ଭୁବନେଶ୍ୱର,୧୨/୧: ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଆଜି ୧୪ଟି ନୂତନ ଅଟଳ ବସ୍ଷ୍ଟାଣ୍ଡକୁ ଲୋକାର୍ପିତ କରିଛନ୍ତି। ୧୫୬.୫୩ କୋଟି ଟଙ୍କା ବ୍ୟୟରେ ଏହି ବସ୍ଷ୍ଟାଣ୍ଡଗୁଡିକ ରାଜ୍ୟର ୧୦ଟି ଜିଲାରେ ନିର୍ମିତ ହୋଇଛି। ପୂର୍ବରୁ ୫୫ଟି ଅଟଳ ବସ୍ଷ୍ଟାଣ୍ଡ ଲୋକାର୍ପିତ ହୋଇଛି। ଆଗାମୀ ଦିନରେ ରାଜ୍ୟର ସମସ୍ତ ଜିଲା, ଉପଖଣ୍ଡ, ପଞ୍ଚାୟତ ସମିତି ଓ ପୌରପାଳିକା ଗୁଡିକରେ ଅଟଳ ବସଷ୍ଟାଣ୍ଡ ପ୍ରତିଷ୍ଠା କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଆଜି ରାଜ୍ୟ ସଡକ Continue Reading




