Home Posts tagged Baripada
Odisha News
ବାରିପଦା, ୨୯/୪ : ବାରିପଦା ବ୍ୟାଙ୍କ ଅଫ୍ ଇଣ୍ଡିଆର ରିଜିଓନାଲ୍ ଅଫିସରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବ୍ୟାଙ୍କ ଅଫ୍ ଇଣ୍ଡିଆର କାର‌୍ୟ୍ୟାଳୟ ଥିବା ତୃତୀୟ ମହଲାରେ ନିଆଁ ଲାଗିଯାଇଛି। ୩ ଜଣଙ୍କୁ ଅସୁସ୍ଥ ଅବସ୍ଥାରେ ଉଦ୍ଧାର କରାଯାଇଛି। ୩ ଅସୁସ୍ଥ ମଧ୍ୟରେ ଜଣେ ମହିଳା ସମେତ ୨ଜଣ ପୁରୁଷ ଥିବା ଜଣାଯାଇଛି।ନିଆଁକୁ ଆୟତ୍ତ କରିବା ପାଇଁ ୨ଟି ଅଗ୍ନିଶମ ବାହିନୀ ନିୟୋଜିତ ଅଛନ୍ତି। ବ୍ୟାଙ୍କ ଭିତରେ ଅନେକ କର୍ମଚାରୀ ଫଶି ରହିଥିବା ଆଶଙ୍କା କରାଯାଉଛି। ଧୂଆଁ ଅଧିକ Continue Reading
Odisha News
ବାରିପଦା,୨୬/୪: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୋଲିସ ଜବତ କରିଛି ।ଶୁକ୍ରବାର ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୋଲିସକୁ ଖବର ଦେଇଥିଲେ। ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ସାଧାରଣରେ ଚର୍ଚ୍ଚା ହେଉଛି […]Continue Reading
Odisha News
ବାରିପଦା, ୧୭/୩: ଅଫିମ ଚାଷର ହବ୍ ପାଲଟିଛି ଶିମିଳିପାଳ ଅଭୟାରଣ୍ୟ। ଏକର ଏକର ଜମିରେ ଚାଲିଛି କୋଟି କୋଟି ଟଙ୍କାର ଅଫିମ ଚାଷ। ଅଭୟାରଣ୍ୟର କୋର୍ ଅଞ୍ଚଳରେ ବର୍ଷ ବର୍ଷ ଧରି ଚାଲିଥିବା ନିଶାଦ୍ରବ୍ୟର ଏହି ଫସଲ ବିଷୟରେ ଜାଣିବା ପରେ ୩ କୋଟି ଟଙ୍କାର ଅଫିମ ନଷ୍ଟ କରିଛି ପୁଲିସ।ଅଭୟାରଣ୍ୟର ଆଭ୍ୟନ୍ତରୀଣ ଅଞ୍ଚଳ, ଯଶିପୁର ଥାନା ଫୁଲବାଡ଼ି ଓ ଜୋଜଗୁଡ଼ା ଗାଁରେ ରେଡ୍ କରି ଅଫିମ ଚାଷକୁ ନଷ୍ଟ କରିଛି ପୁଲିସ, ଅବକାରୀ ଓ ବନ […]Continue Reading
Odisha News
ବାରିପଦା, ୧୮/୧: ଗତ କାଲି ରାତିରେ ବାରିପଦା ସହରରେ ଏକ ଦନ୍ତା ହାତୀ ଲୋକଙ୍କ ନିଦ ହଜାଇ ଦେଇଛି। । ଏ ଗଳିରୁ ସେ ଗଳି ବୁଲି ବନ ବିଭାଗକୁ କରୁଛି ନାକେଦମ୍। ବନ ବିଭାଗ ହାତୀଟି ଟ୍ରାଙ୍କୁଲାଇଜ କରିବା କରିବାକୁ ଚେଷ୍ଟା କରୁଥିଲେ ମଧ୍ୟ ତାହା ସମ୍ଭବ ହୋଇପାରି ନାହିଁ। ଘଟଣା ଘଟିଛି ବାରିପଦା ସହରର ଏମକେସି ହାଇସ୍କୁଲ ପରିସରରେ।ଗତକାଲି ରାତିରେ ପାଚେରି ଭାଙ୍ଗି ଏମକେସି ହାଇସ୍କୁଲ ପରିସରକୁ ଦନ୍ତା ହାତୀଟି ପଶି ଆସିଥିଲା। ସ୍ଥାନୀୟ […]Continue Reading
