Home Posts tagged Bhadrak district
Odisha News
ଭଦ୍ରକ, ୧୭/୪: ଆଜି ହେଉଛି ପବିତ୍ର ରାମ ନବମୀ। ଏହି ପବିତ୍ର ଦିନରେ ମର୍ଯ୍ୟାଦା ପୁରୁଷୋତ୍ତମ ଶ୍ରୀରାମଙ୍କର ସବୁଠି ଚାଲିଛି ପୂଜା ଆରାଧନା। ପଲ୍ଲୀଠୁ ସହର ସବୁଠି ହୋଇପଡିଛି ଉତ୍ସବ ମୁଖର।ରାମ ନବମୀ ପାଇଁ ଚଳଚଞ୍ଚଳ ଭଦ୍ରକ। ସଂପୂର୍ଣ୍ଣ ଗେରୁଆମୟ ହୋଇଉଠିଛି ଅଞ୍ଚଳ, ଜୟ ଶ୍ରୀରାମ ଧ୍ୱନୀରେ କମ୍ପୁଛି ଗାଁ ଦାଣ୍ଡ। ସହର ଠାରୁ ପୁରପଲ୍ଲୀ ଯାଏ ସବୁଆଡେ ଉତ୍ସବମୁଖର ପରିବେଶ। ଗାନ୍ଧି ପଡିଆରେ ପୂଜା ପାଠ ସହ ଯଜ୍ଞ ଓ ହନୁମାନ ଚାଳିଶା ପାଠ ହେଉଛି। […]Continue Reading
Odisha News
ଭଣ୍ଡାରିପୋଖରୀ, ୧୪/୪: ଭଦ୍ରକ ଜିଲ୍ଲା ଥାନା ଦେଇ ଯାଇଥିବା ୧୬ନଂ ଜାତୀୟ ରାଜପଥର ଆଖୁଆପଦା ଯଶୋଟିକିରି ନିକଟରେ ରାଜପଥ ଡିଭାଇଡର ଉପରେ ଚଢ଼ିଗଲା କାର।ଏଥିରେ ୫ବର୍ଷର ଶିଶୁ କନ୍ୟା ସହିତ ଦୁଇ ଜଣଙ୍କର ଶୋଚନୀୟ ମୃତ୍ୟୁ। ଗାଡ଼ିରେ ଥିବା ଅନ୍ୟ ୩ଜଣ ଗୁରୁତରଙ୍କ ମଧ୍ୟରୁ ସମସ୍ତଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଥିବା ଜଣାପଡ଼ିଛି।ମଧ୍ୟପ୍ରଦେଶ ଅଞ୍ଚଳର ବାସିନ୍ଦା ଜଗନ୍ନାଥ ଦର୍ଶନ ସାରି ଫେରିବା ବେଳେ Continue Reading
Odisha News
ଭଦ୍ରକ, ୪/୪ : ଶେଷରେ ସବୁ କଳ୍ପନାକଳ୍ପନାର ଅନ୍ତ ଘଟାଇ ବୁଧବାର ରାତିରେ ଭଦ୍ରକ ଜିଲ୍ଲାର ବରିଷ୍ଠ ବିଜେଡ଼ି ନେତା ତଥା ପୂର୍ବତନ ମନ୍ତ୍ରୀ ଯୁଗଳ କିଶୋର ପଟ୍ଟନାୟକଙ୍କ ପୁତ୍ର ଅସିତ୍ ପଟ୍ଟନାୟକ ( ବୁଲୁ ) ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର ବିଜେଡ଼ି ଦଳର ରାଜ୍ୟ ସଭାପତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଏହି ଇସ୍ତଫା ପତ୍ରରେ ସେ ଲେଖିଛନ୍ତି ଯେଉଁଠି ସମ୍ମାନ ନାହିଁ ସେ ଦଳରେ ରହିବି କାହିଁକି।ଅସିତଙ୍କର […]Continue Reading
Odisha News
ଭଦ୍ରକ, ୨/୩ : ଗୋଟିଏ ଦିନରେ ଗୋଟିଏ ପରିବାରର ଦୁଇ ଜଣ ସଦସ୍ୟଙ୍କର ଆତ୍ମହତ୍ୟା! ମୃତକ ଦ୍ୱୟ ସଂପର୍କରେ ଭାଇଭଉଣୀ। ଘଟଣାଟି ଘଟିଛି ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା କୋଠାର ଗାଁରେ।ଗାଁର ବିଦ୍ୟାଧର ବେହେରାଙ୍କ ପୁଅ ସନାତନ ବେହେରା ଆଜି ସକାଳେ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। ଏହା ପରେ ମଧ୍ୟାହ୍ନରେ ବିଦ୍ୟାଧର ବେହେରାଙ୍କ ବଡ଼ ଭାଇଙ୍କ ଝିଅ ଅର୍ଥାତ୍ ସନାତନଙ୍କ ବଡ଼ ବାପା ଝିଅ ନିରୁପମା ବେକରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଥିଲା। […]Continue Reading
Odisha News
ଭଦ୍ରକ,୧୫/୨: ବିଜେଡି ବିଧାୟକଙ୍କ ଘରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)। ଭଣ୍ଡାରିପୋଖରୀ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଗୁରୁବାର ସକାଳେ ଇଡି ପକ୍ଷରୁ ଚଢାଉ କରାଯାଇଛି।ବିଜେଡି ବିଧାୟକଙ୍କ ଭଦ୍ରକ ନୂଆବଜାର ବାସଭବନରେ ଇଡିର ୬ଜଣିଆ ଟିମ୍ ଚଢାଉ କରିଛନ୍ତି। ଏଥିସହ ଇଡି ବିଜେଡି ବିଧାୟକଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ଚଢାଉ କରିଛି।ଭଦ୍ରକ ସହରର ୪ଟି ସ୍ଥାନରେ ଓ ଭୁବନେଶ୍ୱରର ୬ଟି ସ୍ଥାନରେ ଇଡି ରେଡ୍ କରିଥିବା ସୂଚନା ରହିଛି। ବରପଦା ଇଞ୍ଜିନିୟରିଂ Continue Reading
