଁ ଗ୍ରାମବାସୀ ଅଭିନବ କୌଶଳ ଆପଣାଇଥିବା Continue Reading