Odisha News
ବାରିପଦା, ୧୨/୧: ଶୋକାକୂଳ ପରିବେଶରେ ସରିଛି ସିମୁଳିଆ ବିଡ଼ିଓଙ୍କ ଶେଷକୃତ୍ୟ । ପରିବାର ଓ ପ୍ରିୟଜନଙ୍କ ଉପସ୍ଥିତିରେ ଗାଁ ମଶାଣିରେ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ସଂସ୍କାର ହୋଇଛି । ତେବେ ବିଡିଓଙ୍କ ଶେଷକୃତ୍ୟ ପରେ ସାଙ୍ଘାତିକ ଅଭିଯୋଗ ଆଣିଛନ୍ତି ମୃତ ବିଡିଓଙ୍କ ପତ୍ନୀ ନିବେଦିତା ରାଉତ ।କହିଛନ୍ତି, ତାଙ୍କ ସ୍ୱାମୀ ବିଡିଓ ଥିଲେ, କିନ୍ତୁ ତାଙ୍କ ଅନ୍ତିମ ସଂସ୍କାରରେ କୌଣସି ପ୍ରଶାସନିକ ଅଧିକାରୀ ସାମିଲ ହେଲେ ନାହିଁ । ଆଉ ଏହି ବୟାନ ପରେ ବିଡ଼ିଓଙ୍କ Continue Reading
Odisha News
ବାରିପଦା,୨୦/୧୧: ଭାରତର ପ୍ରଥମ ନାଗରିକ ମୟୂରଭଞ୍ଜ ମାଟିର ଝିଅ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଦ୍ବିତୀୟ ଥର ପାଇଁ ନିଜ ଜନ୍ମମାଟିକୁ ଦୁଇଦିନିଆ ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ବାୟୁସେନାର ସ୍ୱତନ୍ତ୍ର ବିମାନରେ ରାଷ୍ଟ୍ରପତି ବାରିପଦା ପୁଲିସ ପଡ଼ିଆରେ ପହଞ୍ଚିଥିଲେ। ସେଠାରେ ରାଜ୍ୟପାଳ ରଘୁବର ଦାସ, କେନ୍ଦ୍ରମନ୍ତ୍ରୀ ବିଶ୍ବେଶ୍ବର ଟୁଡୁ ଓ ରାଜସ୍ବ ମନ୍ତ୍ରୀ ସୁଦାମ ମାର୍ଣ୍ଡି ରାଷ୍ଟ୍ରପତି Continue Reading
Odisha News
ବାରିପଦା,୨୩/୯: ପି.ଆର.ଏମ ମେଡିକାଲ କଲେଜର ଡାକ୍ତରୀ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣାକୁ ନେଇ ବାରିପଦା ସଦର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି ମୃତକଙ୍କ ବାପା।ଘଟଣା ବାବଦରେ ମୃତ ଛାତ୍ରଙ୍କ ଅତି ନିକଟତର ଥିବା ସହପାଠୀ ସବୁ ଜାଣିଥିବା ନେଇ ବାପା ଲିଖିତ ଅଭିଯୋଗ କରିଥିବା ଜଣାଯାଇଛି। ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଭାବେ ତଦନ୍ତ ପାଇଁ ସେ ଦାବି କରିଛନ୍ତି।ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜର ଜଣେ ପ୍ରଥମବର୍ଷ ଛାତ୍ର (ହାଉସ୍ Continue Reading
