ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ବଣ୍ଡଗୁଡା ପଞ୍ଚାୟତ ର ବିଲାବାଡି ଠାରେ ଥିବା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ଦୀର୍ଘ ବର୍ଷ ହେବ ବନ୍ଦ ରହିଛି ।ଗ୍ରାମବାସୀ ଅଭିଯୋଗ ମୁତାବକ ବିଲାବାଡି ଠାରେ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତଥା ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ ବନ୍ଦ ରହିଥିବା ରୁ ଅଞ୍ଚଳ ବାସୀ ବହୁତ ଅସୁବିଧା ସମୁଖୀନ ହେଉଥିବା କହିଛନ୍ତି ।ଅନ୍ୟ ପଟେ ସରକାର Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୭/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନଏସି ଅଞ୍ଚଳରେ ଜନସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜଳ ଯୋଗାଣ କରାଯାଉଛି କ୍ଷ କିନ୍ତୁ ବର୍ତ୍ତମାନ କିଛି ଦିନ ହେଲା ଗୋଳି ପାଣି ଆସୁଥିବାରୁ ଏହା ବ୍ୟବହାର ହୋଇ ପାରୁ ନାହିଁ। ଯାହା ଫଳରେ ସାହି ବାସିନ୍ଦା ବାଧ୍ୟ ହୋଇ କୂଅ ଓ ନଳକୂପ ଉପରେ ଭରସା କରୁଛନ୍ତି। ଏହି ଗୋଳିଆ ପାଣି ପାନ କରି ୱାର୍ଡ଼ ବାସିନ୍ଦା ମାନେ ଥଣ୍ଡା,କାଶ, ଜ୍ଵର ଭଳି ବିଭିନ୍ନ ପ୍ରକାର […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୮ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ପରିସର ମଧ୍ୟରେ ଥିବା ଆଧାର କେନ୍ଦ୍ରରୁ ପ୍ରିଣ୍ଟର ଓ ଆଇ ସ୍କାନର ଚୋରି ହୋଇଥିବା ନେଇ ଆଧାର କେନ୍ଦ୍ରର ପରିଚାଳକ ସୁରେନ ସାହୁ ଦାରିଙ୍ଗବାଡି ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ।ସୁରେନ୍ ସାହୁ ଶନିବାର ଦିନ ସନ୍ଧ୍ୟା ୫ ବେଳେ ଆଧାର କେନ୍ଦ୍ର ବନ୍ଦ କରି ନିଜ ଘର ସିମନବାଡ଼ି ଗ୍ରାମକୁ ଯାଇଥିଲେ । ରବିବାର ଛୁଟି ଥିବା ଯୋଗୁଁ […]Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୮: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡରେ ଅନେକ ଗ୍ରାମକୁ ରାସ୍ତା ନାହିଁ । ଆଉ ଦିନ କେଇଟା ପରେ ସାରା ଦେଶ ୭୭ ତମ ସ୍ବାଧୀନତା ଦିବସ ପାଳିବ; କିନ୍ତୁ ଏମିତି ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ନାହିଁ କି କେହି ପାଠ ପଢିନାହାନ୍ତି, ଏପରିକି ଅଙ୍ଗନବାଡି କି ସ୍କୁଲ ପିଣ୍ଡା ମଧ୍ୟ ମାଡ଼ି ନାହାନ୍ତି। ଗାଁରେ କେତେକ ବୟସ୍କ ଅଛନ୍ତି ଯେଉଁମାନେ ଆଜି ପର୍ୟ୍ୟନ୍ତ ବସ୍ କି ଗାଡିରେ ବସିନାହାନ୍ତି […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ବ୍ଲକ୍ କାର୍ଯ୍ୟାଳୟରେ ସ୍ଥାୟୀ ବି. ଡ଼ି.ଓ. ନ ଥିବା ଯୋଗୁଁ ଜନସାଧାରଣ ନାହିଁ ନ ଥିବା ଅସୁବିଧାର ସମ୍ମୁଖିନ ହେଉଥିବା ଦେଖୁବାକୁ ମିଳିଛି ।