ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକର ଝିରିପାଣି ପଞ୍ଚାୟତରେ ଝାଡ଼ାବାନ୍ତି ବ୍ୟାପଛି। ଝାଡ଼ାବାନ୍ତିରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ନେଇ ବିଭିନ୍ନ ଗଣ ମାଧ୍ୟମରେ ପ୍ରକାଶ ପାଇଥିଲା। ଆଜି ଉକ୍ତ ପଞ୍ଚାୟତରେ ଡାକ୍ତରୀ ଟିମ୍ ପହଞ୍ଚି ଥିଲା।ମାତ୍ର ଝାଡ଼ାବାନ୍ତିରେ ମାତ୍ର କିଛି ଲୋକ ଆକ୍ରାନ୍ତ ହୋଇଛନ୍ତି। ଦୁଇ ଜଣଙ୍କ ମୃତ୍ୟୁ ହୋଇଛି ମାତ୍ର କାରଣ ଅସ୍ପଷ୍ଟ ରହିଛି। Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୫/୯: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଅଞ୍ଚଳର ବିଭିନ୍ନ ଦୁର୍ଗମ ଅଞ୍ଚଳକୁ ଜିଲ୍ଲାପାଳ ଋତୁରାଜ ଏକ ତୁଫାନୀ ଗ୍ରସ୍ତରେ ଆସି ପୂର୍ବାହ୍ନରେ କୋଟଗଡ ବ୍ଳକ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଜିଲ୍ଲାପାଳ ବିଡିଓଙ୍କ କାର୍ଯ୍ୟାଳୟରେ ବିଡିଓ ଶୁଭକାନ୍ତ ନାୟକଙ୍କ ସହ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି।ଅପରାହ୍ନରେ ସୁବର୍ଣ୍ଣଗିରି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିଦର୍ଶନ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୨/୯ :ଦଣ୍ଡମୁକ୍ତ ଅଞ୍ଚଳରେ ଛାତ୍ରୀଙ୍କୁ ମାଡ଼ ଅଭିଯୋଗ । ସ୍କୁଲରେ ମଧ୍ୟାହ୍ନ ଭୋଜନ ଖାଇବା ବେଳେ ପାଞ୍ଚ ଜଣ ଅଷ୍ଟମ ଶ୍ରେଣୀ ଛାତ୍ରୀଙ୍କୁ ଖେଳ ଶିକ୍ଷକ ମାଡ଼ ମାରି ଲହୁ ଲୁହାଣ କରିଥିବା ଅଭିଯୋଗ ହୋଇଛି । କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବ୍ଲକ୍ ଅନ୍ତର୍ଗତ ରୁତୁଙ୍ଗିଆ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଘଟିଛି ଏଭଳି ଘଟଣା ।ସୂଚନା ପ୍ରକାରେ ବୁଧବାର ବିଦ୍ୟାଳୟ ପରିସରରେ ମଧ୍ୟାହ୍ନ ଭୋଜନ ଖାଇବା ସମୟରେ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୯ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ଆନୁକୂଲ୍ୟରେ +୩ ପ୍ରଥମ ବର୍ଷ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମାରୋହ ଉତ୍ସବ ଆୟୋଜିତ ହୋଇଯାଇଛି।ଉକ୍ତ ସମାବେଶରେ ମୁଖ୍ୟ ଅତିଥି ଭାବେ ରାମନାଗୁଡା ସରକାରୀ ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ କୈଳାସ ମଳିକ, ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ବିଭାଗୀୟ ମୁଖ୍ୟ ଡ଼.ବିଭୂତି ଭୂଷଣ ଆଚାର୍ଯ୍ୟ, ଅଧ୍ୟାପିକା ସ୍ନେହଲତା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୯: କନ୍ଧମାଳ ପ୍ରଶାସନ ଉପରେ ଭରସା କରି ପାହାଡ଼ ଉପର ଗାଁରୁ ତଳକୁ ଆସି ବସତି ସ୍ଥାପନ କଲେ; କିନ୍ତୁ ଏଠାରେ ଦୁର୍ଦ୍ଦଶାରେ ଏତେ ବଢ଼ିଗଲା ଯେ ଦିନ କାଟିବା ଅସମ୍ଭବ ହୋଇପଡ଼ିଲା । ସମସ୍ତ ମୌଳିକ ସୁବିଧାରୁ ବଞ୍ଚିତ ହୋଇ ଶେଷରେ ପୁଣି ନିଜ ଭିଟାମାଟି ବା ଗାଁକୁ ଫେରିଯିବାକୁ ମନ ବଳାଇଛନ୍ତି ୩୮ କୁଟିଆ ଆଦିବାସୀ ପରିବାର ।କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଳକ କୋଟଗଡ଼ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୮/୯: ଓଡ଼ିଶାର ଗଣପର୍ବ ନୂଆଁଖାଇ ବାଲିଗୁଡା ତଥା ଆଖପାଖ ଅଞ୍ଚଳ ଲଣ୍ଡାଗାଁରେ ମଧ୍ୟ ଧୁମଧାମରେ ପାଳିତ ହୋଇଯାଇଛି । ଏଥିପାଇଁ ଘରେ ଘରେ ଜମୁଛି ପିଠା ପଣାର ଆସର ।ଇଷ୍ଟ ଦେବାଦେବୀ ଓ ପିତୃପୁରୁଷଙ୍କ ନିକଟରେ ନାବନ୍ନ ଲାଗି କରିଛନ୍ତି ଲଣ୍ଡାଗାଁ ଅଞ୍ଚଳ ବାସୀ। ଚାଷୀ ଘରର ପୁଅ ନିଜ ଅମଳ ଧାନ ଘରକୁ ଆଣିବା ପରେ ପୂଜାର୍ଚ୍ଚନା କରି ସମସ୍ତେ ଏକାଠି ବସି ନବାନ୍ନ ଭକ୍ଷଣ କରିଛନ୍ତି।ନୂଆଖାଇ ଭେଟଘାଟରେ ସାନ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୭/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ସିଦ୍ଧି ପ୍ରଦାୟକ ଶ୍ରୀ ଶ୍ରୀ ଶ୍ରୀ ଗଜାନନଙ୍କ ପୂଜନୋତ୍ସବ ଯଥା ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି ।ଏହି ଅବସରରେ ଟାଉନର ସମସ୍ତ ଶିକ୍ଷାନୁଷ୍ଠାନ, ସ୍ବେଛାସେବୀ ଅନୁଷ୍ଠାନ, ସାଂସ୍କୃତିକ ଅନୁଷ୍ଠାନ ଗୁଡିକରେ ପୂଜାର୍ଚ୍ଚନା, ପୁଷ୍ପାଞ୍ଜଳି ଓ ପ୍ରସାଦ ସେବନ ସହ ନୂତନ ଛାତ୍ର ଛାତ୍ରୀ ମାନଙ୍କର ଖଡ଼ି ଛୁଆଁ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୬/୯: ପ୍ରଖ୍ୟାତ ଦାର୍ଶନିକ,ଶିକ୍ଷାବିତ ତଥା ପୂର୍ବତନ ରାଷ୍ଟ୍ରପତି ଡକ୍ଟର ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜୟନ୍ତୀ ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ଥିବା ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ୧୩୬ ତମ ଗୁରୁଦିବସ ମହାସମାରୋହ ରେ ପାଳିତ ହୋଇଯାଇଛି ।ଏହି ପରିପ୍ରେକ୍ଷୀରେ ବାଲିଗୁଡା ବ୍ଲକର ମିଡ଼ିଆକିଆ ପଞ୍ଚାୟତର ନୂଆସାହି ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଜଗଦୀଶ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩/୯ :କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ – ୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝୀ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ଉଦଯାପନୀ ଉତ୍ସବରେ ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦର ଅଧ୍ୟକ୍ଷ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ପୋଲିସକୁ ମିଳିଛି ଏକ ବଡ ସଫଳତା।ବାଲିଗୁଡା ପୋଲିସ ପକ୍ଷରୁ ଏସଆଇ ସଞ୍ଜୟ କୁମାର ସ୍ୱାଇଁ ଙ୍କ ନେତୃତ୍ବରେ ସୋମବାର ପାଟ୍ରୋଲିଂ କରାଯାଉଥିବା ବେଳେ ଗୋଇବନ୍ଧା ଛକ ଠାରେ ଏକ ବାଇକ ନଂ.ଓଡି-୦୩-ୱାଇ- ୪୪୬୪ ଯୋଗେ ଗଞ୍ଜେଇ ଚାଲଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ପୋଲିସ ମାଡି ବସିଥିଲା ।ଉକ୍ତ ବାଇକରେ ଗଞ୍ଜେଇ ଚାଲାଣ କରୁଥିବା ଦୁଇ ଅଭିଯୁକ୍ତ ବରଗଡ ଜିଲ୍ଲା ଖଇରାପାଲି ଅଞ୍ଚଳର Continue Reading