ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୯ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ବ୍ଲକ ଅଧିନସ୍ଥ ଲିଙ୍ଗାଗଡ଼ ଗ୍ରାମ ପଞ୍ଚାୟତରେ ମାଳତୀ ନାମକ ଏକ ଘରୋଇ ଯାତ୍ରୀବାହି ବସ ଦୁର୍ଘଟଣା ଗ୍ରସ୍ତ ହୋଇଛି । ମାଳତୀ ବସ ନମ୍ବର ଙଜ-୧୨-ଉ- ୨୧୪୨ ଆସିକା ଠାରୁ ମୁନିଗୁଡା ଅଭିମୁଖେ ଯାଉଥିଲା ।ଗାଇ ଷଣ୍ଢ ଲଢେଇ ହୋଇ ଦୁଇ ଗୋଟି ଗୋରୁ ହଠାତ ରାସ୍ତା ଉପରକୁ ଉଠିଆସିଥିଲେ । ଡ୍ରାଇଭର ବିଜୟ ନାରାୟଣ ପ୍ରଧାନ ଉକ୍ତ ଦୁଇ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୧/୮ : ଆଦିବାସୀ ମହାବିଦ୍ୟାଳୟର ସ୍ୱନକ୍ଷତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ଡା ରୀନା ପ୍ରଧାନ , ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ମାଲକାନଗରି କଲେଜର ଅଧକ୍ଷ(ପ୍ରନ୍ସିପାଲ) ଡା ମଧୂସୁଦନ ମହାପାତ୍ର ଯୋଗଦେଇ ଏହି ମହାବିଦ୍ୟାଳୟର ଐତିହ ଉପରେ କହିଥିଲେ ।ସମ୍ମାିତ ଅତିଥୀ ଭାବେ ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରତ୍ୟୁଷ ରଂଜନ ଶତପଥୀ,ପ୍ରକ୍ତାନ ପ୍ରାଧ୍ୟାପକ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୫/୦୮: କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ମା ‘ଦକ୍ଷିଣ କାଳୀ ମନ୍ଦିର ପରିସର ମଧ୍ୟରେ ରବିବାର ଅପରାହ୍ନରେ ବ୍ରାହ୍ମଣ ସମାଜର ଏକ ମାସିକ ବୈଠକ ସଭାପତି ଚିନ୍ତାମଣି ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ସମ୍ପାଦକ କାଳିନ୍ଦୀ ଚରଣ ପଣ୍ଡା ଓ କୋଷାଧକ୍ଷ ପବିତ୍ର ମୋହନ ପାଢ଼ୀଙ୍କ ସମେତ ଶତାଧିକ ବ୍ରାହ୍ମଣ ପରିବାର ଉପସ୍ଥିତ ରହି ସମାଜ ତରଫରୁ ବ୍ରାହ୍ମଣ ପିଲାଙ୍କୁ ବ୍ରତୋପନୟନ କରିବା Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୮ : ନବୀନ ସୂତ୍ରଧର ଟ୍ରଷ୍ଟ ଆନୁକୂଲ୍ୟରେ ବିଶ୍ଵ ଫଟୋଗ୍ରାଫି ଦିବସ ପରିପ୍ରେକ୍ଷୀରେ ଭୁବନେଶ୍ୱର ଜୟଦେବ ଭବନଠାରେ ତୃତୀୟ ରାଜ୍ୟସ୍ତରୀୟ ଫଟୋ ପ୍ରଦର୍ଶନୀ ଉଦ୍ଯାପିତ ହୋଇ ଯାଇଛି।ଏଥିରେ ଅତିଥି ଭାବେ ବରିଷ୍ଠ ସାମ୍ବାଦିକ ସମ୍ପଦ ମହାପାତ୍ର ଯୋଗଦେଇ ଚିରାଚରିତ ଫଟୋ ଛଡ଼ା କିଛି ଭିନ୍ନ ତଥା ସମାଜର ଉନ୍ନତି ଓ ସଂସ୍କାର ଆଣି ପାରୁଥିବା ଫଟୋ ଉଠାଇବା ଦିଗରେ ଯତ୍ନବାନ ହେବାକୁ ଫଟୋଗ୍ରାଫରଙ୍କୁ ପରାମର୍ଶ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୨/୮: କନ୍ଧମାଳ ଜିଲ୍ଲା ବରିଷ୍ଠ ନାଗରିକ ସଂଘ ଆନୁକୂଲ୍ୟରେ ବାଲିଗୁଡା ଶାଖା ପକ୍ଷରୁ ଜାତୀୟ ବରିଷ୍ଠ ନାଗରିକ ଦିବସ ସ୍ଥାନୀୟ ମା’ ଦକ୍ଷିଣ କାଳୀ ମନ୍ଦିର ପରିସରରେ ପାଳିତ ହୋଇଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଉପ ଜିଲାପାଳ ଡା. ରୀନା ପ୍ରଧାନ, ମୁଖ୍ୟବକ୍ତା ଭାବେ ବନଖଣ୍ଡ ଅଧିକାରୀ ବିଶ୍ବରାଜ ପଣ୍ଡା, ସମ୍ମାନିତ ଅତିଥି ଭାବେ ଭାରତୀୟ ଷ୍ଟେଟବ୍ୟାଙ୍କ ଶାଖା ପ୍ରବନ୍ଧକ ବିରଞ୍ଚି