ପୂର୍ବରୁ ଥିବା ବିଡ଼ିଓ ମନୋଜ କୁମାର ପାଢ଼ୀ ଗତ ମେ ମାସ ୩୧ ତାରିଖରେ ଅବସର ଗ୍ରହଣ କରିବା ପରେ ଏଠାରେ ନୂତନ ବିଡ଼ିଓ ନିଯୁକ୍ତି ହୋଇ ନାହାନ୍ତି, ଯାହା ଫଳରେ ଦୀର୍ଘ ୩ ମାସ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୮: ଗଜପତି ଜିଲ୍ଲାରେ ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ତରଫରୁ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ ପ୍ରକ୍ରିୟା ୧୫ ଜୁଲାଇ ଠାରୁ ଆରମ୍ଭ ହେଉଛି।ଧାନ ସଂଗ୍ରହ ବର୍ଷ ୨୦୨୪-୨୫ ପାଇଁ ଜିଲ୍ଲାରେ ଖରିଫ ଧାନ କ୍ରୟ ପାଇଁ ଚାଷୀ ପଞ୍ଜିକରଣ କରିବା ଲାଗି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଏକ ପ୍ରଚାର ରଥକୁ ଗଜପତି ଜିଲ୍ଲାପାଳ ଶ୍ରୀ ସ୍ମୃତି ରଞ୍ଜନ ପ୍ରଧାନ ଓ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ କ୍ରୀଡା ସଙ୍ଘ ର ନୂତନ କର୍ମକର୍ତ୍ତା ଚୟନ ହୋଇଯାଇଛି । ଏଥିରେ ସର୍ବ ସମ୍ମତି କ୍ରମେ ସ୍ଥାୟୀ ସଭାପତି ଭାବେ ବାଲିଗୁଡା ଉପଜିଲ୍ଲାପାଳ ରହିଥିବା ଥିବା ବେଳେ ଉପସଭାପତି ଭାବେ ପ୍ରଶାନ୍ତ କୁମାର ସାହୁ, ଉପଦେଷ୍ଟା ଭାବେ ଗଙ୍ଗାଧର ପଣ୍ଡା, ସୁରେନ୍ଦ୍ର କୁମାର ପାତ୍ର, ସମ୍ପାଦକ ଭାବେ ତିର୍ଥବାସି ଘଡାଇ, ଯୁଗ୍ମ ସମ୍ପାଦକ ଭାବେ ଏ.ଶ୍ରୀନିବାସ ଦୋରା, କୋଷାଧ୍ୟକ୍ଷ ଭାବେ Continue Reading

ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୭: ବାଲିଗୁଡା ଏନଏସିର ଜଣେ ସଫେଇ କର୍ମଚାରୀଙ୍କୁ ଜଳଖିଆ ଦୋକାନୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ବାଲିଗୁଡା ଥାନାରେ ।ସୁଚନା ପ୍ରକାରେ ଜଣେ ସଫେଇ କର୍ମଚାରୀ ଆକାଶ ନାୟକ ବାଲିଗୁଡାମେଡିକାଲ ସମ୍ମୁଖରେ ଥିବା ଜଳଖିଆ ଦୋକାନର ମାଲିକ ପ୍ରଶନ ସାବତଙ୍କୁ କହିଥିଲେ ଯେ ଜଳଖିଆ ପତ୍ର ଗୁଡାକ ଡଷ୍ଟପିନରେ ନପକାଇ ବାହାରେ ପକାଉଛୁ କହି ବାରଣ କରିଥିବାରୁ ତାଙ୍କ ଉପରେ ଗରମ ତେଲ ପକାଇଦେଇଥିଲେ ଯାହାଫଳରେ ତାଙ୍କ Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୭/୭ : ରାଜ୍ୟରେ ୧୪୭ଟି ବିଧାନସଭା ଆସନ ଥିବାବେଳେ ଜି.ଉଦୟଗିରି ଓ ଦାରିଙ୍ଗବାଡି ବିଧାନସଭା କ୍ଷେତ୍ରକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି। ଜି.ଉଦୟଗିରି ବିଧାନସଭା କ୍ଷେତ୍ର ପୂର୍ବରୁ ଥିବାବେଳେ ଦାରିଙ୍ଗବାଡ଼ି କେବେଠାରୁ ବିଧାନସଭା କ୍ଷେତ୍ର ହେଲାଣି ତାହାକୁ ନେଇ ଏବେ କନ୍ଧମାଳ ଜିଲାରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।ଏକଲବ୍ୟ ବିଦ୍ୟାଳୟ ସ୍ଥାପନା ନେଇ ୨୦୨୩ ମେ ୩୦ ତାରିଖରେ ଏକ ଫଳକ ଲଗାଯାଇଛି, Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୨୫/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ବ୍ଲକ୍ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି।ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ଏକ କୋଟିରୁ ଅଧିକ ଟଙ୍କା ମହାତ୍ମାଗାନ୍ଧୀ କର୍ମନିଯୁକ୍ତି ଯୋଜନାରେ ଅପବ୍ୟବହାର କରାଯିବା ସହ ନିମ୍ନମାନର କାମ କରି ଲକ୍ଷାଧିକ ଟଙ୍କା ଆତ୍ମସାତ କରିଥିବା ଦେଖିବାକୁ Continue Reading