Home Posts tagged Barabati stadium
Odisha News
କଟକ,୧୧/୧: ଆଜି ଦୁଲୁକିବ ବାରବାଟୀ ଷ୍ଟାଡିୟମ । ବିଶ୍ୱକପ ହକିର ଉଦ୍ଘାଟନୀ ଉତ୍ସବ ନିମନ୍ତେ ଆୟୋଜିତ ହେବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମକୁ ଆକର୍ଷଣୀୟ କରିବାକୁ ପୁରା ସହର ସମେତ ଷ୍ଟାଡିୟମକୁ ସଜାଯାଇଛି ।ଆସନ୍ତା ୧୩ରୁ ୨୯ ତାରିଖ ପର‌୍ୟ୍ୟନ୍ତ ଭୁବନେଶ୍ୱର ଓ ରାଉରକେଲା ଷ୍ଟାଡିୟମରେ ଆୟୋଜିତ ହେବ ହକି ବିଶ୍ୱକପ୍ । ଏହି କାର୍ଯ୍ୟକ୍ରମକୁ ଆଜି ଆନୁଷ୍ଠାନିକ ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିବେ । ଅନ୍ୟ କିଛି ରାଜ୍ୟର ଅତିଥି Continue Reading
Odisha News
କଟକ, ୧୨/୬: ଦୀର୍ଘ ଅଢ଼େଇ ବର୍ଷ ବ୍ୟବଧ୍ୟାନ ପରେ ପୁଣି ବାରବାଟୀରେ ହେବାକୁ ଯାଉଛି ଅନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍। ଆଜି ସଂଧ୍ୟା ୭ଟାରେ ମୁହାଁମୁହିଁ ହେବେ ଭାରତ-ଦକ୍ଷିଣ ଆଫ୍ରିକା ଟିମ୍।ଚଳିତ ୫ଟିକିଆ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ୍ ଖେଳିବାକୁ ସେମାନେ ଏଠାରେ ପଡ଼ିଆକୁ ଓହ୍ଲାଇବେ। ଏହି ମ୍ୟାଚ୍କୁ ନେଇ ରାଜ୍ୟର କ୍ରୀଡ଼ାପ୍ରେମୀଙ୍କ ମଧ୍ୟରେ ନାହିଁ ନ ଥିବା ଉତ୍ସାହ ଦେଖିବାକୁ ମିଳିଛି।ସିରିଜ୍ର ପ୍ରଥମ ମ୍ୟାଚ୍ ଭାରତ ହାରିଥିଲା। ବାରବାଟୀରେ ମ୍ୟାଚ୍ ଜିତି Continue Reading
Odisha News
କଟକ,୧୧/୬: ଦୀର୍ଘ ଅଢେଇ ବର୍ଷର ବ୍ୟବଧାନ ପରେ ଆସନ୍ତାକାଲି ବାରବାଟୀ ଷ୍ଟାଡିୟମରେ ଆୟୋଜିତ ହେବ ଭାରତ- ସାଉଥ ଆଫ୍ରିକା ଟି-୨୦ ମ୍ୟାଚ। ମ୍ୟାଚକୁ ସୁରୁଖୁରୁରେ ସମ୍ପାଦନ କରିବା ନିମନ୍ତେ କଟକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଆଜି ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଛନ୍ତି କଟକ ଡିସିପି ପିନାକ ମିଶ୍ର।କଟକ ଡିସିପି କହିଛନ୍ତି, ଆସନ୍ତାକାଲି ଅପରାହ୍ନ ୩ଟାରୁ ଷ୍ଟାଡିୟମର ପ୍ରବେଶ ଗେଟ ଖୋଲାଯିବ। ଟିକେଟରେ ସ୍ପଷ୍ଟ ଭାବେ ଗେଟ୍ Continue Reading
Odisha News
ଭୁବନେଶ୍ୱର,୧୦/୬: ଆଉ ଦିନକ ପରେ ଅନୁଷ୍ଟିତ ହେବ ବାରବାଟି ଷ୍ଟାଡିୟମରେ ଭାରତ-ଆଫ୍ରିକା ୨ୟ ଟି-୨୦ ମ୍ୟାଚ୍ । ଏହି ମ୍ୟାଚ୍ ଦେଖିବାକୁ ବିସିସି ସଭାପତି ସୌରଭ ଗାଙ୍ଗୁଲି କଟକ ବାରବାଟୀ ଷ୍ଟାଡିୟମ ଆସିବେ । ଆସନ୍ତା ୧୨ରେ ଗାଙ୍ଗୁଲି ବାରବାଟୀ ଆସିବା ନେଇ ଓସିଏ ପକ୍ଷରୁ ସୂଚନା ଦିଆଯାଇଛି । ୧୨ରେ ବାରବାଟୀରେ ଭାରତ-ଦ.ଆଫ୍ରିକା ୨ୟ ଟି-ଟ୍ୱେଣ୍ଟି ମ୍ୟାଚ୍ ଖେଳାଯିବ । ଏଥିପାଇଁ ଦୁଇ ଦଳର ଖେଳାଳିମାନେ ଭୁବନେଶ୍ୱରରେ ପହଞ୍ଚି ସାରିଛନ୍ତି ।ଭୁବନେଶ୍ୱର Continue Reading
Seo wordpress plugin by www.seowizard.org.