ନାରାୟଣ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୮ : ଗ୍ରାମାଞ୍ଚଳରେ ଔଷଧୀୟ ଚାଷକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଦୁର୍ଗମ ଗାଁ ଓ ଉଜୁଡିଯାଇଥିବା ଜଙ୍ଗଲରେ ଏହି ଔଷଧୀୟ ବୃକ୍ଷ ଚାଷ କରାଯାଉଛି ଏଥିପାଇଁ ସରକାରୀ ହେଉ କି ବେସରକାରୀ ଅନୁଷ୍ଠାନ ପକ୍ଷରୁ ବିଭିନ୍ନ ଗାଁ ରେ ଲୋକଙ୍କୁ ସଚେତନ କରାଯାଉଛି। ଔଷଧୀୟ ବୃକ୍ଷ ଏବେ ଚାହିଦା ବୃଦ୍ଧି କାରଣରୁ ଅର୍ଥ ରୋଜଗାର କରିବାର ବାଟ ଫିଟିଛି। ଜୀବନଜୀବିକାର ରାହା ପାଲଟିଛି।ଏବେ ଅର୍ଥକାରୀ ଫସଲ ଭାବେ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୦/୮;ବାଲିଗୁଡା ପଂଚାୟତ ସମିତିର ସଭାଗୃହ ଠାରେ ମୋ ଜଙ୍ଗଲ ଜମି ଯୋଜନା ଜଙ୍ଗଲ ଅଧିକାର ଅଧି ନିୟମ ସପ୍ତାହ ପାଳନ ଅବସରରେ ଜଙ୍ଗଜମି ପଟ୍ଟା ବଣ୍୍ଟନ କରାଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧକ୍ଷା ନନ୍ଦିନୀ ମଳିକ,ତହସିଲଦାର ଦୀପ୍ରତି ପ୍ରକାଶ ବେହେରା,ଡେପୁଟି କଲେକ୍ଟର ଧିରଜ ପାତ୍ର,ରାଜେନ୍ଦ୍ର ନାରାୟଣ ସେନାପତି, ରାଉତ,ଏବିଡିଓ ପ୍ରଦୀପ କୁମାର ବାଘ,ବନାଂଚଳ ଅଧିକାରୀ ଅତୁଲ୍ୟ ମହାନ୍ତୀ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୭/୮: କନ୍ଧମାଳ ଜିଲ୍ଲା ବାଲିଗୁଡା ଯୋଗାଣ ବିଭାଗ କୌଣସି ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ବାଲିଗୁଡା ନୁଆସାହି ରାସ୍ତାରେ ତେଜରାତି ଦୋକାନ କରିଥିବା ସୂର୍ଯ୍ୟ ପ୍ରସାଦ ପଣ୍ଡାଙ୍କ ଦୋକାନ ଉପରେ ଶନିବାର ଅଚାନକ ଚଢ଼ାଉ କରି ୬ କ୍ୱିଣ୍ଟାଲ ସରକାରୀ କଣ୍ଟ୍ରୋଲ ଚାଉଳ ଦେଖିବାକୁ ପାଇଥିଲେ ।ଉକ୍ତ ଚାଉଳ ବିଷୟରେ ସୂର୍ଯ୍ୟ ପ୍ରସାଦ ପଣ୍ଡା ଅଧିକାରୀ ମାନଙ୍କୁ କୌଣସି ପ୍ରକାରେ ସନ୍ତୋଷ ଜନକ ଉତ୍ତର ଦେଇ ପାରି ନ ଥିଲେ । Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୬/୮: ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ ।ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ.ନୁଆଗାଁ ବ୍ଲକ୍ ଅନ୍ତର୍ଗତ ମହାସିଙ୍ଗି ପଞ୍ଚାୟତର ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ।ସୂଚନା ପ୍ରକାରେ ଗୁମାପଦର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମରୁ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୧୩/୮: ୭୮ତମ ସ୍ୱାଧୀନତା ଦିବସ ପାଳନ ଅବସରରେ ଓଡିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ସମଗ୍ର ରାଜ୍ୟରେ ଘରେ ଘରେ ତ୍ରିରଙ୍ଗା ଅଭିଯାନ ଆରମ୍ଭ ହୋଇଛି ।ସ୍ୱାଧୀନତାର ଅମୃତ ମହୋତ୍ସବ ପାଳନ ଅବସରରେ ଆରମ୍ଭ ହୋଇଥିବା ଏହି ଅଭିଯାନରେ ସମଗ୍ର ଭାରତର ନାଗରିକଙ୍କୁ ସାମିଲ କରି ବିଭିନ୍ନତା ମଧ୍ୟରେ ଏକତାର ବାର୍ତ୍ତା ଦେଇଛନ୍ତି ।ଏହି ଅବସରରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ପ୍ରଶାସନ ଆନୁକୁଲ୍ୟରେ ସ୍ଥାନୀୟ ବ୍ଲକ Continue Reading