Home Posts tagged bay of bengal
Odisha News
ଭୁବନେଶ୍ୱର,୧/୮:ଆଜି ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ଉତ୍ତର ଓଡ଼ିଶା ଓ ଉତ୍ତର ବଙ୍ଗୋପସାଗରରେ ଘନିଭୂତ ହୋଇ ଶୁକ୍ରବାର ସୁଦ୍ଧା ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି।ଏହାର ପ୍ରଭାବରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ହୋଇଛି। ଆଗାମୀ ଦୁଇ ଦିନ ପର‌୍ୟ୍ୟନ୍ତ ରାଜ୍ୟର ଅଧିକାଂଶ ସ୍ଥାରେ ବର୍ଷା ହେବ। ଆଉ କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅର୍ଥାତ ଆସନ୍ତା ୨ ଓ ୩ ତାରିଖରେ ବର୍ଷା […]Continue Reading
Seo wordpress plugin by www.seowizard.org.