Odisha News
ବାରିପଦା,୧୧/୯: ହାତୀ ଘଉଡ଼ାଇବା ବେଳେ ହାତୀ ହାବୁଡ଼ରେ ପଡ଼ିଗଲେ ଫରେଷ୍ଟର ଓ ଜଣେ ବନ କର୍ମଚାରୀ। ହାତୀ ଉଭୟଙ୍କୁ ଟେକି କଚାଡ଼ି ଦେବାରୁ ଉଭୟଙ୍କ ଅବସ୍ଥା ଗୁରୁତର ରହିଛି। ତୁରନ୍ତ ସେମାନଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିବା ବେଳେ ଅବସ୍ଥା ସଙ୍କଟାପନ୍ନ ଥିବା ଜଣାଯାଇଛି।ଏପରି ଏକ ଅଭାବନୀୟ ଘଟଣା ବାରିପଦା ବନଖଣ୍ଡ ଅଧୀନରେ ଥିବା ବେତନଟୀ ରେଞ୍ଜରେ ଘଟିଛି। ଗୁରୁତରଦ୍ୱୟ ହେଲେ ଫରେଷ୍ଟର ପ୍ରଦୀପ ଦେହୁରୀ ଏବଂ ଠିକା କମଚାରୀ ଜତିନ କିସ୍କୁ।ବାରିପଦା ବନଖଣ୍ଡ Continue Reading
Odisha News
ବାରିପଦା,୧୮/୮ : ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡ଼ିକାଲ୍ କଲେଜ ଆଣ୍ଡ ହସ୍ପିଟାଲ୍ରେ ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ମେଡ଼ିକାଲ୍ର ତୃତୀୟ ମହଲାରୁ ନିଆଁ ଲାଗିଥିଲା। ମାତ୍ର ଏଥିରେ କେହି ମୃତାହାତ ହୋଇନଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।ଆଜି ଅପରାହ୍ନରେ ୭ ମହଲା ବିଶିଷ୍ଟ ପ୍ରସୂତି ବିଭାଗର ତୃତୀୟ ମହଲାରେ ନିଆଁ ଲାଗି ଯାଇଥିଲା। ସେତେବେଳେ ଆଇସିୟୁରେ ନବଜାତ ଓ ୱାର୍ଡରେ ପ୍ରସୂତିମାନେ ଥିଲେ। ଶିଲିଂରୁ ଧୂଆଁ Continue Reading
Odisha News
ବାରିପଦା,୩୧/୭: ଓଡ଼ିଶାର ପ୍ରଥମ ଫଟୋ ସାମ୍ବାଦିକ ଭାବେ ଜଣାଶୁଣା ମୟୂରଭଞ୍ଜ ଜିଲ୍ଲାର ପୂର୍ଣ୍ଣଚନ୍ଦ୍ର ବିନ୍ଧାଣୀ। ବୟସ ୧୦୦ ଟପିଲାଣି। ଶତାୟୁ ପୂର୍ଣ୍ଣଚନ୍ଦ୍ର ଏବେ ବି ଚଳଚଞ୍ଚଳ। ଫଟୋଗ୍ରାଫର୍ ଭାବେ ତାଙ୍କର ଖ୍ୟାତି ରହିଥିବା ବେଳେ ସେ ଏକାଧାରରେ ଜଣେ ସତ୍ୟନିଷ୍ଠ ସାମ୍ବାଦିକ, ସୁସାହିତ୍ୟିକ, ଅଭିନେତା, ରଥ କାରିଗର ଓ ବାସ୍ତୁବିତ୍। ମୟୂରଭଞ୍ଜର ମହାରାଜା ଯଦୁନାଥ ଭଞ୍ଜଦେଓଙ୍କ ସମୟରେ ପୁରୀରୁ ବାରିପଦାକୁ ଉଠି ଆସିଥିଲେ ପୂର୍ଣ୍ଣଚନ୍ଦ୍ରଙ୍କ ପରିବାର। Continue Reading
Seo wordpress plugin by www.seowizard.org.