Home Posts tagged bhanjanagar
Odisha News
ଭଞ୍ଜନଗର/ସୋରଡ଼ା,୨୫/୩: ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଅଧୀନ ନୂଆଁଗା ହାତୀଖାଲ ଗାଁ ନିକଟରେ ସୋମବାର ବଜ୍ରପାତ ଘଟିଛି। ବଜ୍ରପାତରେ ୪ ଚରାଳି ଆହତ ହୋଇଥିବା ବେଳେ ୩୨ ଛେଳି ମୃତ୍ୟୁବରଣ କରିଥିବା ସୂଚନା ମିଳିଛି। ଆହତମାନେ ହାତୀଖାଲ ଗ୍ରାମର ବୋଲି ଜଣାପଡ଼ିଛି।ମିଳିଥିବା ସୂଚନା ମୁତାବକ, ୪ଜଣ ଛେଳି ଧରି ଗାଁ ପାଖ ପଡ଼ିିଆକୁ ଯାଇଥିଲେ। ଅପରାହ୍ନ ୫ଟାରେ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହୋଇଥିଲା। ସେତିକିବେଳେ ଛେଳିଗୁଡ଼ିକ ଗୋଠ ହୋଇ ଚରୁଥିବା ବେଳେ ବଜ୍ରପାତ Continue Reading
Odisha News
ଭଞ୍ଜନଗର,୧୮/୨: ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବେଡ଼ିଗୋବା ଗ୍ରାମରେ ଗୁଳିମାଡ଼ରେ ସ୍ବପ୍ନା ସାହୁ ନାମକ ଜଣେ ମହିଳା ଗୁରୁତର ହୋଇଛନ୍ତି। ଗୁଳିମାଡ଼ର ସଠିକ କାରଣ ଜଣାପଡ଼ିନାହିଁ।ଆହତ ମହିଳାଙ୍କୁ ପ୍ରଥମେ ଭଞ୍ଜନଗର ମେଡିକାଲରେ ପ୍ରାଥମିକ ଚିକିତ୍ସା କରାଯାଇଥିଲା। ଏଠାରେ ତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଚିକିତ୍ସା ପାଇଁ ନିଆଯାଇଛି।ସୂଚନାଯୋଗ୍ୟ, ମହିଳା ଜଣକ ଜଙ୍ଗଲକୁ ପତ୍ର ତୋଳିବାକୁ ଯାଇଥିଲେ। ଏହି ସମୟରେ Continue Reading
Odisha News
ଭଞ୍ଜନଗର,୯/୮: ଅଜଣା ଗାଡ଼ି ଧକ୍କାରେ ଏକ କଲରାପତରିଆ ବାଘର ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ସୂଚନା ଅନୁସାରେ, ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ମୁଜାଗଡ଼ ଗାଁ ନିକଟ ମୁଖ୍ୟରାସ୍ତାରୁ ଗୁରୁତର ଭାବେ ଆହତ ହୋଇ ପଡ଼ିଥିବା କଲରାପତରିଆ ବାଘକୁ ଉଦ୍ଧାର କରାଯିବା ପରେ ତାର ମୃତ୍ୟୁ ଘଟିଛି।ଗତକାଲି ବିଳମ୍ବିତ ରାତି ପ୍ରାୟ ୨ଟା ସମୟରେ କୌଣସି ଏକ ଭାରୀଯାନ ଧକ୍କାରେ ବାଘଟି ତଳେ ପଡ଼ି ଛଟପଟ ହେଉଥିବାର ଦେଖିବାକୁ ମିଳିଥିଲା।ସ୍ଥାନୀୟ ଲୋକଙ୍କଠାରୁ ଖବରପାଇ ବନ Continue Reading
Odisha News
ଭଞ୍ଜନଗର,୯/୧୦: ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ତାରାସିଙ୍ଗି ବନାଞ୍ଚଳ କ୍ଷେତମୁଣ୍ଡଳୀ ଗାଁରେ ଅଘଟଣ । ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କର ଜୀବନ । ମୃତକ ହେଲେ ପବିଚ୍ର ପାତ୍ର ବୋଲି ଜଣାପଡିଛି ।ଖବର ଅନୁଯାୟୀ, ଶନିବାର ବିଳମ୍ବିତ ରାତିରେ ୧୦ ଟିକିଆ ହାତୀପଲ ଆସି ଧାନ ଫସଲ ନଷ୍ଟ କରୁଥିଲେ । ଯାହାର ଖବର ପାଇ ବନବିଭାଗ ଓ ଗାଁଲୋକେ ଆଶି ହାତୀକୁ ଘଉଡାଇବାକୁ ଚେଷ୍ଟା କରୁଥିଲେ। ଏହି ସମୟରେ ହଠାତ୍ ହାତୀଟି ଗଛର ପଛପଟୁ […]Continue Reading
