Home Posts tagged Bhubaneswar (Page 2)
Odisha News
ଭୁବନେଶ୍ୱର, ୫/୬: ବିଶିଷ୍ଟ ପରିବେଶବିତ୍ ତଥା ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟେକରଙ୍କୁ ଅଟକ କରାଯାଇଥିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି।ମେଧା ପାଟେକର, ଯିଏ ନର୍ମଦା ବଚାଓ ଆନ୍ଦୋଳନର ନେତୃତ୍ୱ ନେଇ ଜାତୀୟ ସ୍ତରରେ ପରିଚିତ, ସେ ପରିବେଶ ସୁରକ୍ଷା ଏବଂ ସ୍ଥାନୀୟ ଜନଜାତିଙ୍କ ଅଧିକାର ପାଇଁ ନିରନ୍ତର ସଂଘର୍ଷ କରିଆସୁଛନ୍ତି। ତାଙ୍କର ଏହି ଅଟକ ଘଟଣା ସାମାଜିକ Continue Reading
Odisha News
ଭୁବନେଶ୍ୱର,୪/୬: ଶାସନ-ପ୍ରଶାସନ ବ୍ୟବସ୍ଥାରେ ତହସିଲଦାରମାନେ ହେଉଛନ୍ତି ରାଜସ୍ୱ ପ୍ରଶାସନର ମେରୁଦଣ୍ଡ । ଏଣୁ ଆପଣ ସମସ୍ତେ ଲୋକଙ୍କ ଅଭିଯୋଗ ଶୁଣନ୍ତୁ ଓ ତାହାର ତ୍ୱରିତ ସମାଧାନ ପାଇଁ ଚେଷ୍ଟା କରନ୍ତୁ କ୍ଷତହସିଲଦାରଙ୍କ କାର୍ଯ୍ୟାଳୟ ଲୋକଙ୍କ ପାଇଁ ଭୟର ନୁହେଁ, ବିଶ୍ୱାସର ସ୍ଥାନ ହେଉ । ଆଜି ଲୋକସେବା ଭବନଠାରେ ଆୟୋଜିତ ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀଙ୍କ ସମ୍ମିଳନୀ ତଥା କର୍ମଶାଳାରେ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ Continue Reading
Odisha News
ଭୁବନେଶ୍ୱର, ୪/୬ : ଲଘୁ ଖଣିଜ ଚୋରା ଚାଲାଣ ଉପରେ ଲାଗିବ ରୋକ । ମୋହନ ସରକାର ଏ ନେଇ ଏକ ବଡ଼ ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି । ରାଜସ୍ୱ ବିଭାଗକୁ ପୁନର୍ବାର ଲଘୁ ଖଣିଜ ଦାୟିତ୍ୱ ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ମୁଖ୍ୟମନ୍ତ୍ରୀ ମୁତାବକ, ଲଘୁ ଖଣିଜ ଚୋରା ଚାଲାଣକୁ ରୋକିବା ପାଇଁ ସରକାର ଏହି ବିଭାଗର ଦାୟିତ୍ୱ ପୁଣି ଥରେ ରାଜସ୍ୱ ବିଭାଗକୁ ପ୍ରଦାନ କରିବେ […]Continue Reading
Odisha News
ଭୁବନେଶ୍ୱର,୩/୬ : ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ସହାରାଞ୍ଚଳରେ ଜଳବନ୍ଦୀ ସମସ୍ୟାର ସମାଧାନ ପାଇଁ ପ୍ରଚେଷ୍ଟା କରାଯାଇଛି ।ଏହି ପରିପ୍ରେକ୍ଷୀରେ ଭୁବନେଶ୍ୱର ମହାନଗର ନଗମ ପକ୍ଷରୁ ସଫେଇ କରାଯାଇଥିବା ବେଳେ ମଙ୍ଗଳବାର ବିଭାଗୀୟ ମନ୍ତ୍ରୀ ଡ କୃଷ୍ଣଚନ୍ଦ୍ର ମହାପାତ୍ର ସମୀକ୍ଷା କରିଛନ୍ତି । ବିଏମସି ଅଞ୍ଚଳରେ ଥିବା ଇସ୍କନ ମନ୍ଦିର, ଭୋଇନଗର ନାଳ ନମ୍ବର ୧, ରାଜୀବ ନଗର ନାଳ ୯ ନମ୍ବର, ବୋମିଖାଲ, ସମେତ ବିଭିନ୍ନ ଜଳବନ୍ଦୀ ଅଞ୍ଚଳ ପରିଦର୍ଶନ Continue Reading
Odisha News
ଭୁବନେଶ୍ୱର, ୩/୬: ମୌସୁମୀ ପରେ ରାଜ୍ୟରେ ତାତି ରେକର୍ଡ ଭାଙ୍ଗୁଛି । କିଛି ଦିନର ବର୍ଷା ଓ କୋହଲା ପାଗ ପରେ ରାଜ୍ୟକୁ ଅସହ୍ୟ ତାତି ଓ ଗୁଳୁଗୁଳି ଫେରିଛି । ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ ସୂର୍ଯ୍ୟଙ୍କର ପ୍ରକୋପ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି । ଗତକାଲି ଭୁବନେଶ୍ୱରରେ ୩୯.୬ ତାପମାତ୍ରା ରେକର୍ଡ ହୋଇଛି।ଆଗାମୀ ଦିନରେ ତାପମାତ୍ରା ଅସହ୍ୟ ହେବାର ସମ୍ଭାବନା ରହିଛି । ୭ ଦିନ ପର‌୍ୟ୍ୟନ୍ତ ରାଜ୍ୟରେ ବର୍ଷା ହେବାର କୌଣସି ସୂଚନା ନାହିଁ […]Continue Reading
Odisha News
