Home Posts tagged BANAPUR
Odisha News
ବାଣପୁର,୨୩/୫: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସିଥିବା ବେଳେ ଚିଲିକାର ବାଣପୁରରେ ଆୟୋଜିତ ଏକ ଜନସଭାରେ ଯୋଗ ଦେଇଛନ୍ତି। ଯୋଗୀ ଆରମ୍ଭରୁ ଓଡ଼ିଶା ସରକାରଙ୍କ ଉପରେ ବର୍ଷିଛନ୍ତି।ଯୋଗୀ କହିଛନ୍ତି, ନବୀନ ସରକାର ଏଠାରେ ଆୟୁଷ୍ମାନ ଭାରତ ଲାଗୁ କରିନାହାନ୍ତି। ଏଠାରେ କେବଳ ଲ୍ୟାଣ୍ଡ, ସ୍ୟାଣ୍ଡ ମାଇନିଂ ନୁହଁ, ଏଠାରେ ରତ୍ନଭଣ୍ଡାର ଚାବି ବି ହଜାଇ ଦେଇଛନ୍ତି। ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ , ଓଡ଼ିଶାରେ ଡବଲ Continue Reading
Seo wordpress plugin by www.seowizard.org.