Home Posts tagged bhubaneswaer
Odisha News
ଓଡ଼ିଶା, ୨୦/୧୨ : ଦକ୍ଷିଣ ବଙ୍ଗୋପସାଗରରେ ସକ୍ରିୟ ରହିଛି ଲଘୁଚାପ। ଏହାର ପ୍ରଭାବରେ ଆଜିଠୁ ଆସନ୍ତା ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି।ଆଜି ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ୧୯ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବା ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ସକାଳ ସାଢ଼େ ୮ଟାରୁ ୨୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ଉପକୂଳ Continue Reading