Home Posts tagged bharatpur police station
Odisha News
ଭୁବନେଶ୍ୱର,୨୫/୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର‌୍ୟାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ପଲିଗ୍ରାଫ ଟେଷ୍ଟ୍ ହେବ। ପଲିଗ୍ରାଫ୍ ଟେଷ୍ଟ୍ ପାଇଁ କ୍ରାଇମବ୍ରାଞ୍ଚକୁ ବୁଧବାର ଅନୁମତି ଦେଇଛନ୍ତି ଏସ୍‌ଡିଜେଏମ୍ କୋର୍ଟ। କ୍ରାଇମ୍‌ବ୍ରାଞ୍ଚ ଦୀନକୃଷ୍ଣଙ୍କୁ ଗୁଜରାଟ ଗାନ୍ଧିନଗରକୁ ନେବ। ପଲିଗ୍ରାଫ୍ ଟେଷ୍ଟ ପାଇଁ କ୍ରାଇମବ୍ରାଞ୍ଚ ଆବେଦନ କରିଥିବା ବେଳେ କୋର୍ଟ ଆଜି ଅନୁମତି ଦେଇଛନ୍ତି।ସୂଚନା ଥାଉକି, ଭୁବନେଶ୍ୱର ଭରତପୁର ଥାନାକୁ Continue Reading
Seo wordpress plugin by www.seowizard.org.