Odisha News
ବାସୁଦେବପୁର, ୭/୧: ଭଦ୍ରକ ଜିଲ୍ଲା ଥାନା ବେତଡ଼ା ନିକଟସ୍ଥ ବିଷ୍ଣୁବିନ୍ଧା ନିକଟରେ ଗତ ଶନିବାର ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ବାଇକ ଅରୋହୀ ଗୁରୁତର ହୋଇଛନ୍ତି। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ଯୁବକ ବାଲେଶ୍ଵର ଅଞ୍ଚଳର ପ୍ରଣୟ ଦାସ ବୋଲି ସୂଚନା ମିଳିଛି।ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ସାବରପୁର ଅଞ୍ଚଳର ସେକ ରହିମୁଦ୍ଦିନ ଗୁରୁତର ହୋଇଛନ୍ତି। Continue Reading
Top Stories
 BY PUJA MISHRA BHADRAK ,DEC 27 :  In an effort to engage communities in fostering the game of football as an engine of social change, ProSocio Sports and Games Federation conducted a ‘Winter Football Carnival’ at Mahavir Field, Purana Bazaar, Bhadrak on the Christmas Day. Over 90 school children under the age group of 15 […]Continue Reading
Odisha News
ବାସୁଦେବପୁର,୨୭/୧୨: ଭଦ୍ରକ ଜିଲ୍ଲା ବାସୁଦେବପୁର-ଧାମରା ରାସ୍ତାର ମନ୍ଦାରୀ ନିକଟରେ ଟ୍ରକ୍ ହେଲପରଙ୍କ ଉପରେ ଟ୍ରକ୍ ମାଡ଼ିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାଯାଇଛି। ଏହି ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭର ଗୁରୁତର ହୋଇଛନ୍ତି। ଗାଡ଼ି ସଜାଡ଼ିବା ବେଳେ ପଛରୁ ଆସି ଏକ ଟ୍ରକ୍ ଧକ୍କା ଦେବା ଫଳରେ ଏଭଳି ଅଭାବନୀୟ ଘଟଣା ଘଟିଥିଲା।ବାସୁଦେବପୁର ଧାମରା ରାସ୍ତାର ମନ୍ଦାରୀ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ଟ୍ରକ ହେଲ୍ପରଙ୍କ ମୃତ୍ୟୁ ହୋଇଛି। ମୃତକଙ୍କ Continue Reading
Odisha News
ଭଦ୍ରକ ,୨୮/୯: ଅଢ଼େଇ ବର୍ଷର ଝିଅକୁ ଧରି ବୈତରଣୀ ସେତୁରୁ ନଦୀକୁ ଡେଇଁ ପଡ଼ିଲା ବାପା। ଏପର୍ଯ୍ୟନ୍ତ ବାପଝିଅଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି ଭଦ୍ରକ ଜିଲ୍ଲାର ଭଣ୍ଡାରୀପୋଖରୀ ଥାନା ଅନ୍ତର୍ଗତ ଆଖୁଆପଦା ବୈତରଣୀ ସେତୁ ଉପରେ। ଅଗ୍ନିଶମ ବାହିନୀ ବାପଝିଅକୁ ଖୋଜାଖୋଜି କରୁଛନ୍ତି।ପ୍ରତ୍ୟକ୍ଷଦର୍ଶୀଙ୍କ ସୂଚନା ଅନୁଯାୟୀ, ଗତକାଲି ରାତି ପ୍ରାୟ ସାଢ଼େ ୯ଟା ସମୟରେ ଵାଲିପୋଖରୀ ପଞ୍ଚାୟତ ପରମାନନ୍ଦପୁର ଗାଁର ଚନ୍ଦନ ସାହୁ ଓ ତାଙ୍କ ନାବାଳିକା Continue Reading
Odisha News
ଭଦ୍ରକ,୪/୮: ବନ୍ୟା ସ୍ଥିତି ପାଇଁ ଭଦ୍ରକ ଜିଲ୍ଲାର ୪ଟି ବ୍ଲକରେ ଥିବା ସବୁ ସ୍କୁଲ ଆଜି ଛୁଟି ଘୋଷଣା କରାଯାଇଛି। ଭଣ୍ଡାରିପୋଖରୀ, ତିହିଡ଼ି, ଧାମନଗର ଓ ଚାନ୍ଦବାଲି ବ୍ଲକ୍ରେ ସ୍କୁଲ ଛୁଟି ରହିବ ବୋଲି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ରାଜ୍ୟରେ ଲଗାଣ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ବିଭିନ୍ନ ଗାଁ ଜଳବନ୍ଦୀ ଥିବା ବେଳେ ରାସ୍ତା ଉପରେ ପାଣି ଚାଲୁଛି।ଭଦ୍ରକ ଜିଲ୍ଲାର ଆଖୁଆପଦା ଆନିକଟଠାରେ ବୈତରଣୀ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। Continue Reading
Seo wordpress plugin by www.seowizard.org.