Home Posts tagged BHUBANESWAR UNIT-1 HATA STRIKE
Odisha News
ଭୁବନେଶ୍ୱର,୩୦/୯ : ଗତକାଲିଠାରୁ ବନ୍ଦ ରହିଛି ଭୁବନେଶ୍ୱର ୧ ନମ୍ବର ହାଟ । ଆସନ୍ତା ମଙ୍ଗଳବାର ଯାଏଁ ୧ ନମ୍ବର ହାଟକୁ ବନ୍ଦ ରଖିବା ପାଇଁ ନିଷ୍ପତ୍ତି ନେଇଛି ଦୈନିକ ହାଟ ବ୍ୟବସାୟୀ ସଂଘ ।ଦାବି ପୂରଣ ନହେବାରୁ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ବ୍ୟବସାୟୀ ସଂଘ। ହାଟ ପରିସରରେ ପାର୍କିଂ ସମସ୍ୟା, ଡ୍ରେନେଜ ବ୍ୟବସ୍ଥା, ପିଇବା ପାଣି ଓ ରାସ୍ତା ଜବର ଦଖଲଉଚ୍ଛେଦ ଭଳି ଦାବି କରିଥିଲା ରାଜଧାନୀ ଦୈନିକ ହାଟ ବ୍ୟବସାୟୀ ସଂଘ। ଏ […]Continue Reading
Seo wordpress plugin by www.seowizard.org.