Odisha News
ଭଞ୍ଜନଗର, ୮।୧୦ : ଦଶହରା ଚାନ୍ଦା ଦେଲେନି ବୋଲି ପାଣି ବନ୍ଦ କରିଦେଲ ପମ୍ପ ଡ୍ରାଇଭର। ଏଭଳି ସଂଗୀନ ଅଭିଯୋଗ ଆଣି ରାସ୍ତା ଅବରୋଧ କରିଛନ୍ତି ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦ ବ୍ଲକ ପାଟରୀପଲ୍ଲୀ ଏବଂ ଅରଖପଲ୍ଲୀ ଗାଁ ଲୋକେ।ଖବର ଅନୁଯାୟୀ, ଏହି ଗାଁରେ ୩୦୦ରୁ ଅଧିକ ଲୋକ ରୁହନ୍ତି। ଗାଁ ଲୋକେ ପାଣି ପାଇଁ ମାସକୁ ପ୍ରତି ଘର ପିଛା ୩୦ ଟଙ୍କା ଦିଅନ୍ତି। ହେଲେ ପଞ୍ଚାୟତ ପାଣି ପମ୍ପ ଡ୍ରାଇଭର ଘର ପିଛା ଆଉ […]Continue Reading
Odisha News
ଭଞ୍ଜନଗର,୮/୧୦: ଯେଉଁ ମା’ କୋଳେଇ କାଖେଇ ବଡ଼ କରିଥିଲା। ପଣତ କାନିରେ ନିଜ ଲୁହ ପୋଛି ଦେଉଥିଲା। ସେହି ମା’କୁ ସାମାନ୍ୟ କିଛିଟା ଟଙ୍କା ପାଇଁ ହତ୍ୟା କଲା ନୃଶଂସ ପୁଅ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲା ତାରସିଙ୍ଗି ଥାନା ଅନ୍ତର୍ଗତ ଗଜାପଦର ଗାଁରେ। ମୃତ ମହିଳା ଜଣକ ହେଲେ ତ୍ରିବେଣୀ ନାୟକ। ତାଙ୍କୁ ୫୦ ବର୍ଷ ହୋଇଥିଲା।ତ୍ରିବେଣୀ ନିଜ ପୁଅ ସନା ନାୟକ ସହିତ ଘରେ ରହୁଥିଲେ। ଗତକାଲି ରାତିରେ ପୁଅ ଘରକୁ ଫେରି […]Continue Reading
Odisha News
ଭଞ୍ଜନଗର,୨୫/୫: ଗଞ୍ଜାମ -କନ୍ଧମାଳ ସୀମାନ୍ତ ଦୁର୍ଗାପ୍ରସାଦ ନିକଟ କଳିଙ୍ଗା ଘାଟିରେ ରାତି ପ୍ରାୟ ଗୋଟାଏରେ ଏକ ଟୁରିଷ୍ଟ ବସ ଓଲଟି ୬ଜଣଙ୍କ ଜୀବନ ଯାଇଛି। ସେମାନଙ୍କ ମଧ୍ୟରେ ୪ ପୁରୁଷ ଓ ୨ ମହିଳା ଥିବା ପୁଲିସ କହିଛି।ପୁଲିସ ଓ ଦମକାଳବାହିନୀ ସହାୟତାରେ ଗୁରୁତରମାନଙ୍କୁ ଉଦ୍ଧାର କରାଯାଇଛି। ୪୨ ଜଣ ଆହତ ହୋଇଥିବାବେଳେ ୧୪ ଜଣଙ୍କୁ ଗୁରୁତର ଅବସ୍ଥାରେ ମେକେସିଜିରେ ଭର୍ତ୍ତି କରାଯାଇଥିବାବେଳେ ୧୬ଜଣଙ୍କୁ ଭଞ୍ଜନଗର ହସପିଟାଲରେ ଭର୍ତ୍ତି କରାଯାଇଛି। Continue Reading
Odisha News
ଭଞ୍ଜନଗର,୬/୪: ପୁଣି ଜଣେ ଯନ୍ତ୍ରୀଙ୍କ ଘରେ ପଶିଲା ଭିଜିଲାନ୍ସ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରାଜ୍ୟର ଆଉ ଜଣେ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍ କରୁଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଏମ୍ଆଇ ଡିଭିଜନର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ୱର ରାଉଳଙ୍କ ଘର ସମେତ ୬ଟି ସ୍ଥାନରେ ରେଡ୍ ଚାଲିଛି । ଖୋର୍ଦ୍ଧା ଓ ଗଞ୍ଜାମ ଜିଲ୍ଲାର ୬ଟି ସ୍ଥାନରେ ଏକକାଳୀନ ରେଡ୍ କରୁଛି ଭିଜିଲାନ୍ସ ।ଭଂଜନଗର ଇରିଗେସନ୍ କଲୋନୀରେ ଥିବା କ୍ୱାଟର୍ସ, ଭଂଜନଗରରେ ଥିବା […]Continue Reading
Seo wordpress plugin by www.seowizard.org.