Home Posts tagged bHUBANESWAR dcp
Odisha News
ଭୁବନେଶ୍ୱର, ୩୧/୧୨ : ରାତିପାହିଲେ ନୂଆ ବର୍ଷ। ଏହି ନୂଆବର୍ଷ ସେଲିବ୍ରେସନ ଭୁବନେଶ୍ୱରବାସୀ କିପରି ନରାପତା ଭାବେ କରିବେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂହ ଭିଡିଓ ବାର୍ତ୍ତା ଦେଇ ସଚେତନ କରିଛନ୍ତି। ସେ କହିଛନ୍ତି, ନୂଆବର୍ଷ ସେଲିବ୍ରେସନ ବେଳେ ଟ୍ରାଫିକ୍ ନିୟମ ମାନନ୍ତୁ। ମଦ ନିଶାରେ ଗାଡ଼ି ଚଲାନ୍ତୁ ନାହିଁ। ୫୦ କିମିରୁ ଅଧିକ ବେଗରେ ଗାଡ଼ି ଚଲାନ୍ତୁ ନାହିଁ। ପାର୍ଟିକୁ ଯାଉଥିଲେ ସାଥିରେ ଡ୍ରାଇଭର ନେଇକି ଯାଆନ୍ତୁ।ଡିସିପି ଆହୁରି କହିଛନ୍ତି, ନୂଆବର୍ଷ Continue Reading
Seo wordpress plugin by www.seowizard.org.