Home Posts tagged bhitarkanika
Odisha News
କେନ୍ଦ୍ରାପଡ଼ା,୧/୮: କୁମ୍ଭୀର ପ୍ରଜନନ ପାଇଁ ଦୀର୍ଘ ତିନି ମାସ ଧରି ବନ୍ଦ ରହିବା ପରେ ଆଜିଠାରୁ ସାଧାରଣ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା ଜାତୀୟ ଉଦ୍ୟାନ। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମେ ୧ ତାରିଖରୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିଥାଏ ଭିତରକନିକା। ଆଜିଠୁ ଭିତରକନିକା ଖୋଲୁ ଥିବାରୁ ପର୍ଯ୍ୟ ଟକମାନେ ବେଶ୍ ଖୁସି ଅଛନ୍ତି।ଭିତରକନିକାରେ ପ୍ରବେଶ କରିବା ପାଇଁ ଆଗ୍ରହୀ ଥିବା ପର୍ଯ୍ୟଟକ ଡାଙ୍ଗମାଳ, ଖୋଳା ଏବଂ ଗୁପ୍ତି, Continue Reading
Odisha News
କେନ୍ଦ୍ରାପଡ଼ା,୧/ ୫ : ନିଷ୍ପତ୍ତି ନିଆଯାଇଛି। ୫: ମେ’ପହିଲାରୁ ଜୁଲାଇ ୩୧ ଯାଏ ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି। ଆଜିଠାରୁ ଜୁଲାଇ ୩୧ ପର୍ଯ୍ୟନ୍ତ ୩ ମାସ ଧରି ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ବନ୍ଦ କରାଯାଇଛି। ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଥିବାରୁ ଏହାକୁ ଦୃଷ୍ଟିରେ ରଖି ବନ ବିଭାଗ ପକ୍ଷରୁ ଏହିଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ପ୍ରବେଶ ବନ୍ଦ ରହିବ। ପ୍ରଜନନ Continue Reading
Seo wordpress plugin by www.seowizard.org.