Home Posts tagged Bhubaneswar (Page 4)
Odisha News
ଭୁବନେଶ୍ୱର, ୧୭/୧: ଆସନ୍ତା ବର୍ଷ ଅଥାର୍ତ ୨୦୨୭ ମସିହା ଜାନୁଆରୀ, ଫେବ୍ରୁଆରୀ ମାସରେ ପଞ୍ଚାୟତ ଓ ପୌର ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ବୈଠକ ଅବସରରେ ରାଜ୍ୟ ନିର୍ବାଚନ କମିଶନର ସୂଚନା ଦେଇଛନ୍ତି। କାର୍ଯ୍ୟକାଳ ଶେଷ ହେଉଥିବାରୁ ନୂଆ ନିର୍ବାଚନ ହେବ। ସେହି ନିର୍ବାଚନ ପାଇଁ ଶନିବାର ପ୍ରାକ୍ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା ବୋଲି ସେ କହିଛନ୍ତି।ରାଜ୍ୟ ନିର୍ବାଚନ କମିଶନରଙ୍କ ସୂଚନା ମୁତାବିକ, ଆସନ୍ତା ବର୍ଷ ହେବାକୁ ଥିବା ପଞ୍ଚାୟତ ଓ Continue Reading
Odisha News
ଭୁବନେଶ୍ୱର,୧୭/୧: ୨୪ରୁ ଗଡ଼ିବନି ଘରୋଇ ବସ୍‌। ଏନେଇ ଚେତାବନୀ ଦେଇଛନ୍ତି ଘରୋଇ ବସ ମାଲିକ ସଂଘ। ମୁଖ୍ୟମନ୍ତ୍ରୀ ବସ ବ୍ଲକ୍‌ରୁ ଜିଲ୍ଲା ହେଡ୍ କ୍ୱାର୍ଟରକୁ ଆସିବାକୁ ନେଇ ବିବାଦ ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ବସ ସେବା ବନ୍ଦ କରିବାକୁ ଘରୋଇ ବସ ମାଲିକ ସଂଘ ଦାବି କରିଛନ୍ତି।ଆସନ୍ତା ୨୩ ସୁଦ୍ଧା ଦାବିର ସମାଧାନ କରିବା ପାଇଁ ଚେତାବନୀ ଦେଇଛନ୍ତି ମାଲିକ ସଂଘ। ଏନେଇ ସୂଚନା ଦେଇଛନ୍ତି ଘରୋଇ ବସ ମାଲିକ ସଂଘର ସମ୍ପାଦକ ଦେବେନ୍ଦ୍ର ସାହୁ। ‘ସମାଧାନ ନହେଲେ […]Continue Reading
Odisha News
ଭୁବନେଶ୍ବର ୧୬/୧: ଭୁବନେଶ୍ବର ପରିଦର୍ଶନରେ ଆସି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପାଠ୍ୟକ୍ରମ ସଂସ୍କାର ଓ ପାଠ୍ୟପୁସ୍ତକ ବିକାଶ ସମ୍ପର୍କରେ ଏକ ଆଲୋଚନା ବୈଠକରେ ଯୋଗ ଦେଇଛନ୍ତି ।ଏହି ଆଲୋଚନାରେ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, କେନ୍ଦ୍ର ବିଦ୍ୟାଳୟ ଶିକ୍ଷା ଓ ସାକ୍ଷରତା ବିଭାଗର ଅତିରିକ୍ତ ଶାସନ ସଚିବ ସୁଶ୍ରୀ ଅର୍ଚ୍ଚନା ଶର୍ମା ଅବସ୍ତି, ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର Continue Reading
Odisha News
ଭୁବନେଶ୍ଵର, ୧୫/୧ : ରାଜ୍ୟ ରାଜନୀତିରେ ଅପ୍ରତ୍ୟାଶିତ ଘଟଣା। ବିଜେଡି ପାର୍ଟିରୁ ଆସିଛି ବଡ଼ ଖବର। ରାଜ୍ୟର ମୁଖ୍ୟ ବିରୋଧୀ ଦଳ ବିଜେଡି ଗୁରୁବାର ଦଳରୁ ଦୁଇ ଜଣ ବିଧାୟକଙ୍କୁ ନିଲମ୍ବିତ କରିଛି। ଦଳ ସଭାପତି ନବୀନ ପଟ୍ଟନାୟକ ଚମ୍ପୁଆ ବିଧାୟକ ସନା ମହାକୁଡ଼ ଓ ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ର ସସପେଣ୍ଡ କରିଛନ୍ତି।ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକଙ୍କୁ ସସପେଣ୍ଡ କରାଯାଇଛି। ଏ ନେଇ ବିଜେଡି ପକ୍ଷରୁ ପ୍ରେସ୍ ବିବୃତି ଜାରି କରାଯାଇଛି।ଏକ Continue Reading
Odisha News
ଭୁବନେଶ୍ୱର, ୧୫/୧: ପଶ୍ଚିମବଙ୍ଗରେ ନିପା ଭାଇରସ ଆତଙ୍କ । ୨ ନର୍ସଙ୍କଠାରେ ଭୂତାଣୁ ଚିହ୍ନଟ ପରେ ଓଡ଼ିଶାରେ ଭୟ ବଢିଛି । ନିପା ଭାଇରସରେ ଦୁଇ ଜଣ ହସ୍ପିଟାଲର ସ୍ୱାସ୍ଥ୍ୟ କର୍ମୀ ଆକ୍ରାନ୍ତ ହୋଇଥିବା ଖବର ମିଳିଛି । କାରଣ ଯେହେତୁ ପଶିମବଙ୍ଗ ଓଡ଼ିଶାର ପଡ଼ୋଶୀ ରାଜ୍ୟ । ସେଥିପାଇଁ ବେଶି ଆଲର୍ଟ । ଭାରତ ସରକାର ଏ ପର୍ଯ୍ୟନ୍ତ କୌଣସି ନିର୍ଦ୍ଦେଶନାମା ଜାରି କରି ନାହାନ୍ତି ।୨୦୨୩ ମାର୍ଗଦର୍ଶିକାକୁ ପାଳନ କରାଯାଉଛି । କେନ୍ଦ୍ର ନିର୍ଦ୍ଦେଶ […]Continue Reading
