Home Posts tagged baramunda bus stand.
Odisha News
ଭୁବନେଶ୍ୱର,୬/୨: ରାଜଧାନୀର ନୂଆ ବରମୁଣ୍ଡା ବସ୍ଷ୍ଟାଣ୍ଡରେ ବୋମାମାଡ ହୋଇଛି। ଖାଇବାକୁ ନେଇ ଝଗଡା ହେବାରୁ ଏକ ହୋଟେଲ କର୍ମଚାରୀଙ୍କ ଉପରକୁ ଏହି ବୋମାମାଡ ହୋଇଥିବା ଜଣାପଡିଛି। ଏହି ଘଟଣାରେ ୩ ଜଣ ଆହତ ହୋଇଛନ୍ତି। ସେମାନଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। େବୋମାମାଡ କରିଥିବା ୨ ବ୍ୟକ୍ତିଙ୍କୁ ଅଟକ ରଖି ପଚରାଉଚରା କରୁଛି ଖଣ୍ଡଗିରି ପୋଲିସ।ସୂଚନାଯୋଗ୍ୟ, ବସ୍ଷ୍ଟାଣ୍ଡରେ ଥିବା ଜୟ ଜଗନ୍ନାଥ ହୋଟେଲକୁ ଦୁଇ ଜଣ ବ୍ୟକ୍ତି ଖାଇବାକୁ ଯାଇଥିଲେ। Continue Reading
Odisha News
ଭୁବନେଶ୍ବର, ୧୯/୬: ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ହଣାକଟା ହୋଇ ଜଣେ ଗୁରୁତର ଆହତ ହୋଇଥିବା ସୂଚନା ରହିଛି। ଦୁଇ ଜଣ ବସ୍ କର୍ମଚାରୀଙ୍କ ମଧ୍ୟରେ ଗଣ୍ଡଗୋଳ ଉପୁଜିବାରୁ ଏହା ଧୀରେ ଧୀରେ ହଣାକଟାର ରୂପ ନେଇଥିଲା।ଜଣେ ଉତ୍ତ୍ୟକ୍ତ କର୍ମଚାରୀଙ୍କ ଆକ୍ରମଣରେ ଅନ୍ୟ ଜଣେ କର୍ମଚାରୀ ଆହତ ହୋଇଥିବା ସୂଚନା ରହିଛି। ଘଟଣାସ୍ଥଳରେ ଭରତପୁର ଥାନା ପୁଲିସ୍ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।ଜାଣିବାକୁ ମିଳିଛି ଯେ ଭୁବନେଶ୍ବରରୁ ଗଞ୍ଜାମକୁ ଯାଉଥିବା ବେଳେ Continue Reading
Seo wordpress plugin by www.seowizard.org.