Home Posts tagged baruni snana in jajpur
Odisha News
ଯାଜପୁର, ୬/୪ : ଆଜି ବାରୁଣି ସ୍ନାନ। ଅନେକ ବର୍ଷ ପରେ ମହା ବାରୁଣି ଯୋଗ ପଡ଼ିଥିବାରୁ ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଛି।ଚଳିତ ବର୍ଷ ଶତଭିଷା ନକ୍ଷତ୍ର ସହ ଶନିବାର ଯୁକ୍ତ ହୋଇଥିବାରୁ ମହାବାରୁଣି ଯୋଗ ରହିଛି। ସକାଳ ୬.୦୯ ଠାରୁ ଦିନ ୧୨.୫୭ ମିନିଟ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ ମାନେ ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ […]Continue Reading
Seo wordpress plugin by www.seowizard.org.