
ବରଗଡ଼,୧୯/୫: ବରଗଡ଼ ଜିଲାରେ ୨୦୨୦ରେ ସଂଘଟିତ ଏକ ବଳାତ୍କାର ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହି ମାମଲାରେ ଅତିରିକ୍ତ ଜିଲା ଦୌରା ଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ ଜଜ୍ ଅଭିଯୁକ୍ତ ବାପାଙ୍କୁ ଆଜୀବନ କାରାଦଣ୍ଡାଦେଶରେ ଦଣ୍ଡିତ କରିଛନ୍ତି । ଏହା ସହିତ ପୀଡ଼ିତା ୧୦ ଲକ୍ଷ କ୍ଷତିପୂରଣ ଦେବା ଦିଗରେ ପଦକ୍ଷେପ ନେବାକୁ ଡିଏଲ୍ଏସ୍ଏଙ୍କୁ ନିର୍ଦ୍ଦେଶ ଦିଆଯାଇଛି।ପ୍ରକାଶ ଥାଉକି, ଗତ ୨୦୨୦ ଫେବୃଆରୀ ୨୨ରେ ଏହି ଘଟଣାକୁ ନେଇ ବରଗଡ଼ ଟାଉନ ଥାନାରେ ଏକ ମାମଲା Continue Reading