Odisha News
ଭୁବନେଶ୍ୱର, ୧୫/୧ : ଶୀତରେ ଥରୁଛି ସାରା ଓଡିଶା । ଆହୁରୀ ଦୁଇଦିନ ଥରାଇବ ହାଡଭଙ୍ଗା ଶୀତ । ୩ ଦିନ ଯାଏ ୧୩ ଜିଲ୍ଲାରେ କୁହୁଡ଼ି ସମ୍ଭାବନା । ଆଜି ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି । ଉତ୍ତର ପଶ୍ଚିମ ତଥା ଉତ୍ତର ଦିଗରୁ ଥଣ୍ଡା ଶୁଷ୍କ ବାୟୁପ୍ରବାହ ବଢ଼ିଛି ।ଏହା ଆହୁରି ଶକ୍ତିଶାଳୀ ହେଉଛି । ଏହା ପ୍ରଭାବରେ ୧୭ ତାରିଖ ଯାଏ ପୂରା ରାଜ୍ୟକୁ ଥରାଇବ ଶୀତ । କିନ୍ତୁ […]Continue Reading
Odisha News
ଭୁବନେଶ୍ୱର,୧୫/୧: ୨ ଦିନ ଉପାସରେ ରଖିବା ପରେ ସ୍ବାଭାବିକ ହୋଇଛି ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି । ମଙ୍ଗଳ ଆଳତି ପରେ ବର୍ତ୍ତମାନ ଧାଡ଼ି ଦର୍ଶନ ଚାଲିଥିବା ଜଣାପଡ଼ିଛି। ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତି ସୂଚନା ଦେଇଛନ୍ତି। ଗତକାଲି ମକର ସଂକ୍ରାନ୍ତିରେ ଉପାସରେ ଥିଲେ ପ୍ରଭୁ ଶ୍ରୀଲିଙ୍ଗରାଜ। ବଡୁ ଓ ବ୍ରାହ୍ମଣ ନିଯୋଗ ମଧ୍ୟରେ ବିବାଦ ଯୋଗୁ ନୀତିକାନ୍ତି ବନ୍ଦ ଥିଲା।ସୂଚନାଯୋଗ୍ୟ, ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ଅବହେଳା ପାଇଁ Continue Reading
Odisha News
ଭୁବନେଶ୍ୱର, ୧୩/୧: ସୁଭଦ୍ରା ଯୋଜନାକୁ ନେଇ ଏକ ବଡ ଖବର ସାମ୍ନାକୁ ଆସିଛି। ଆସନ୍ତା ୧୮ ତାରିଖ ଭିତରେ ମିଳିବ ସୁଭଦ୍ରା ଟଙ୍କା। ଏନେଇ ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ତ୍ରୀଙ୍କ କହିବାନୁଯାୟୀ, ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି।ତାଙ୍କ ଭିତରୁ ନୂଆକରି ୧ ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି […]Continue Reading
Odisha News
ଭୁବନେଶ୍ୱର,୧୩/୧ : ଦିନକ ପରେ ପୁଣି ଲେଉଟିଛି ଶୀତ। ରାଜ୍ୟର ବିଭିନ୍ନ ସହରରେ ପାରଦ ୩ରୁ ୪ ଡିଗ୍ରୀ ପର‌୍ୟ୍ୟନ୍ତ ହ୍ରାସ ପାଇଥିବାବେଳେ ଆଗାମୀ ଦିନରେ ତାପମାତ୍ରା ଆହୁରି ନିମ୍ନଗାମୀ ହେବ। ଫଳରେ ଶୀତ ଆହୁରି ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। କେନ୍ଦ୍ରର ସୂଚନାନୁସାରେ, ଆଗାମୀ ୩ଦିନ ସାରା ରାଜ୍ୟରେ ପ୍ରବଳ ଥଣ୍ଡା ଅନୁଭୂତ ହେବା ନେଇ ବିଭିନ୍ନ ଜିଲାକୁ ସତର୍କ କରାଯାଇଛି।ମଙ୍ଗଳବାର ଓ ବୁଧବାର ଝାରସୁଗୁଡା, ଅନୁଗୋଳ ଏବଂ Continue Reading
Top Stories
By Tapaswini Sahoo Bhubaneswar/Odisha, Jan 13 : The four-day 4th Odisha Mining & Infrastructure International Expo 2026, held from January 8 to 11, 2026 at Baramunda Ground, Bhubaneswar, concluded successfully today, reinforcing Odisha’s position as a key hub for mining, infrastructure, and industrial development. The grand event was organised by Futurex Trade Fair and Continue Reading