ଭୁବନେଶ୍ବର, ୨/୬ : ସ୍ନାତକ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧି ପୁଣି ବୃଦ୍ଧି ହୋଇଛି। ଛାତ୍ରଛାତ୍ରୀ ଜୁନ୍ ଜୁନ୍ ୪ ତାରିଖ ରାତି ୧୧ଟା ୪୫ ପର୍ଯ୍ୟନ୍ତ ସାମ୍‌ସ ପୋର୍ଟାଲ୍‌ରେ ଅନ୍‌ଲାଇନ୍‌ରେ କମନ୍ ଆପ୍ଲିକେସନ୍ ଫର୍ମ (ସିଏଏଫ୍‌) ପୂରଣ କରିପାରିବେ।ଏହି ସମୟ ଅବଧି ମଧ୍ୟରେ ପୂର୍ବରୁ ସିଏଏଫ୍ ଦାଖଲ କରିଥିବା ଛାତ୍ରଛାତ୍ରୀ ସେମାନଙ୍କ ଫର୍ମରେ ଆବଶ୍ୟକ ସଂଶୋଧନ କିମ୍ବା ଯୁକ୍ତ୨ ମାର୍କ ଅପ୍‌ଲୋଡ୍ କରିପାରିବେ। ପ୍ରଥମ, ଦ୍ବିତୀୟ, ତୃତୀୟ ପର‌୍ୟ୍ୟାୟ Continue Reading
Odisha News
ଭୁବନେଶ୍ୱର, ୨/୬ : ଆଜିଠୁ ରାଜ୍ୟରେ ବଢିବ ତାତି। ୫ରୁ ୬ ଦିନ ମଧ୍ୟରେ ତାପମାତ୍ରା ପ୍ରାୟ ୨ରୁ ୪ଡିଗ୍ରୀ ସେଲସିୟସ ବୃଦ୍ଧି ପାଇପାରେ ବୋଲି ପୂର୍ବନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ତେବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ଉତ୍ତର ସୀମା ମୁମ୍ବାଇ, ଭବାନୀପାଟଣା, ପୁରୀ, ସ୍ୟାଣ୍ଡହେଡ୍ ଦ୍ବୀପ ଦେଇ ଗତି କରୁଛି।ଫଳରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା Continue Reading
Odisha News
ଭୁବନେଶ୍ୱର,୧/୬: ଜୁନ ଆରମ୍ଭରୁ ପକେଟ ଉପରେ ଛାଟ। ରାଜ୍ୟରେ ବଢ଼ିଲା ଓମ୍‌ଫେଡ୍ କ୍ଷୀର ଦାମ୍‌। ଏଣିକି ଲିଟର ପିଛା ୨ ଟଙ୍କା ଅଧିକ ଗଣିବେ ଗ୍ରାହକ। ପୂର୍ବରୁ ବଜାରରେ ଓମଫେଡ୍ କ୍ଷୀର(୫୦୦ ଗ୍ରାମ) ପ୍ୟାକେଟ୍ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ ଏବେ ତାହା ବଢ଼ିଯିବ। ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଗ୍ଧଚାଷୀଙ୍କୁ ଲିଟର ପିଛା ଅଧିକ ୩ ଟଙ୍କା ଦେବାକୁ ଘୋଷଣା କରିଛନ୍ତି। ଏହାପରେ ଓମଫେଡ୍ ମୂଲ୍ୟ ବୃଦ୍ଧି ପାଇଛି।ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ପ୍ରକାରେ, Continue Reading
Odisha News
ଭୁବନେଶ୍ୱର,୩୧/୫: ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଭୁବନେଶ୍ବରରେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ଜଣେ ବୃଦ୍ଧ କୋଭିଡ୍ ପଜିଟିଭ ଚିହ୍ନଟ ହୋଇଥିଲେ।ପରେ ସେ ଘରେ ରହି ଚିକିତ୍ସିତ ହେଉଥିଲେ। ଚିକିତ୍ସିତ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତକ କୋଭିଡ୍ ସହ ବହୁବିଧ ରୋଗରେ ଆକ୍ରାନ୍ତ ଥିଲେ। ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ।Continue Reading
Odisha News
ଭୁବନେଶ୍ବର,୨୯/୫: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)ର ଜଣେ ବରିଷ୍ଠ ଅଧିକାରୀ ଗୁରୁବାର କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ଫାସରେ ପଡ଼ିଛନ୍ତି। ଭୁବନେଶ୍ବରସ୍ଥିତ କାର୍ଯ୍ୟାଳୟରେ କାର୍ଯ୍ୟରତ ‘ଇଡି’ର ଉପନିର୍ଦ୍ଦେଶକ ୨୦ ଲକ୍ଷ ଟଙ୍କା ଲାଞ୍ଚ ନେଇ ଧରାପଡ଼ିଛନ୍ତି। ଅଭିଯୁକ୍ତ ଅଧିକାରୀ ହେଲେ ଚିନ୍ତନ ରଘୁବଂଶୀ।ସୂଚନା ଅନୁସାରେ ଖଣିଜନିତ ଏକ ମାମଲାର ରଫାଦଫା କରିବା ପାଇଁ ୨୦୧୩ର ଭାରତୀୟ ରାଜସ୍ବ ସେବା (ଆଇଆରଏସ୍‌) ଅଧିକାରୀ ତଥା ଇଡିର ଉପନିର୍ଦ୍ଦେଶକ Continue Reading